-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ୟୁ.ଏ.ଏସ୍. ଆପ ପ୍ରଚ଼ଳନ କୁ ପାପଡ଼ା ହାଣ୍ଡି ବ୍ଲକ ଶିକ୍ଷକ ସଂଗଠନ ଙ୍କ ବିରୋଧାଭାସ .....

30-Jul-2025



ନବରଙ୍ଗପୁର  (ମିହିର ଶଙ୍କର ପାତ୍ର) ପାପଡ଼ାହାଣ୍ଡି ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ସରକାରଙ୍କ ୟୁ.ଏ.ଏସ୍ .ଆପ ପ୍ରଚଳନ ବିରୋଧରେ ଗୋଷ୍ଠୀ ଶିକ୍ଷାଧିକାରୀ,ପାପଡ଼ାହାଣ୍ଡି ଙ୍କୁ ଏକ ଦାବୀ ପତ୍ର ଦିଆଯାଇଛି। ବିଦ୍ୟାଳୟସ୍ତରରେ ଭିତ୍ତିଭୂମି ର ଅଭାବ ଥିବା ବେଳେ ଗଣ ଶିକ୍ଷାବିଭାଗ ତାର ନିରାକରଣ ନକରି ତଥା ପଦୋନ୍ନତି , କ୍ୟାଡ଼ର ସଂଶୋଧନ , କେନ୍ଦ୍ରୀୟ ହାରରେ ଦରମା, ଠିକା ନିଯୁକ୍ତି ବନ୍ଦ କରିବା,ଏକ୍ସ କ୍ୟାଡ଼ର  ବ୍ୟବସ୍ଥା  ଉଚ୍ଛେଦ କରିବା,ଠିକା ନିଯୁକ୍ତିକୁ ମୂଳ ଦିନରୁ ଗଣନା କରିବା ,ଗ୍ରେଡ଼ ପେ ବୃଦ୍ଧି ଆଦି ଶିକ୍ଷକମାନଙ୍କର ଦୀର୍ଘଦିନର ଦାବୀ ସମାଧାନ କରିବା ପରିବର୍ତ୍ତେ ଗଣଶିକ୍ଷା ବିଭାଗ ଇଣ୍ଟରନେଟ ସଂଯୋଗ ଓ ଡାଟା ଏଣ୍ଟ୍ରି ଅପରେଟର ନିଯୁକ୍ତ ନକରି ୟୁ.ଏ.ଏସ୍. ଲାଗୁ କରିଛନ୍ତି।
    ବିଦ୍ୟାଳୟ ରେ ଭିତ୍ତିଭୂମିର ବିକାଶ ନକରି ୟୁ ଏ ଏସ କୁ  ଲଦିଦିଆଯାଇଥିବାରୁ ବ୍ଲକର ସମସ୍ତ ପ୍ରାଥମିକ ଶିକ୍ଷକ ଏହାର ଦୃଢ ବିରୋଧ କରିଛନ୍ତି। ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ ରତିକାନ୍ତ ପଣ୍ଡାଙ୍କ ନେତୃତ୍ବରେ ଜିଲ୍ଲାପରିଷଦ ଶିକ୍ଷକ ସଂଘ ସଭାପତି ସୁକୁମାର ପଣ୍ଡା, ଏକ୍ସ କ୍ୟାଡ଼ର ଶିକ୍ଷକ ସଂଘ ସଭାପତି ମେଘାସ୍ଥିନ ଜାଲ ,ସମ୍ପାଦକ ଦିଲ୍ଲିପକୁମାରସ୍ୱାଇଁ. ,ଜୁନିଅର ଟିଚର ଏସୋସିଏସନ ସଭାପତି ଅନୀଲ କୁମାର ସାହୁ, ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ସଂଯୋଜକ ଜଗନ୍ନାଥ ମାଝୀ,ବ୍ଲକ ଉପସଭାପତି ପ୍ରଭାତଭୂଷଣ ବେନିଆଁ,ଦେବମାଝୀ,ବକଚାନ୍ଦ ପୂଜାରୀ ଗୋବର୍ଦ୍ଧନ ନାୟକ,ଧରଣୀଧର କମର୍ଲା  ପ୍ରମୁଖ ଶତାଧିକ ଶିକ୍ଷକଶିକ୍ଷୟିତ୍ରୀ ରାଲିରେ ଆସି ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଦାବୀ ପତ୍ର ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like