-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||     

HOME   ଜିଲ୍ଲା

ସେମଲା କ୍ଲୋଷ୍ଟର ର ବିଭିନ୍ନ ବିଦ୍ୟାଳୟ ରେ ଶିକ୍ଷକ ଓ ଅଭିଵାବକ ବୈଠକରେ ସିଏରସିସିଙ୍କ ପରିଦର୍ଶନ

30-Jul-2025



(ମିହିର ଶଙ୍କର ପାତ୍ର,)
   ପାପଡ଼ା ହାଣ୍ଡି ବ୍ଳକ ଅନ୍ତର୍ଗତ ସେମଳା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବାବୁଲାଲ ସାଗର ଭଇରା ପୂଜାରୀଗୁଡ଼ା, ଡୁମୁରିପଦର ,ଏବଂ ସେମଳା  ବିଦ୍ୟାଳୟରେ ଯୋଗଦାନ କରି    ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକ ଉପସ୍ଥିତିରେ  ଶିକ୍ଷକ ଓ ଅଭିଭାବକଙ୍କ ଯୋଗଦାନ ରେ  ସି.ଆର.ସି.ସି .ବାବୁଲାଲ ସାଗର  ତରଫରୁ ପିତାମାତା ଓ ଶିକ୍ଷକ ସହ ବିଭିନ୍ନ ଏଜେଣ୍ଡା ଆଧାରରେ ସୂଚ଼ନା ଦେବା ସହ ଓ ଆଲୋଚନା କରିଥିଲେ । ଶିକ୍ଷକ ଏବଂ ଅଭିଭାବକ ସହ ଆଲୋଚନା ରେ ପିଲାଙ୍କ ପାଠପଢ଼ା ର ଅଗ୍ରଗତି ପାଇଁ ପିତାମାତାଙ୍କ ଗୁରୁତ୍ୱ ପୂର୍ଣ୍ଣ ଭୂମିକା ବାବଦରେ ଆଲୋଚ଼ନାକରିଥିଲେ ସି.ଆର.ସି.ସି .ତରଫରୁ ଅଭିଭାବକ ଓ ଶିକ୍ଷକ ବୈଠକରେ ଯୋଗଦାନ କରି ପ୍ରେରଣା ଦାୟକ ବାର୍ତ୍ତାକୁ  ଶିକ୍ଷକ, ବିଦ୍ୟାଳୟ ପରିଚାଳନା କମିଟି, ଅଭିଭାବକ ମହଲରେ ସନ୍ତୋଷ ବ୍ୟକ୍ତ କରି ଏଭଳି କର୍ମ ତତ୍ପରତା ମାଧ୍ୟମରେ କାର୍ଯ୍ୟକୁ ସଫଳତା ରୂପରେଖ ଦେବା ପ୍ରୟାସ କୁ ଜାରି ରଖିବା ପାଇଁ ପ୍ରଶଂସା ବ୍ୟକ୍ତ କରିଥିଲେ।ସମସ୍ତ କାର୍ଯ୍ୟକ୍ରମ ସରକାରୀ ଗାଇଡ଼ ଲାଇନ ଅନୁସାରେ ହୋଇ ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026

You Might Also Like