-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

୬୫ ତମ ଓଡିଶା ରାଜ୍ୟ ସନ୍ତରଣ ପ୍ରତିଯୋଗିତା ବଲାଙ୍ଗୀର ପତିତପାବନ ଏକାଡେମୀ ଛାତ୍ରଙ୍କ କୃତିତ୍ଵ

29-Jul-2025



ବଲାଙ୍ଗୀର (ପ୍ରେରଣା ଖବର): ଜୁଲାଇ ୨୩ ରୁ ୨୫ ତାରିଖ ପର୍ଯ୍ୟନ୍ତ ୬୫ ତମ ଓଡିଶା ରାଜ୍ୟ ସନ୍ତରଣ ପ୍ରତିଯୋଗିତା  ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ ସନ୍ତରଣlଗାର ଠାରେ ଅନୁଷ୍ଠିତ ହୋଇଥିଲା l ଏଥିରେ ବଲାଙ୍ଗୀରର ବିଭିନ୍ନ ସ୍କୁଲରୁ  ସର୍ବମୋଟ ୧୭ ଜଣ ପ୍ରତିଯୋଗୀ ଅଂଶଗ୍ରହଣ  ସନ୍ତରଣର ବିଭିନ୍ନ ବିଭାଗରେ ୧୫ ଟି ମେଡାଲ ହାସଲ କରିଥିଲେ l ସେଥି ମଧ୍ୟରୁ ବଲାଙ୍ଗୀର ପତିତପାବନ ଏକାଡେମୀର ୬ ଜଣ ପ୍ରତିଯୋଗୀ ଭାଗ ନେଇ ବିଭିନ୍ନ ବର୍ଗରେ ମେଡାଲ ହାସଲ କରି ବଲାଙ୍ଗୀର ପାଇଁ ଗୌରବ ଆଣିଦେଇଛନ୍ତି l  ସ୍କୁଲର ଦଶମ ଶ୍ରେଣୀର ଛାତ୍ର ସୋମନାଥ ପୁଟେଲ ୫୦ ମିଟର ବଟରଫ୍ଲାଇ ଷ୍ଟ୍ରୋକରେ ବ୍ରୋଞ୍ଜ ମେଡାଲ, ୮୦୦ ମିଟର ଫ୍ରି ଷ୍ଟାଇଲ୍ ରେ ରୌପ୍ୟ ମେଡାଲ,  ୪×୧୦୦ ମିଡଲେ ରିଲେ ରେ ରୌପ୍ୟ, ୧୦୦ ମିଟର ବଟରଫ୍ଲାଇ ଷ୍ଟ୍ରୋକ ରେ ବ୍ରୋଞ୍ଜ ବ୍ରୋଞ୍ଜ ପଦକ, ସ୍ଵାଗତ  ସେଠ୍ ୫୦ ମିଟର ବେକ ଷ୍ଟ୍ରୋକ ରେ ସ୍ଵର୍ଣ୍ଣ, ୧୦୦ ମିଟର ବେକ ଷ୍ଟ୍ରୋକରେ ରୌପ୍ୟ ଏବଂ ଅଷ୍ଟମ ଶ୍ରେଣୀ ଛାତ୍ର ସୌରଭ ପୁଟେଲ ୧୦୦ ମିଟର ବ୍ରେଷ୍ଟ ଷ୍ଟ୍ରୋକରେ ରୌପ୍ୟ, ୫୦ ମିଟର ବ୍ରେଷ୍ଟ ଷ୍ଟ୍ରୋକରେ ରୌପ୍ୟ, ୪×୧୦୦ ମେଡଲି ରିଲେ ରେ

ରୌପ୍ୟ  ପଦକ ହାସଲ କରିଛନ୍ତି l ଏମାନଙ୍କ ସହିତ ସ୍କୁଲର ଛାତ୍ର ସକ୍ଷମ ସେଠ୍, ମନିକୋଷ  ନାଏକ ଓ  ଶ୍ରବଣ ସେଠ୍ ମଧ୍ୟ ସନ୍ତରଣ ପ୍ରତିଯୋଗିତାରେ ବଲାଙ୍ଗୀରରୁ ପ୍ରତିନିଧିତ୍ଵ କରି ମେଡାଲ ହାସଲ କରିଛନ୍ତି l ସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ  ଅଂଶୁପା ଭୋଇ ଓ କ୍ରୀଡ଼ା ଶିକ୍ଷୟତ୍ରୀ ସସ୍ମିତାରାଣୀ ମିଶ୍ର ସମସ୍ତ କୃତୀ ଛାତ୍ର ମାନଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଛନ୍ତି l ଆଜି ସ୍କୁଲ ପରିସରରେ ସମସ୍ତ୍ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଉପସ୍ଥିତିରେ କୃତୀ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like