-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଖେଳ

ବଲାଙ୍ଗିର ଜିଲ୍ଲାସ୍ତରୀୟ ସର୍ବ ପ୍ରଥମ ଚେସ୍ ଚାମ୍ପିଆନସିପ୍ ଉଦ୍‌ଯାପିତ

25-Jan-2021



ବଲାଙ୍ଗିର, (ସନ୍ତୋଷ କୁମାର ଠାକୁର)- ଜିଲ୍ଲା ଚେସ୍ ଏସୋସିଏସନ ଆନୂକୁଲ୍ୟରେ ସ୍ଥାନୀୟ ଗାନ୍ଧିଷ୍ଟାଡିୟମ ଠାରେ ଗତ ୨୩ ତାରିଖରେ ଉଦ୍‌ଘାଟିତ ହୋଇଥିବା ଜିଲ୍ଲା ସ୍ତରୀୟ ସର୍ବ ପ୍ରଥମ ଚେସ୍ ଚାମ୍ପିଆନସିପ୍ ତା ୨୪.୦୧.୨୦୨୧ ରାତ୍ର ୯ ଘଣ୍ଟାରେ ଉଦ୍‌ଯାପିତ ହୋଇଯାଇଛି । ଚେସ୍ ଏସୋସିଏସନ ସମ୍ପାଦକ ପ୍ରିୟବ୍ରତ ପଣ୍ଡାଙ୍କର ଉଦ୍ୟମରେ ଓ ସଭାପତି ଶୁକଦେବ ଗୁରୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏ ଚାମ୍ପିଆନସିପ୍‌ର ଉଦ୍‌ଘାଟନି ସମାରୋହରେ ଜିଲ୍ଲା କ୍ରିଡାଧିକାରୀ ରାଜେନ୍ଦ୍ର ପ୍ରସାଦ ବଢ଼ାଇ ମୁଖ୍ୟ ଅତିଥିଭାବେ ଯୋଗଦେଇଥିବାବେଳେ ଜିଲ୍ଲା କ୍ରୀଡାସଂସଦର ବଲାଙ୍ଗିରର ଯୁଗ୍ମ ସମ୍ପାଦକ ପଦ୍ମଚରଣ ଆଚାର୍ଯ୍ୟ, ରାଜେନ୍ଦ୍ର ୟୁନିଭରସିଟି ସ୍ପୋଟ୍ସ କାଉନ୍‌ସିଲର ସମ୍ପାଦକ ଆର୍‌କେ ସିଂ, ଆନ୍ତର୍ଜାତୀୟ ଆରର୍ବିଟର ଭବେଷ ମହାନ୍ତି, ବରିଷ୍ଠ କ୍ରୀଡାସଂଗଠକ ଶଶିଶେଖର ପଣ୍ଡା ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇ ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଥିଲେ । ଉଦ୍‌ଯାପନୀ ସମାରୋହରେ ଓଡିଶା ଚେସ୍ ଏସୋସିଏସନ୍‌ର ସମ୍ପାଦକ ଦେବବ୍ରତ ଭଟ୍ଟ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଜିଲ୍ଲା କ୍ରିଡାସଂସଦ ବଲାଙ୍ଗିରର ସାଧାରଣ ସମ୍ପାଦକ ହରିନାରାୟଣ ପୁଜାରୀ ସମ୍ମାନିତ ଅତିଥି ରୂପେ ଯୋଗଦେଇ ଆଗାମୀ ବର୍ଷ ଅତି ଉଚ୍ଚ ମାନର ରାଜ୍ୟ ସ୍ତରୀୟ ଚେସ୍ ପ୍ରତିଯୋଗୀତା ଆୟୋଜନ କରିବା ପାଇଁ ସମୁଚିତ ପ୍ରଦକ୍ଷେପ ନିଆଯିବ ବୋଳି ପ୍ରକାଶ କରିଥିଲେ । ଅନ୍ୟତମ ସମ୍ମାନିତ ଅତିଥିଭାବେ ବିଧୁ ଭୁଷଣ ମିଶ୍ର, ଭବେଶ ମହାନ୍ତି ପ୍ରମୁଖ ଯୋଗଦାନ କରିଥିଲେ । ଏହି ପ୍ରତିଯୋଗୀତାରେ ଆନ୍ତ ଜାତିୟ ମାନ୍ୟତା ପ୍ରାପ୍ତ ୧୨ ଜଣ ଖେଳାଳୀଙ୍କୁ ମିଶାଇ ମୋଟ ୫୦ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ । ଜୁନିୟର, ସବ୍ ଜୁନିୟର ବିଭାଗରେ ବସୁନ୍ଧରା ପଣ୍ଡା, ପ୍ରିତି ପର୍ଣ୍ଣା ସାହୁ, ସ୍ୱୟମ ରଥ, ଶୋଭିନ ରଥ, ସୁରିତ ରଥ, ଅଧ୍ୟୟନ ଡାକୁଆ, ଅବସତ ଭରଦ୍ୱାଜ, ପୋନିସ ସାହୁ, ପ୍ରଥମ ମିତ୍ତଲ, ସ୍ୱସ୍ତିକା ନାଏକ, ସୋହନ ମହାପାତ୍ର ଏବଂ ମୁଖ୍ୟ ବିଭାଗରେ ବିରଞ୍ଚି ସାହୁ, ମଧୁ ସାହୁ, କାର୍ତ୍ତିକ ଦଣ୍ଡସେନା, ପ୍ରିୟବ୍ରତ ପଣ୍ଡା, ଦେବେନ୍ଦ୍ରେ ଯୋଷୀ, ଅଜୟ ଦର୍ଜି, ସୁକଦେବ ଗୁରୁ, ଗୋବିନ୍ଦ ସାହୁ, ସୁଶିଳ ତ୍ରିପାଠୀ, ଶ୍ରେୟସ ପାଣିଗ୍ରାହୀ, ଖିରୋଦ ଦଲାଇ, କରୁଣାକର ପାତ୍ର ପ୍ରମୁଖ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ ହୋଇଥିଲେ । ଏଥିରେ ଅଭିଭାବକ, ଅଭିଭାଭିକା ତଥା ଚେସ୍ ପ୍ରେମୀମାନେ ଉପସ୍ଥିତ ଥିଲେ । ସେମ୍‌ବୋର୍ଡ ସ୍କୁଲର ପ୍ରଯୋଜନାରେ ଏବଂ ଅରୁଣ କୁମାର ସାହୁଙ୍କ ପ୍ରେରଣାରେ ଅନୁଷ୍ଠିତ ସମାରୋହ ଶେଷରେ ସହସମ୍ପାଦକ ସରୋଜ କାନ୍ତ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like