-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଜନତା ହାଇସ୍କୁଲରେ ଅର୍ନ୍ତଜାତୀୟ ବ୍ୟାଘ୍ର ଦିବସ ପାଳିତ

30-Jul-2025



ଅମ୍ବାଭୋନା(ପ୍ରେରଣା ଖବର): ପ୍ରାକୃତିକ ସନ୍ତୁଳନ ବଜାୟ ରଖିବାରେ ବାଘ ମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।ତେଣୁ ବାଲ୍ୟାବସ୍ଥାରୁ ବ୍ୟାଘ୍ର ସଂରକ୍ଷଣ ପ୍ରତି ଶିକ୍ଷାର୍ଥୀମାନଙ୍କ ମନରେ ସଚେତନତାର ଭାବ ଜାଗ୍ରତ କରିବା ଆଭିମୁଖ୍ୟ ନେଇ ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜନତା ସରକାରୀ ହାଇସ୍କୁଲ ଭୁକ୍ତାରେ ଅର୍ନ୍ତଜାତୀୟ ବ୍ୟାଘ୍ର ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଦୁର୍ଗା ପ୍ରସାଦ ନାୟକଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବ୍ୟାଘ୍ର ସଂରକ୍ଷଣର ଆବଶ୍ୟକତା ସଂମ୍ପର୍କରେ ଆଲୋଚନା କରାଯାଇଥିଲା।ଇକୋ କ୍ଳବ୍ ମାଷ୍ଟର ଟ୍ରେନର ସଞ୍ଜୟ ଖମାରୀ ପ୍ରାକୃତିକ ଭାରସାମ୍ୟ ରକ୍ଷା କରିବାରେ ବାଘମାନଙ୍କ ଭୂମିକା ବିଷୟରେ ଆଲୋକପାତ କରିଥିଲେ।ଦୃଶ୍ୟଶ୍ରାବ୍ୟ ମାଧ୍ୟମରେ ବ୍ୟାଘ୍ରମାନଙ୍କର ଜୀବନଶୈଳୀ ଉପରେ ଆଧାରିତ ଛାୟାଚିତ୍ର ପ୍ରଦର୍ଶନ କରାଯାଇଥିଲା।କାର୍ଯ୍ୟକ୍ରମ ପରିଚାଳନାରେ ଶିକ୍ଷକ ଶ୍ରୀପତି ସାହୁ, ତେଜରାମ ସା,ଅମୂଲ୍ୟ ଭୋଇ, ବୋଧରାମ ବିଶ୍ବାଳ, ଆଶୁତୋଷ ଭୋଇ,ସୁବାସ ଚନ୍ଦ୍ର ଖମାରୀ,ପ୍ରଶାନ୍ତ ମହାପାତ୍ର, ଅଙ୍କିତ ମହନ୍ତ,ଶିକ୍ଷୟିତ୍ରୀ ଅନୀତା ପଧାନଙ୍କ ସମେତ ବୀର ସୁରେନ୍ଦ୍ର ସାଏ ଇକୋ କ୍ଳବ୍ ଓ ୟୁଥ୍ ଆଣ୍ଡ ଇକୋ କ୍ଳବର ସମସ୍ତ ସଦସ୍ୟ  ସକ୍ରିୟ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like