-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ*- *ଆଇନ ଉଲଂଘନ ପାଇଁ ୨୯୨ ଜଣ ଗାଡ଼ି ଚାଳକ ଙ୍କ ଲାଇସେନ୍ସ ରଦ୍ଧ ସୂଚନା ଦେଲେ ପରିବହନ ଅଧିକାରୀ*-

30-Jul-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)  ଆଜି  ଅପରାହ୍ନ ୪.୦୦ ଘଟିକା ସମୟରେ ସୁବର୍ଣ୍ଣପୁର ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ  ଜିଲ୍ଲାପାଳ, ସୁବର୍ଣ୍ଣପୁରଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ,ସାଧାରଣ, ସୁବର୍ଣ୍ଣପୁର, ଶ୍ରୀମତି ଅଞ୍ଜଳିନା ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା । ଏହି କମିଟି ବୈଠକରେ ଆଞ୍ଚଳିକ ପରିବହନ ଅଧିକାରୀ, ସୁବର୍ଣ୍ଣପୁର, ସୁବର୍ଣ୍ଣପୁର ଜିଲ୍ଲା ସଡ଼କ ସୁରକ୍ଷା କମିଟି ର ସମସ୍ତ ସଦସ୍ୟା, ଜିଲ୍ଲାସ୍ତରୀୟ ଅଧିକାରୀ ବୃନ୍ଦ, ଟ୍ରକ୍ ଓ ପ୍ରାଇଭେଟ୍ ବସ ମାଲିକ ସଂଘର କର୍ମକର୍ତା, ରାସ୍ତା ସୁରକ୍ଷା ସ୍ଵେଚ୍ଛାସେବୀ ବୃନ୍ଦ ଓ ସାମ୍ବାଦିକ ପ୍ରମୁଖ ଉପସ୍ଥିତ ଥିଲେ । ଆଞ୍ଚଳିକ ପରିବହନ ଅଧିକାରୀ, ସୁବର୍ଣ୍ଣପୁର ଗତ ତିନି ବର୍ଷରେ ସୁବର୍ଣ୍ଣପୁର ଜିଲ୍ଲା ରେ ଘଟିଥିବା ସଡ଼କ ଦୁର୍ଘଟଣା ଉପରେ ତୁଳନାତ୍ମକ ବିବରଣୀ ଉପସ୍ଥାପନ ପୂର୍ବକ ଜିଲ୍ଲା ରେ ଥିବା ଦୁର୍ଘଟଣା ପ୍ରବଣ ସ୍ଥାନ ବା ବ୍ଲାକ ସ୍ପଟ୍  ବିଷୟ ରେ ଜଣାଇବା ସହିତ ଜିଲ୍ଲା ପ୍ରଶାସନ ଦ୍ବାରା କାର୍ଯ୍ୟକାରୀ କରାଯାଉଥିବା ଯୋଜନା ଉପରେ ଅବଗତ କରିଥିଲେ ଓ ସଡ଼କ ସୁରକ୍ଷା ଉପରେ ସବିଶେଷ ଆଲୋଚନା କରାଯାଇଥିଲା ।                      ମୋଟର ଯାନ ନିୟମ ଉଲ୍ଲଘଂନକାରୀ  ଗାଡ଼ି  ଚାଳକ ମାନଙ୍କ ଠାରୁ ଜୁନ ମାସରେ ସର୍ବମୋଟ ୧୩୫ ଗୋଟି ଚାଲାଣ କଟାଯାଇଥିବା, ତନ୍ମଧ୍ୟରୁ ୪୩ ଗୋଟି ଚାଲାଣର ଫାଏସଲା ହୋଇ ସର୍ବମୋଟ ଟ. ୧୧,୨୬,୦୦୦.୦୦ ଙ୍କା ଫାଇନ ବାବଦକୁ ଆଦାୟ ହୋଇଥିବା ସୁଚନା ମିଳିଛି l ଅବଶିଷ୍ଟ ୯୨ ଗୋଟି ଚାଲାଣ ଫାଏସଲା ହୋଇନାହିଁ ଏବଂ ଏହି ଚାଲାଣ ବାବଦକୁ ଟ.୫,୮୭,୮୬୦.୦୦ ଫାଇନ ଆଦାୟ କରିବାକୁ ବାକି ଅଛି। ସେ ଆହୁରି ପ୍ରକାଶ କଲେ ଯେ, ଗତ ଜାନୁୟାରୀ ୨୦୨୫ ରୁ ଜୁନ ୨୦୨୫ ମଧ୍ୟରେ ମୋଟର ଯାନ ଆଇନ ଉଲ୍ଲଙ୍ଘନ ପାଇଁ ୨୯୨ ଜଣ ଉଭୟ ମୋଟର ସାଇକେଲ ଓ ଗାଡ଼ି ଚାଳକଙ୍କ ଲାଇସେନ୍ସ ରଦ୍ଧ କରାଯାଇଛି । ଏହି ପରିପ୍ରେକ୍ଷୀରେ ୧୦(ଦଶ) ଜଣ ସଡ଼କ ସୁରକ୍ଷା ସ୍ୱେଚ୍ଛାସେବୀଙ୍କୁ ସଡ଼କ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ଓ ଦୁର୍ଘଟଣାଗ୍ରସ୍ତ ଲୋକଙ୍କ ଜୀବନ ରକ୍ଷା କରିଥିବାରୁ ସୁବର୍ଣ୍ଣପୁର ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ରେ ଆର୍ଥିକ ପୁରସ୍କାର ସହିତ  ସମ୍ବର୍ଦ୍ଧିତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like