-+91-9937148622 |

prerana_bgr@rediffmail.com |

  Saturday 7th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||     

HOME   ଜିଲ୍ଲା

ସୁସ୍ଥ ପଞ୍ଚାୟତ ଗଠନ ଲକ୍ଷ୍ୟ ସମ୍ବଲପୁରରେ ଅପପୃଷ୍ଟି ମୁକ୍ତ ପଞ୍ଚାୟତ ପାଇଁ ପ୍ରଶିକ୍ଷଣ ଶିବିର

31-Jul-2025



 

ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ ):ବୁଧବାର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ପରିଷଦ, ସମ୍ବଲପୁରର ମିଳିତ ସହଯୋଗ ରେ “ଆନିମିଆ ମୁକ୍ତ ଗ୍ରାମପଞ୍ଚାୟତ – ” ର ଦ୍ଵିତୀୟ ଦିନରେ ଅପପୃଷ୍ଟି ମୁକ୍ତ ପଞ୍ଚାୟତ ଗଠନ ପାଇଁ ସ୍ଥାନୀୟ ଜିଲ୍ଲା ପ୍ରଶିକ୍ଷଣ ଓ ସମ୍ପଦ କେନ୍ଦ୍ର ଠାରେ ଆୟୋଜିତ ହୋଇଯାଇଛି। ଏହି  କାର୍ଯ୍ୟକ୍ରମ ରେ ଇଆରପିଗଣେଶ ରାମ ପଣ୍ଡା, କେତକୀ ବେହେରା, ସୁଜାତା ପଣ୍ଡା ଓ ଜିଲ୍ଲା ତାଲିମଦାତା (ଡ଼ିଏଲଟି) ଡ. ରାଜାରାମ ଷଡ଼ଙ୍ଗୀ ଓ ଡା. ବିଶ୍ୱଜିତ ପଣ୍ଡା ତାଲିମ ପ୍ରଦାନ କରିଥିଲେ ।

ଦ୍ଵିତୀୟ ଦିନରେ ଗଣେଶରାମ ପଣ୍ଡାଙ୍କ  ସ୍ୱସ୍ଥ ଗ୍ରାମପଞ୍ଚାୟତ ପାଇଁ ଆନିମିଆ ବିଷୟରେ-ଆନିମିଆ କ’ଣ, ତାହାର ସାଧାରଣ ଲକ୍ଷଣ, କାରଣ ଓ ପୌଷ୍ଟିକଆହାର ସହିତ ଆନିମିଆ କାରଣ ନିରାକରଣ ବିଷୟରେ ସମସ୍ତଙ୍କୁ ଅବଗତ କରାଇଥିଲେ।ଏହାପରେ  ଡ. ବିଶ୍ଵଜିତ୍ ପଣ୍ଡା ଙ୍କ ଦ୍ୱାରା ଆନିମିଆ ପ୍ରତିରୋଧ ପାଇଁ ସରକାରୀ ପ୍ରୟାସ ଅମ୍ଲାନ, ସିକେଲ୍ ସେଲ୍ ଆନିମିଆ, ପିମ ପୋଷଣ,ଏଫଏନଏଚଡବ୍ଲୁ, ଏମଏସପିୱାଇ ସାଗ,ଅଦ୍ଵିକା ପରି ବିଭିନ୍ନ ସରକାରୀ ଯୋଜନା ବିଷୟରେ ଉପସ୍ଥାପନ କରିଥିଲେ। କେତକୀ ବେହେରା ସୁସ୍ଥ ଓ ସ୍ୱସ୍ଥ ଗ୍ରାମପଞ୍ଚାୟତର ସୂଚକ, ପଞ୍ଚାୟତ ସ୍ତରୀୟ ସ୍ଥାୟୀ କମିଟିର ଭୂମିକା, ଟିବି ମୁକ୍ତ ପଞ୍ଚାୟତ, ଅନିମିଆ/ଫେଲେରିଆ ମୁକ୍ତ ପଞ୍ଚାୟତ ଗଠନ ବିଷୟରେ ଓ ସୁଜାତା ପଣ୍ଡା ପିଆରଆଇ ସଦସ୍ୟମାନଙ୍କ ଭୂମିକା,  ପ୍ଲାଟଫର୍ମ ସହିତ ସମ୍ପର୍କ, ପୌଷ୍ଟିକ ବିଭିନ୍ନତା, ସପ୍ଲାଇ ଚେନ୍ ସୁଦୃଢୀକରଣ ଓ ନିରୀକ୍ଷଣ ମେକାନିଜମ୍ ବିଷୟରେ ପ୍ରଶିକ୍ଷଣ ଦେଇଥିଲେ।ସେହିପରି ଜିଲ୍ଲା ତାଲିମଦାତା ଡ. ରାଜାରାମ ଷଡ଼ଙ୍ଗୀ ପୋଷଣର ମୌଳିକତା ବିଷୟରେ ତାଲିମ ପ୍ରଦାନ କରି ଜିଲ୍ଳାର ସବୁ ପଞ୍ଚାୟତରେ ସମ୍ମନ୍ୱୟ ଓ ସହାଭାଗିତାରେ କିପରି ଏକ ସୁସ୍ଥ ପଞ୍ଚାୟତ ଗଠନ ହୋଇ ପାରିବ ସେହି ସମ୍ପର୍କରେ ବିସ୍ତୃତ ଭାବରେ ବୁଝାଇ ତାଲିମ ପ୍ରଦାନ କରିଥିଲେ।ଶେଷରେ ଡ଼ିପିଆରସି ର ପ୍ରାଧ୍ୟାପକ ଙ୍କ ଦ୍ଵାରା ପ୍ରଶିକ୍ଷଣ ପରବର୍ତ୍ତୀ ପରୀକ୍ଷା, ଅଂଶଗ୍ରାହୀମାନଙ୍କର ପ୍ରତିକ୍ରିୟା ସଂଗ୍ରହ ଓ ଟିଏମପି ରେ ପ୍ରମାଣପତ୍ର ସୃଷ୍ଟିକରଣ ପରିଚାଳନା କରିଥିଲେ। ୨ ଦିନ ଧରି ହୋଇଥିବା ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ଡିଆରଡିଏ ତାଲିମ ସଂଯୋଜିକା ପ୍ରିୟମ୍ବଦା ଗୁରୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହା ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                           07-Nov-2026
  ଜିଲ୍ଲା  
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   07-Nov-2026
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   06-Nov-2026
  ଜିଲ୍ଲା  
ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   06-Nov-2026
  ଜିଲ୍ଲା  
ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   06-Nov-2026
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026

You Might Also Like