-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଏମ୍.ପି.ଭି-୮୨ ଉଚ୍ଚ ବିଦ୍ୟାଳୟ ଠାରେ ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ ପାଳନ ହୋଇଯାଇଛି l

30-Jul-2025



କାଲିମେଳା(ସନ୍ତୋଷ କୁମାର ପଣ୍ଡା): ଆଜି ସ୍ବାମୀ ବିବେକାନନ୍ଦ ବିଦ୍ଯାଭବନ ଏମ,ପି,ଭି୮୨ ଉଚ୍ଚବିଦ୍ୟାଳୟ ଠାରେ ଆନ୍ତର୍ଜାତୀୟ ବ୍ଯାଘ୍ର ଦିବସ ପାଳନ ହୋଇ ଯାଇଛି।ଏଥି ନିମନ୍ତେ ଏକ ଜନ ସଚେତନ ଶିବିରମଧ୍ୟ ଅନୁଷ୍ଠିତ ହୋଇଥିଲା।ବିଭିନ୍ନବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କମଧ୍ୟରେ ବ୍ଯାଘ୍ର ରକ୍ଷାପ୍ରକୃତିରକ୍ଷାଶୀର୍ଷକବିଷୟରେବକ୍ତୃତାପ୍ରତିଯୋଗିତାଅନୁଷ୍ଠିତହୋଇଥିଲା।ତତ୍ସହିତଉକ୍ତବିଷୟଭିତ୍ତିକ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ମଧ୍ୟଅନୁଷ୍ଠିତ ହୋଇଯାଇଛି। ସ୍ବାମୀ ବିବେକାନନ୍ଦ ବିଦ୍ଯାଭବନ ପ୍ରଧାନ ଶିକ୍ଷକ ତଥା କବି ଗୋଦାବରୀଶ ଦାସଙ୍କ ଅଧ୍ଯକ୍ଷତାରେଏକ ସଭା ଆୟୋଜିତ ହୋଇଥିଲା।ମୋଟୁ ବନାଞ୍ଚଳ ଅଧିକାରୀ ରରଶ୍ମିରଞ୍ଜନ ସ୍ବାଇଁ ମୁଖ୍ୟ ଅତିଥି ରୁପେ ଯୋଗଦାନ କରିଥିଲେ।ଅନନ୍ତ ପାଲ୍ଲୀ ଉଚ୍ଚ

ବିଦ୍ୟାଳୟରପ୍ରଧାନ ଶିକ୍ଷକ ଉମା ଚରଣପଟ୍ଟନାୟକ ମୁଖ୍ୟ ବକ୍ତା ବିଦ୍ୟାଳୟପରିଚାଳନା କମିଟିର ସଭାପତି ପରିମଳ ମଣ୍ଡଳ ସ୍ବତନ୍ତ୍ର ଅତିଥି, ସମ୍ମାନିତ ଅତିଥି ଭାବରେ ଏମ୍,ଭି୭୯ ବନପାଳ ସମୀର କୁମାର ଜେନା,ଏମ୍,ଭି ବନପାଳ ଦୀପଙ୍କର ଶିଉଳି,ଏମ୍,ଭି ୭୯ କନ୍ଯାଶ୍ରମ ସହକାରୀ ଶିକ୍ଷକପତିତପାବନ ଜେନା,ବନରକ୍ଷୀତପନ ସାହା ଏମ୍,ଭି ୭୯ ବନରକ୍ଷୀ ଓ ପୋଲୁର ବନରକ୍ଷୀ ପାର୍ଥ ସାରଥିରାଉତ ଯୋଗଦାନ କରି ଥିଲେ।ପ୍ରଧାନ ଶିକ୍ଷକ ସ୍ବାଗତ ଭାଷଣ ଓ କବିତା ମାଧ୍ୟମରେ ବ୍ଯାଘ୍ର ଦିବସ ପାଳନର ମହତ୍ତ୍ଵ ବର୍ଣ୍ଣନା କରିଥିଲେ।ପରେ ଅତିଥି ବୃନ୍ଦ ବ୍ଯାଘ୍ର ଦିବସର ଉଦ୍ଦେଶ୍ୟ ଓ ଲକ୍ଷ୍ୟ ବର୍ଣ୍ଣନା କରିଥିଲେ।ମୋଟୁ ବନାଞ୍ଚଳ ଅଧିକାରୀ ପରିବେଶ ସୁନ୍ଦର ରଖିବା ପାଇଁ ସମସ୍ତଙ୍କୁ ବୃକ୍ଷ ରୋପଣ ନିମିତ୍ତ ଆହ୍ବାନ କରି ଥିଲେ। ମୁଖ୍ୟ ବକ୍ତା ବ୍ଯାଘ୍ର ପ୍ରକଳ୍ପ ବିଷୟରେ ତଥା ଜଙ୍ଗଲ ସୁରକ୍ଷାନିମିତ୍ତ ବକ୍ତବ୍ୟ ପ୍ରଦାନ କରିଥିଲେ।ସମ୍ମାନିତ ଅତିଥି ମାନେ ବିଭିନ୍ନଉଦାହରଣ ପ୍ରଦାନ ପୂର୍ବକ ବକ୍ତବ୍ୟଦେଇ ଛାତ୍ରଛାତ୍ରୀ ମାନଙ୍କୁ ପ୍ରେରଣାପ୍ରଦାନ କରିଥିଲେ।ପରେ ପରେ ବିଭିନ୍ନ ବିଦ୍ୟାଳୟରୁ ଆସିଥିବାତଥାବିବେକାନନ୍ଦବିଦ୍ୟାଳୟର କୃତିଛାତ୍ରଛାତ୍ରୀ ମାନଙ୍କୁ  ସାର୍ଟିଫିକେଟ,ଟ୍ରଫି ଓ ଟି -ସାର୍ଟ ଅତିଥି ମାନେପ୍ରଦାନ କରିଥିଲେ।ଶେଷରେଶିକ୍ଷକ ଅଶୋକ କୁମାର ରାଉତସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।ବିଦ୍ୟାଳୟର ବରିଷ୍ଠଶିକ୍ଷକ ଦିଲ୍ଲୀପ କୁମାର ସ୍ବାଇଁ, ଅଶୋକ କୁମାର ପରିଡା, ଚଞ୍ଚଳା ମହାରଣା, ରବିନ ମଣ୍ଡଳ,ରଣଜିତ ମଣ୍ଡଳ ଓ ବିଧାନ ବୈଦ୍ଯ ସହଯୋଗ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like