-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ରାଜ୍ୟ

ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ

30-Jul-2025



ଭୁବନେଶ୍ୱର(ପ୍ରେରଣା ଖବର): ଆଜି ସ୍ଥାନୀୟ କୃଷିଭବନ  ଅଡିଟୋରିଅମଠାରେ ମାନ୍ୟବର ମତ୍ସ୍ୟ ଓ ପ୍ରାଣୀସମ୍ପଦ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ଗୋକୁଳନନ୍ଦ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ମତ୍ସ୍ୟ ଅଧିକାରୀମାନଙ୍କର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ସମୀକ୍ଷା ବୈଠକରେ ୩୦ ଗୋଟି ଜିଲ୍ଲାର ଜିଲ୍ଲା ମତ୍ସ୍ୟ ଅଧିକାରୀ ଯୋଗ ଦେଇଥିଲେ । ଏଥିରେ ମାନ୍ୟବର ମନ୍ତ୍ରୀ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ପ୍ରମୁଖ ଯୋଜନା ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା (MMKY)  ଏବଂ ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା (PMMSY) ଅଧୀନରେ କାର୍ଯ୍ୟକ୍ଷମ ସମସ୍ତ ଯୋଜନାର ଅଗ୍ରଗତି ଉପରେ ସମୀକ୍ଷା କରିଥିଲେ । ୨୦୨୫-୨୬ ଆର୍ଥିକ ବର୍ଷରେ ହିତାଧିକାରୀଙ୍କଠାରୁ ଦରଖାସ୍ତ ଗ୍ରହଣ କରି ତୁରନ୍ତ କାର୍ଯ୍ୟାଦେଶ (Go-Ahead) ପ୍ରଦାନ କରିବାକୁ ମାନ୍ୟବର ମନ୍ତ୍ରୀ ଜିଲ୍ଲା ମତ୍ସ୍ୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ କିସାନ କ୍ରେଡିଟ୍ କାର୍ଡ (KCC), ଭିତ୍ତିଭୂମି ବିକାଶ , ମାଛ ଚାଷୀଙ୍କ ପ୍ରଶିକ୍ଷଣ ଓ ଦକ୍ଷତା ବୃଦ୍ଧି ଉପରେ ସବିଶେଷ ସମୀକ୍ଷା କରିଥିଲେ । 

ରାଜ୍ୟରେ ଉନ୍ନତ ମାନର ଗୁଣାତ୍ମକ ଯାଆଁଳ ଉତ୍ପାଦନ ଓ ସଠିକ ସମୟରେ ମାଛ ଚାଷୀଙ୍କ ନିକଟରେ ଏହାର ଉପଲବ୍ଧତା ଉପରେ ମାନ୍ୟବର ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ଜଳକୃଷି ବୀମା ନିମନ୍ତେ ଜାତୀୟ ମତ୍ସ୍ୟ ଡିଜିଟାଲ ପ୍ଲାଟଫର୍ମ (NFDP) ରେ ରେଜିଷ୍ଟ୍ରେସନ ଉପରେ ପ୍ରାଧାନ୍ୟ ଦେବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଥିଲା । ସରକାରୀ ମାଛ ଯାଆଁଳ ଉତ୍ପାଦନ କେନ୍ଦ୍ର ଗୁଡିକର ଭିତ୍ତିଭୂମି ବିକାଶ ଉପରେ ଧ୍ୟାନ ଦେବା ନିମନ୍ତେ ଅଗ୍ରାଧିକାର ଦିଆଯାଇଥିଲା । 
KCC ମାଧ୍ୟମରେ ମାଛ ଚାଷୀଙ୍କୁ ଋଣ ପ୍ରଦାନ ନିମନ୍ତେ ସମସ୍ତ ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କୁ ଦରଖାସ୍ତ ସଂଗ୍ରହ କରି ବ୍ୟାଙ୍କ କୁ ପଠାଇବାକୁ ନିର୍ଦ୍ଦେଶ  ଦିଆଯାଇଥିଲା।

ଏହି ବୈଠକରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ , ମତ୍ସ୍ୟ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ମହମ୍ମଦ ସାଦିକ୍ ଆଲାମ୍, ଆପିକଲର ପରିଚାଳନା ନିର୍ଦ୍ଦେଶକ ଶୁଭ୍ରାଂଶୁ ମିଶ୍ର, ଓ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like