-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଚାଷୀ ପଞ୍ଜିକରଣ ର ସରଳୀକରଣ କରିବା ସହିତ ଚଳିତ 2025 ବର୍ଷ ଖରିଫ ଧାନ ବିକ୍ରି ପାଇଁ ମୁଖ୍ୟ ମନ୍ତ୍ରୀ ଙ୍କୁ ବି ଡି ଓ ଙ୍କ ମାଧ୍ୟମ ରେ ଦାବିପତ୍ର ପ୍ରଦାନ

31-Jul-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ର ଶତାଧିକ ଚାଷୀ ନିଜ ନାମରେ ଥିବା ଚାଷ ଜମି ଗୁଡିକ ରେ ଚାଷ କରିଛନ୍ତି ଓ ଉତ୍ପାଦିତ ଧାନ ମଣ୍ଡି ରେ ବିକ୍ରି କରୁଛନ୍ତି l ଚଳିତ ବର୍ଷ  ସରକାରଙ୍କ ନୂତନ ନିୟମ ଅନୁଯାୟୀ ଯେଉଁ ଚାଷୀ ପଞ୍ଜିକରଣ ନିୟମ ଆଣିଛନ୍ତି ସେ ଉପରେ ଚାଷୀମାନେ ଆଦୋନ୍ତୋଶ ପ୍ରକାଶ କରିଛନ୍ତି l ନିଜ ନାମରେ ପଟ୍ଟା ଅଥବା ରେକର୍ଡ ତହସିଲ ରେ ନ ଥିଲେ ସେମାନେ କୃଷକ ପଞ୍ଜିକରଣ ହେବ ନାହିଁ ବୋଲି ବିଭାଗୀୟ ଅଧିକାରୀ ପ୍ରକାଶ କରିଛନ୍ତି l ଉକ୍ତ ଧାନ ବିକ୍ରି ପାଇଁ ରାଜସ୍ବ ବିଭାଗ ରୁ ଲେଖା ଆଣିବାକୁ ପ୍ରକାଶ କରୁଛନ୍ତି ।ଏହି ବିଷୟରେ ରାଜସ୍ବ ଅଧିକାରୀ ଙ୍କ ଠାରେ କହିଲେ ଆମ ପାଖକୁ କୌଣସି ଚିଠି କିମ୍ବା ମେସେଜ ଆସି ନାହିଁ ବୋଲି କହୁଛନ୍ତି ଓ ଫେରାଇ ଦେଉ ଥିବା ଚାଷୀ ଅଭିଯୋଗ କହିଛନ୍ତି l ଏହି କାରଣରୁ ପଞ୍ଜୀ କରଣ ରେ ବହୁତ୍ ଅସୁବିଧାର ସମ୍ମୁଖିନ ହେଉଛନ୍ତି ଚାଷୀ l ଏହି ସମୟରେ ମୃତ ବ୍ୟକ୍ତି ନାମରେ  ତାଙ୍କ ଉତ୍ତରାଧିକାରୀ ନାମ ମାଲିକାନା ପରିବର୍ତ୍ତନ ହେବାକୁ ଥିବା ସ୍ଥଳେ କମ୍ ସମୟ ଭିତରେ ସମ୍ଭବ ନୁହେଁ ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି।ଏହା ବାଦ ଭାଗ ଚାଷୀମାନେ କିଭଳି ଭାବରେ କୃଷକ ପଞ୍ଜିକରଣ କରାଇବେ ଓ ଧାନ ବିକ୍ରି କରିବେ ତାହା ଏବେ ପ୍ରଶ୍ନ ବାଚି ସୃଷ୍ଟି ହୋଇଛି।ତେଣୁ କୃଷକ ପଞ୍ଜିକରଣ ଓ ଉତ୍ପାଦିତ ହେବାକୁ ଥିବା ଧାନ ବିକ୍ରି ବ୍ୟବସ୍ଥା ସରଲି କରଣ କରାଯାଇ ଚାଷୀ ଯେ ଭଳି ସୁବିଧା ରେ ଧାନ ପୂର୍ବ ଭଳି ବିକ୍ରି କରି ପାରିବ ତାର ବିଧି ବ୍ୟବସ୍ଥା ପାଇ ଚାଷୀ ଙ୍କ ତରଫରୁ ବଲାଙ୍ଗୀର ଓ ସୋନ ପୁର କୃଷକ ମଞ୍ଚ ର ଆବାହକ ଆକାଶ ମିଶ୍ର ସମେତ ପେମାନନ୍ଦ ମିଶ୍ର , ଗଣ୍ଡ।ର।ମ୍ ଭୋଇ , ଧନଞ୍ଜୟ ମିଶ୍ର , ନରେଶ ସାହୁ , ଧିରେନ୍ ପଟେଲ, ଆନନ୍ଦ ଧନ, ସୁନିଲ ପଟେଲ , ସୁଦାମ ପଟେଲ, ଭିକ ପାତ୍ର ସମେତ ଶତାଧିକ ଚାଷୀ ବିଡ଼ିଓ କୁଲଦୀପ ମହାନ୍ତି ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଙ୍କୁ ଦାବି ପତ୍ର ପ୍ରଦାନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like