-+91-9937148622 |

prerana_bgr@rediffmail.com |

  Saturday 7th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||     

HOME   ଜିଲ୍ଲା

*କଂଗ୍ରେସ ଓ ବି ଜେ ଡି ନେତା ଙ୍କ ରେକର୍ଡ ବଳାତ୍କାର ପ୍ରତିବାଦରେ ସୋନପୁର ଠାରେ ବିଜେପି କାର୍ଯ୍ୟକର୍ତ୍ତା ଙ୍କ ବିକ୍ଷୋଭ ପ୍ରଦର୍ଶନ*-

30-Jul-2025



ସୋନପୁର  (ମନୋରଞ୍ଜନ ତ୍ରିପାଠୀ)
ପୂର୍ବତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଦାସ ଙ୍କ କୁଶ ପୁତ୍ତଳିକା ଦାହ କରିଛି ସୁବର୍ଣ୍ଣପୁର ବିଜେପି l ଆଜି ସନ୍ଧ୍ୟାରେ ସୋନପୁର ଭାଜପା ତରଫରୁ ସଦର ବିଜୁ ପଟ୍ଟନାୟକ ଛକ ଠାରେ କଂଗ୍ରେସ ଓ ବିଜେଡି ଦଳ ର ଶାସନ ସମୟ ରେ ହୋଇଥିବା ନାରୀ ନିର୍ଯାତନା ଓ ଅସଂଖ୍ୟ ବଳାତ୍କାର ଘଟଣା ପ୍ରତିବାଦ ରେ  ବିଜେଡି ସଭାପତି ନବୀନ ପଟ୍ଟନାୟକ ଓ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଦାସ ଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି । ଏହି ସମୟ ରେ ନବୀନ ପଟ୍ଟନାୟକ ଙ୍କ ନେତୃତ୍ଵାଧୀନ ୨୫ ବର୍ଷ ରେ ହୋଇଥିବା ନାରୀ ନିର୍ଯାତନା କୁ ମନେ ପକେଇ ଓ ଧର୍ଷଣ ଅଭିଯୋଗରେ ନିକଟ ରେ ଜେଲ୍ ଯାଇଥିବା ରାଜଧାନୀ ର ବି ଜେ ଡି କର୍ପୋରେଟର ଅମରେଶ ଜେନା ଓ କଟକ ଛାତ୍ର କଂଗ୍ରେସ ସଭାପତି ଉଦିତ ପଧାନ ଙ୍କୁ ବିରୋଧ କରି ବିଜେପି କର୍ମୀ ବିଭିନ୍ନ ନାରା ଦେବା ସହ ସ୍ଲୋଗାନ ମାନ ଦେଇଥିବା ଦେଖିବାକୁ ମିଳିଥିଲା। ବଳତ୍କାର ପ୍ରତିଯୋଗିତା ଲେଖାଥିବା ଏକ ବ୍ୟାନର କୁ ହାତ ରେ ଧରି ଉଭୟ ବିଜେଡି ଓ କଂଗ୍ରେସ ବିରୋଧରେ ଗର୍ଜିଥିଲେ ସୁବର୍ଣ୍ଣପୁର ଜିଲ୍ଲାର ବିଜେପି କାର୍ଯ୍ୟକର୍ତ୍ତା। ଓ ନବୀନ ପଟ୍ଟନାୟକ ଓ ଭକ୍ତ ଦାସ ଙ୍କ କୁଶ ପୁତ୍ତଳିକା ଦାହ କରିଥିଲେ l ଜିଲ୍ଲା ବିଜେପି ସଭାପତି ବେଣୁଧର ଦାସ ଙ୍କ ନେତୃତ୍ବ ରେ ବିଧାୟକ ପ୍ରାର୍ଥୀ ପ୍ରମୋଦ ମହାପାତ୍ର, ପ୍ରାକ୍ତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଉଷା କୁମାରୀ, ଯୁବ ମୋର୍ଚ୍ଚା ସଭାପତି ସ୍ୱରୂପ ପାତ୍ର, ନଗର ମଣ୍ଡଳ ସଭାପତି ସୁରେଶ ବିଶ୍ଵାଳ, କାଉନସିଲର ଗଙ୍ଗା ତରିଆ, ଗଣେଶ ସାହୁ, ନଗର ମିଡିଆ ପ୍ରଭାରୀ ନିରଞ୍ଜନ ତ୍ରିପାଠୀ , ନଳିନୀ ପଣ୍ଡା, ତ୍ରିଲୋଚନ ତରିଆ ପ୍ରମୁଖ ଶତାଧିକ ବିଜେପି ନେତା କର୍ମୀ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   07-Nov-2026
  ଜିଲ୍ଲା  
ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                           07-Nov-2026
  ଜିଲ୍ଲା  
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   07-Nov-2026
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   06-Nov-2026
  ଜିଲ୍ଲା  
ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   06-Nov-2026
  ଜିଲ୍ଲା  
ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   06-Nov-2026
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026

You Might Also Like