-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ରାଜ୍ୟ

ଶିଳ୍ପ ମନ୍ତ୍ରୀଙ୍କ ଜଗତପୁର ଓ ଚୌଦ୍ୱାର ଶିଳ୍ପାଞ୍ଚଳ ପରିଦର୍ଶନ: ଅଂଚଳର ବ୍ୟାପକ ଉନ୍ନତିକରଣ ଓ ନିଯୁକ୍ତି ସୁଯୋଗ ସୃଷ୍ଟି ଉପରେ ଗୁରୁତ୍ୱାରୋପ

30-Jul-2025



ଭୁବନେଶ୍ୱର(ପ୍ରେରଣା ଖବର): ଓଡିଶା ସରକାରଙ୍କ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଆଜି ଜଗତପୁର ଓ ଚୌଦ୍ୱାର ଶିଳ୍ପାଞ୍ଚଳ ପରିଦର୍ଶନରେ ଯାଇ  ବିଭିନ୍ନ ଶିଳ୍ପ ଅନୁଷ୍ଠାନ ଓ ଉଦ୍ୟୋଗ ଗୁଡିକୁ ବୁଲି ଦେଖିବା ସହ ସ୍ଥାନୀୟ ଅଂଚଳର ବ୍ୟାପକ ଉନ୍ନତିକରଣ ଓ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି । ମନ୍ତ୍ରୀ ଶ୍ରୀ ସ୍ୱାଇଁ ଇନ୍ଦ୍ରାଣୀ ପାଟଣାରେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ସହଯୋଗରେ ପରିଚାଳିତ କମନ ଫାସିଲିଟି ସେଣ୍ଟର ତାସହ ସୁଶାନ୍ତ ମିନେରାଲ, ଗ୍ଲେଜ ପ୍ଲାଷ୍ଟିକ, ସ୍ୱସ୍ତିକ ଇଣ୍ଡଷ୍ଟ୍ରିଜ, ହିନ୍ଦୁସ୍ତାନ ଟେକ୍ନୋଲୋଜି, ଓଡିଶା ପ୍ଲାଷ୍ଟଓ, ପ୍ରଗତି କ୍ଷୀର, ପଶୁପତି ଆଗରୋଭେଟ ଭଳି ରାଜ୍ୟର ଅଗ୍ରଣୀ ଉଦ୍ୟୋଗ ଗୁଡିକୁ ବୁଲି ଦେଖିବା ସହ ସେମାନଙ୍କର ଉନ୍ନତିକରଣ ଓ ଆବଶ୍ୟକୀୟ ସରକାରୀ  ସହଯୋଗ ସମ୍ପର୍କରେ ଆଲୋଚନା କରିଛନ୍ତି । ଏହାସହିତ ୱେଲସ୍ପୁନ ଲିମିଟେଡ଼ର ପ୍ରସ୍ତାବିତ ହସ୍ତତନ୍ତ ପ୍ରକଳ୍ପ ଏବଂ ଲଜିସ୍ଟିକ ପାର୍କ ବୁଲି ଦେଖିଥିଲେ  । 

ପରିଦର୍ଶନ ପରେ ମନ୍ତ୍ରୀ ଶ୍ରୀ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମୀକ୍ଷା ବୈଠକରେ ସ୍ଥାନୀୟ ସମସ୍ୟା, ଜମି ଆବଣ୍ଟନ ଓ ଜମିର ସମୁଚିତ ବ୍ୟବହାର ସମ୍ପର୍କରେ ଅବଗତ ହେବା ସହିତ ଆନ୍ତରିକତା ସହିତ ଉଦ୍ୟୋମିତା କରୁଥିବା ଅନୁଷ୍ଠାନ ଗୁଡିକୁ ରାଜ୍ୟ ସରକାର ସବୁମତେ ସାହାଯ୍ୟ କରିବାପାଇଁ ପ୍ରତିଶୃତିବଦ୍ଧ । ଓଡ଼ିଶାରେ ଯେତେ ଅଧିକ ଉଦ୍ୟୋଗ ସ୍ଥାପନ ହେବ ସେତେ ଅଧିକ ଯୁବକ ଯୁବତୀ ଆମର ନିଯୁକ୍ତି ପାଇବେ ବୋଲି ସେ ପ୍ରକାଶ କରିଛନ୍ତି ।   

ଓଡିଶା ଶିଳ୍ପ ଅନୁଷ୍ଠାନର କର୍ମକର୍ତ୍ତାମାନେ ଏହି ଗସ୍ତ ସମୟରେ ମନ୍ତ୍ରୀଙ୍କୁ ସାକ୍ଷାତ କରି ଜଗତପୁର ଓ ଚୌଦ୍ୱାର ଶିଳ୍ପାଞ୍ଚଳର ଦୈନନ୍ଦିନ ସମସ୍ୟା, ଉନ୍ନତିକରଣ, କଠିନ ଓ ତରଳ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ଦାବିପତ୍ର ପ୍ରଦାନ କରିଥିଲେ । ସେ ସମ୍ପର୍କରେ ସରକାର ସଚେତନ ଅଛନ୍ତି ଆଗାମୀଦିନରେ ସରକାରଙ୍କ କାର୍ଯ୍ୟାନ୍ୱୟନର ସୁଫଳ ଆପଣମାନେ ପାଇବେ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି । 
 ଏହି ଗସ୍ତ ସମୟରେ ଇଡ଼କୋ ମୁଖ୍ୟ ପରିଚାଳକ ଶ୍ରୀ ପ୍ରଶାନ୍ତ କୁମାର ରେଡ୍ଡୀ, ସିଜିଏମ ଶ୍ରୀ ସୁବାଷ ଚନ୍ଦ୍ର ନାଥଶର୍ମା, ସିଜିଏମ ଶ୍ରୀ ଅରବିନ୍ଦ ତ୍ରିପାଠୀ, ଜମି ଅଧିକାରୀ ଶ୍ରୀମତୀ ଅରୁନ୍ଧତୀ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like