-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||     

HOME   ଜିଲ୍ଲା

ଭଗବତୀ ମନ୍ଦିର ରେ ପଶିଲା ନର୍ଦ୍ଦମା ପାଣି ଭକ୍ତ ମହଲରେ ଅସନ୍ତୋଷ

30-Jul-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ର ସର୍ବପୁରାତନ ମା ଭଗବତୀଙ୍କ ପୀଠରେ ସାମାନ୍ୟ ବର୍ଷା ହେଲେ ମନ୍ଦିର ଭିତରକୁ ପଶୁଛି ରାସ୍ତାର ନର୍ଦ୍ଦମା ପାଣି ଏ ନେଇ ଭକ୍ତ ମହଲରେ ବ୍ୟାପକ ଅସନ୍ତୋଷ ବୃଦ୍ଧି ପାଉଛି। ବଡ଼ବଜାର ସ୍କୁଲ୍ ଛକ ଠାରୁ ଭଗବତୀ କଲ୍ୟାଣ ମଣ୍ଡପ ଛକ ପର୍ଯ୍ୟନ୍ତ ନୂତନ ନିର୍ମାଣଧିନ କଂକ୍ରିଟ ରାସ୍ତା କାମ ପ୍ରାୟ ୨ ମାସ ହେଲା ଚାଲିଥିବା ବେଳେ ତୃଟି ପୂର୍ଣ୍ଣ ରାସ୍ତା କାମ ଯୋଗୁଁ ସାମାନ୍ୟ ବର୍ଷାରେ ରାସ୍ତା ର ସବୁ ପାଣି ମନ୍ଦିର ଭିତରକୁ ପଶୁଛି। ରାସ୍ତା କାମ ଶୀଘ୍ର ସାରିବା ନେଇ ଜନସାଧାରଣ ଦାବୀ କରୁଥିବା ବେଳେ ଆବଶ୍ୟକ ସ୍ଥାନରେ ନୂତନ ଡ୍ରେନ ନ କରି କେମିତି ରାସ୍ତା କାମ ହେଉଛି ବୋଲି ପ୍ରଶ୍ନ କରିଛନ୍ତି ଅଞ୍ଚଳ ବାସୀ। ଏ ନେଇ ମନ୍ଦିର କୁ ଦୈନିକ ଆସୁଥିବା ଶହ ଶହ ଭକ୍ତ ମହଲ ରେ ବ୍ୟାପକ ଅସନ୍ତୋଷ ଦେଖାଦେଇ ଥିବା ବେଳେ ପୌର ପ୍ରଶାସନକୁ ଦାୟୀ କରୁଛନ୍ତି ଜନସାଧାରଣ ତଥା ସ୍ଥାନୀୟ ଲୋକେ । ସେପଟେ ପୁରୁଣା ଘର ମାନଙ୍କୁ ପାଣି ପଶୁଥିବା ଓ ନିର୍ମାଣାଧୀନ ନୂତନ ରାସ୍ତାରେ ମଧ୍ୟ ପାଣି ଜମୁଥିବା ଏବଂ ରାସ୍ତା କାମ ଠିକ୍ ଭାବରେ ହେଉ ନ ଥିବା ଏବଂ ବାରମ୍ବାର ପୌର ପରିଷଦ ଯନ୍ତ୍ରୀ ଙ୍କୁ ଅଭିଯୋଗ କଲେ ମଧ୍ୟ କିଛି ସୁଫଳ ମିଳୁ ନ ଥିବା ନେଇ ଅଞ୍ଚଳ ର ବ୍ୟକ୍ତି ମାନେ ଲିଖିତ ଅଭିଯୋଗ ପୌର ଅଧିକାରୀ ଙ୍କ ପାଖରେ କରିଥିବା ସୂଚନା ଦେଇଛନ୍ତି । ଏ ନେଇ ତୁରନ୍ତ ପୌର ନିର୍ବାହୀ ଅଧିକାରୀ ଦୃଷ୍ଟି ଦେବାକୁ ଜନସାଧାରଣରେ ଦାବୀ ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026

You Might Also Like