-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

୩୫ କିଲୋ ଅନ୍ତଦେୟ ଚାଉଳ ରୁ ବଞ୍ଚିତ ଅନାଥ ଝିଅ

31-Jul-2025



ଟିକାବାଲି (ରମେଶ ପଣ୍ଡା):  କନ୍ଧମାଳ ଜିଲ୍ଲା ଚକାପାଦ ବ୍ଳକ କୁସୁମେଣ୍ଡି ପଞ୍ଚାୟତ ପଣସ ପଦର ଗ୍ରାମ ର ବୁନ୍ଦୁରି ନାୟକ ୩୫ କିଲୋ ଅନ୍ତଦେୟ ଚାଉଳ ପାଉଥିଲେ ବୁନ୍ଦୁରି ନାୟକ ପାଞ୍ଚ ବର୍ଷ ହେଲା ମୃତ୍ୟୁ ବରଣ ହେଇ ଯାଇଥିଲା ଫଳରେ ବୁନ୍ଦୁରି ନାୟକ ଙ୍କ ଝିଅ ମାନେ ଦୁଇଟି ପାଉଥିଲେ ତାଙ୍କର ଝିଅ ମାନେ ସରମିତା ନାୟକ, ସସ୍ମୀତା ନାୟକ ଚାଉଳ ପାଉଥିଲେ କିନ୍ତୁ ସେମାନେ ବାହାର ରାଜ୍ୟକୁ ଦେଢ଼ ବର୍ଷରୁ ଉର୍ଦ୍ଧ୍ବ ହେବ ଦାଦନ ଶ୍ରମିକ ଭାବେ ଖଟିବା ପାଇଁ ଯାଇଥିଲେ କିନ୍ତୁ ମଝି ମଝିରେ ମାସକୁ ଦୁଇ ମାସ କୁ ଆସି ରେସନ କାର୍ଡ ଚାଉଳ ଉଠାଉ ନେଉ ଥିଲେ କିନ୍ତୁ ଏବେ ବର୍ତମାନ ଆଠ  ମାସ ରୁ ଉର୍ଦ୍ଧ ଚାଉଳ ପାଉନାହିଁ ବୋଲି ଦର୍ଶାଇ ଥିଲେ କିନ୍ତୁ ରେସନ କାର୍ଡ ଧରି ପଞ୍ଚାୟତ ଚାଉଳ ପାଇଁ ଯିବା ଫଳରେ ଯୋଗାଣ ସହାୟତା ଚାଉଳ ନ ଦେବା ସର୍ତ୍ତ ସରମିତା ନାୟକ ପଞ୍ଚାୟତରୁ ନିରାଶ ଘରକୁ ଫେରିଯାଇଥିଲେ ହେଲେ ତାଙ୍କରି ଚାଉଳ କିଏ ଖାଇଲେ ଭୁତ ଖାଇଲା ନା ପ୍ରେତ ଖାଇଲା କିନ୍ତୁ ଏହାର ସତ୍ୟତା ଭାବରେ ସର୍ଭେ କରାଯାଉ ପ୍ରକୃତ ରେ ସତ୍ୟତା ବାହାର ଆସିବା ଦରକାର ବୋଲି ସମସ୍ତ ଅଞ୍ଚଳବାସୀ ଜାଣିବା ଦରକାର ବୋଲି ସରମିତା ନାୟକ କହିଥିବା ଶୁଣିବାକୁ ମିଲିଛି ଏହାର ତଦନ୍ତ ବିଭାଗିୟ ସରକାରୀ ଅଧିକାରୀ ପ୍ରକୃତ ରେ ତଦନ୍ତ କଲେ କେତେ ବେଳେ ଏହି ଦୁଇ ଝିଅ ମାନଙ୍କୁ ଚାଉଳ ମିଳିପାରିବ ତାହା ସମୟ ହିଁ କଥା କହିବ


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like