-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଆଦର୍ଶ ଶିକ୍ଷକ ବିପିନ ବିହାରୀ ନାୟକ ଙ୍କ ଉଦ୍ଦେଶ୍ୟରେ ସ୍ମୃତି ସଭା ଅନୁଷ୍ଠିତ

31-Jul-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜ଼ିଲ୍ଲା  ସୋନପୁର ବ୍ଲକ  ଖମ୍ବେଶ୍ବରୀପାଲି ଗ୍ରାମ ର ସାମନ୍ତରାୟ କଲ୍ୟାଣମଣ୍ଡ ଠାରେ  ଆଦର୍ଶ ଶିକ୍ଷକ ସ୍ବର୍ଗତ ବିପିନ ବିହାରୀ ନାୟକ ଙ୍କ ଦ୍ୱାଦଶାହ କାର୍ଯ୍ଯ ରେ ଏକ ସ୍ମୃତି ସଭା ଅନୁଷ୍ଠିତ ହୋଇଥିଲା l ସ୍ୱାଧୀନତା ସଂଗ୍ରାମୀ ସ୍ବର୍ଗତ ଈଶ୍ୱରଚନ୍ଦ୍ର ପାଣିଗ୍ରାହୀ  ଙ୍କ ସ୍ମୃତି କମିଟି ର  ଜଣେ ସକ୍ରିୟ ସଦସ୍ୟ ଓ ସଭାପତି ଦାୟିତ୍ୱ ସୁଚାରୁରୂପେ ତୁଲାଇ ଥିଲେ ସ୍ବର୍ଗତ ବିପିନ ବାବୁ l.ତେଣୁ ସ୍ମୁତି ସମିତି ତରଫରୁ ସମ୍ପାଦକ  ବିରଞ୍ଚି ନାରାୟଣ ସାହୁ ଙ୍କ ସମେତ ଅନ୍ୟ କାର୍ଯ୍ୟକର୍ତା ପ୍ରଦୀପ ପ୍ରଜ୍ବଳନ କରି  ସ୍ୱର୍ଗତ ନାୟକ ଙ୍କ ଫଟୋ ଚିତ୍ର ରେ ପୁଷ୍ପ ମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l କବି ଓ ସାହିତ୍ୟକ ସିଦ୍ଧେଶ୍ବର ପାଣିଗ୍ରାହୀ ଙ୍କ ସଂଯୋଜନା ରେ ଅନୁଷ୍ଠିତ ସୃତି ସଭା ରେ ଉପସ୍ଥିତ ଏ ଅଞ୍ଚଳ ର ବହୁ ବୁଦ୍ଧିଜୀବୀ ଗଣ ମାଧ୍ୟମ ସ୍ବର୍ଗତ ନାୟକ ଙ୍କ ସମାଜ ପ୍ରତି ଥିବା ଉତ୍ସର୍ଗୀକୃତ ସେବା ଓ ଭୂମିକା ଉପରେ ଆଲୋକପାତ କରିଥିଲେ l ଶ୍ରୀ ଆଜାଦ  ହିନ୍ଦ ପାଣିଗ୍ରାହୀ ଅବସର ପ୍ରାପ୍ତ ପ୍ରଶାସନିକ ଅଧିକାରୀ ଭୁବନେଶ୍ୱର, ଶ୍ରୀମତୀ ବିଜୟ ଲଷ୍ମୀ ଆଚାର୍ଯ୍ୟ ଅବସର ପ୍ରାପ୍ତ ଏସ.ପି କଟକ, ପୁରନ୍ଦର ମେହେର ପୂର୍ବତନ ସରପଞ୍ଚ,ଅବସର ପ୍ରାପ୍ତ ଶିକ୍ଷକ ସର୍ବଶ୍ରୀ ଛତିଆ ମିଶ୍ର,ଭଗବାନ ଦାସ, ବାମଦେବ ମିଶ୍ର, କୋଶଳେଶ୍ୱର ହାଇସ୍କୁଲ ର ପ୍ରଧାନ ଶିକ୍ଷକ ବାବୁଲାଲ ସାହୁ, ଅନ୍ୟ ମାନଙ୍କ ମଧ୍ୟରେ ହୃଷିକେଶ ଛୁରିଆ,ନାରାୟଣ ମେହେର ଯୋଗ ଦେଇ ଶ୍ରୀ ନାୟକ ଙ୍କ ସ୍ମୃତି ଚାରଣ  କରିଥିଲେ l ବିଶିଷ୍ଟ କଳାକାର କରମଚାନ୍ଦ ମହାନ୍ତି  ଭକ୍ତି ସଙ୍ଗୀତ ପରିବେଷଣ  କରିଥିଲେ l କବି ସ୍ଵପ୍ନେଶ୍ଵର ମିଶ୍ର ନିଜସ୍ୱ କୋଶଲି କବିତା ଓ କବି ବନବାସ ମେହେର   ଏକ ପାଠ କରିଥିଲେ l ଶେଷରେ  ତାଙ୍କ ସୁପୁତ୍ର ତଥା  ଶିକ୍ଷକ ପ୍ରତାପ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like