-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ସାମ୍ବାଦିକ ନବୀନ ଦାଶ ଙ୍କ ବିୟୋଗରେ ନାଗରିକ ଶୋକସଭା I ▪️ନବୀନ ଥିଲେ ଗଣମାଧ୍ୟମ ଜଗତ ପାଇଁ ପ୍ରେରଣା ର ଉତ୍ସ I ▪️ସମ୍ବାଦ ପ୍ରକାଶନ କ୍ଷେତ୍ରରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ ନବୀନ I ▪️ରାଜ୍ୟରେ ସାମ୍ବାଦିକ ପେନସନ୍ ଯୋଜନା କାର୍ଯ୍ୟକାରୀ ନ ହେବା ନେଇ କ୍ଷୋଭ ପ୍ରକାଶ I ▪️ ନବୀନ ଙ୍କ ପରିବାରକୁ ସାମାଜିକ ସୁରକ୍ଷା ହେବ ତାଙ୍କ ପାଇଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି I ▪️ନବୀନ ଙ୍କ ଏକମାତ୍ର ପୁଅ ନାମରେ ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ପକ୍ଷରୁ ୧ ଲକ୍ଷ ଟଙ୍କା ର ସ୍ଥାୟୀ ଜମା ରାଶି ଘୋଷଣା

29-Jul-2025



ସମ୍ବଲପୁର: ( ସଂଜୀବ ପାଣିଗ୍ରାହୀ) :  ସାମ୍ବାଦିକକତା କୁ ଜୀବନର ବ୍ରତ ମନେ କରିଥିବା ସର୍ବଜନ ପ୍ରିୟ, ପରକୁ ଆପଣାର କରିପାରିବା ପରି ମହତ ଗୁଣର ଅଧିକାରୀ ସ୍ୱର୍ଗତ ସାମ୍ବାଦିକ ନବୀନ ଦାଶ ସମ୍ବାଦ ପ୍ରକାଶନ କ୍ଷେତ୍ରରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ ବୋଲି ଆଜି ଅନୁଷ୍ଠିତ ନାଗରିକ ଶୋକସଭା ରେ ବକ୍ତାଗଣ ମତବ୍ୟକ୍ତ କରିଛନ୍ତି I ଜଣେ ଦକ୍ଷ ଯୁବ ପ୍ରତିଭାବାନ ସାମ୍ବାଦିକ ଭାବେ ସମଗ୍ର ସମ୍ବଲପୁର ଜ଼ିଲ୍ଲା ସମେତ ରାଜ୍ୟରେ ସେ ବେଶ ସୁଖ୍ୟାତି ଅର୍ଜନ କରିଥିଲେ I ସାମ୍ବାଦିକ ନବୀନ ଦାଶ ଙ୍କ ବିୟୋଗ ସାମ୍ବାଦିକ ଜଗତ ତଥା ସ୍ଥାନୀୟ ଅଞ୍ଚଳ ପାଇଁ ଅପୂରଣୀୟ କ୍ଷତି ବୋଲି ସଭାରେ ମତ ପ୍ରକାଶ ପାଇଥିଲା I ସ୍ଥାନୀୟ ସାମ୍ବାଦିକ ଭବନ ପରିସରରେ ସାମ୍ବାଦିକ ସରୋଜ ସାହୁଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ଶୋକସଭାର ପ୍ରାରମ୍ଭରେ ସମାଜସେବୀ ଡ଼. ରାଜାରାମ ଷଡ଼ଙ୍ଗୀ ସମ୍ୟକ ସୂଚନା ପ୍ରଦାନ କରିବା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା I  ସ୍ୱର୍ଗତ ନବୀନ ଦାଶ ଙ୍କ ପରିବାରକୁ ସାମାଜିକ ସୁରକ୍ଷା ତାଙ୍କ ପାଇଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି  ପ୍ରକାଶ କରି ରାଜ୍ୟରେ ସାମ୍ବାଦିକ ପେନସନ୍ ଯୋଜନା କାର୍ଯ୍ୟକାରୀ ନ ହେବା ନେଇ ସାମ୍ବାଦିକ ମାନେ କ୍ଷୋଭ ପ୍ରକାଶ କରିଥିଲେ I ଉତ୍ସର୍ଗ ଅନୁଷ୍ଠାନ ପକ୍ଷରୁ ସମାଜସେବୀ ସୁଧୀର ପୂଜାରୀ, ଓଡିଶା ସାଂସ୍କୃତିକ ସମାଜ ର ସଭାପତି ଡ଼. ପରେଶ ଚନ୍ଦ୍ର ଦାନୀ ସମ୍ପାଦକ ଦୀନବନ୍ଧୁ ପଣ୍ଡା, ବରିଷ୍ଠ ସାମ୍ବାଦିକ ସୁବାଷ ପାଣିଗ୍ରାହୀ, ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ ର ଶ୍ରମିକ ନେତା ଗୋକୁଳ ମେହେର, ଜ଼ିଲ୍ଲା ଓକିଲ ସଂଘ ର ପୂର୍ବତନ ସଭାପତି ଡ଼. ପ୍ରମୋଦ ରଥ, ସମଲେଶ୍ୱରୀ ଟ୍ରଷ୍ଟ ବୋର୍ଡ ସଭାପତି ସଞ୍ଜୟ ବାବୁ, ଜ଼ିଲ୍ଲା ପରିଷଦ ପୂର୍ବତନ ସଭାପତି ଶୋଭାରାମ ପ୍ରଧାନ, ବିଜେପି ନେତା ଗୋବିନ୍ଦ ଅଗ୍ରୱାଲ, ସୁଧୀର ରଞ୍ଜନ ବହିଦାର,
ଡ଼. ସଂଞ୍ଜିବ ମିଶ୍ର, ବିଜେଡି ପକ୍ଷରୁ ମହମ୍ମଦ ସନାଉଲ୍ଲା, "ଜନ ସମୀକ୍ଷା" ର ସମ୍ପାଦିକା ସବିତା ମିଶ୍ର, "ଜନ ମୁଖ" ସମ୍ପାଦକ ବୀରେନ୍ଦ୍ର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ପ୍ରିୟ ରଞ୍ଜନ ସାହୁ, ରତ୍ନାକର ଭୋଇ, ସୁଧାଂଶୁ ମହାରଣା, ଶଙ୍କର ବେହେରା, ବିଷ୍ଣୁ ଦିବେଦୀ, ଅମଳେନ୍ଦୁ ନାୟକ, ଗୁଣମଣି ବିଶ୍ୱାଳ, ଯାନ୍ତ୍ରିକ ସଂଘ ପକ୍ଷରୁ ସଦାଶିବ ବିଶୋଇ, ସମ୍ବଲପୁର କୁଂଣହୁ ସମାଜ ର ଚନ୍ଦ୍ରମଣି ମିର୍ଦ୍ଦା, ଯବାନ  ଏ ହିନ୍ଦ୍ କ୍ଲବ ର ମହମ୍ମଦ ଇସାକ୍, ଉମାକାନ୍ତ ସ୍ୱାଇଁ ପ୍ରମୁଖ ସୃତି ଚାରଣ ପୂର୍ବକ ସ୍ୱର୍ଗତ ସାମ୍ବାଦିକ ଶ୍ରୀ ଦାଶ ଙ୍କ ସୃତିଚାରଣ କରିଥିଲେ I ଏହି ଅବସରରେ ନବୀନ ଙ୍କ ଏକ ମାତ୍ର ପୁତ୍ର ବିକାଶ ଦାଶ ଙ୍କ ନାମରେ ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ପକ୍ଷରୁ ୧ ଲକ୍ଷ ଟଙ୍କା ର ସ୍ଥାୟୀ ଜମା ରାଶି ପ୍ରଦାନ କରିବାକୁ ସଂଘ ର ପ୍ରାନ୍ତୀୟ ସମ୍ପାଦକ ରମାକାନ୍ତ ବିଶ୍ୱାଳ ଘୋଷଣା କରି ନବୀନ ଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ I ଆୟୋଜିତ ସଭା ରେ ଅନ୍ୟ ମାନଙ୍କ ମଧ୍ୟ ରେ ଆତ୍ମାରାମ ସୁପକାର, ସତ୍ୟନ୍ଦ୍ର କୁମାର ଦାଶ, ଅମନଦୀପ ସିଂ ସାଲୁଜା, ଯଶବୀର ସିଂହ, ବିରାଜ ମିଶ୍ର, ନର୍ସିଙ୍ଗ ବଗର୍ତ୍ତି, ମାନସ ସାହୁ, ମଳୟ ଭୋଇ, ରାଜେଶ ବିଭାର, ଶ୍ରବଣ କୁମାର ପତି, ଧର୍ମେନ୍ଦ୍ର ପଟ୍ଟନାୟକ,  ସରୋଜ ସେଠ୍, ସଞ୍ଜିବ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ I ସଭାପ୍ରାରମ୍ଭରେ ସ୍ବର୍ଗତ ସାମ୍ବାଦିକ ନବୀନ ଦାଶ ଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ୨ ମିଟିଟ ନିରବ ପ୍ରାର୍ଥନା କରାଯାଇ ଅମର ଆତ୍ମାର ସଦଗତି କାମନା କରାଯାଇଥିଲା I


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like