-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ବନ୍ୟା ଜଳସମ୍ପଦ ଅଧୂକାରୀ, ତହସିଲଦାରଙ୍କ ପରିଦର୍ଶନ

30-Jul-2025



ବରୀ (ରଞ୍ଜିତ ମହାନ୍ତି):  ବରୀରେ ବନ୍ୟା ପରିସ୍ଥିତି ଉପୁଜିଛି। ବରୀରେ ବନ୍ୟା ଜଳସମ୍ପଦ ଅଧ୍ କାରୀ, ତହସି ଲଦାରଙ୍କ ପରି ଦର୍ଶ ନ ବ୍ଲକର ବିଭିନ୍ନ ଅଞ୍ଚଳ ଏଥିରେ ପ୍ରଭାବିତ ହେବା ସହ ଚାଷୀର ଚାଷ ଜମି ବିଶେଷ ଭାବେ ପ୍ରଭାବିତ ହୋଇଛି। ଖରେସ୍ରୋତା, ତନ୍ତୀଘାଇ ଓ ବ୍ରାହ୍ମଣୀ ନଦୀରେ ଦ୍ଵିତୀୟ ଥର ବନ୍ୟା ପାଣି ପ୍ରଭାବିତ ହେବା ଫଳରେ ବ୍ଲକର ଭଅଁରା, ବୋଦୁଅ, ରମ୍ପା, ଅରଙ୍ଗାବାଦ, ବରୀ, ଅଲି ପୁର, ବାଲିବିଲି, ଅନ୍ୟାସପୁର, ରତଲାଙ୍ଗ, ଉଦୟନାଥପୁର କାଇପଡା, ଅଙ୍ଗାଳେ ଅଞ୍ଚଳର ବହୁ ଚାଷ ଜମି ସହ କିଛି ଗାଁ ମଧ୍ଯ ପାଣି ଘେରା ରେ ରହିଛି କ୍ଷ କେର୍କରଡ଼ା ରାସ୍ତା ରେ ଅଣ୍ଠୁଏ ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି। ଏହି ବନ୍ଯା ନ୍ୟା କୁ ନେଇ ବରୀ ଉପଖଣ୍ଡ ଜଳସମ୍ପଦ ଅଧିକାରୀ ମନୋରଞ୍ଜନ ତ୍ରି ପାଠୀ ତନ୍ତଘାଇ ସିଷ୍ଟମର ଡ଼ିହବାରିଙ୍ଗ, ଏରଡ଼ା, ଚଟୁମାରୀ ଆଦି ବିଭିନ୍ନ ସ୍ଥାନ ପରିଦର୍ଶନ କରିଥିଲେ କ୍ଷ ଭଅଁରା ପଞ୍ଚାୟତ ଚଟୁମାରୀ ଠାରେ ନିର୍ମାଣ ହେଉଥ‌ିବା ପାନୀୟ ଜଳ ପ୍ରକଳ୍ପ ପାଇଁ ନଦୀ ବନ୍ଧ ଧୂରେ ଧୂରେ ଖାଇ ଯାଇଛି। ଏହାକୁ ବାଲିବସ୍ତା ପକାଯାଇ ମରାମତି ଚାଲି ଥିବା ବେଳେ ଅଞ୍ଚଳବାସୀଙ୍କ ପାଇଁ ବିପଦ ରହିଛି। ଏହି କାର୍ଯ୍ୟକୁ ମଧ୍ୟ ଜଳସମ୍ପଦ ଅଧିକାରୀ ଶ୍ରୀ ତ୍ରିପାଠୀ ତଦାରଖ କରି ଥିଲେ। ସେହି ପରି ବରୀ ତହସିଲଦାର ଦୀପ୍ତିମୟୀ ବେହେରା ରତଲାଙ୍ଗ, କାଇପଡା, ଭଅଁରା ବନ୍ୟାଞ୍ଚଳ ପରିଦର୍ଶନ କରିବା ସହ ଲୋକଙ୍କ ସୁବିଧା ଅସୁବିଧା ବୁଝିବା ସହ ବନ୍ୟା ପାଇଁ ପ୍ରଶାସନ ପ୍ରସ୍ତୁତି ଥିବା କହିଥିଲେ ତାଙ୍କ ସହ ରାଜସ୍ଵ ନୀରିକ୍ଷକ ପ୍ରଶାନ୍ତ କୁମାର ରାଉତ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like