-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     (25-Apr-2026)       ||      ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   (25-Apr-2026)       ||      ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   (25-Apr-2026)       ||      ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   (25-Apr-2026)       ||      ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   (25-Apr-2026)       ||      ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||     

HOME   ରାଜ୍ୟ

କର୍ମକ୍ଷେତ୍ରରେ ଯୌନ ଶୋଷଣ ସଂପର୍କିତ କର୍ମଶାଳା

31-Jul-2025



ବଲାଙ୍ଗିର(ଦେବାଶିଷ ବହିଦାର): ମହିଳାମାନେ ଆମ ସମାଜର ସଂରକ୍ଷକ । ସେମାନଙ୍କ ସୁରକ୍ଷା ଓ ନିରାପତ୍ତା ସବୁଠୁ ଗୁରୁତ୍ୱପୂର୍ଣ୍ଣ । ସେମାନଙ୍କ ବଳିଷ୍ଠ ଯୋଗଦାନ ହିଁ କୌଣସି ସମାଜର ଭୂୟୋବିକାଶର ପ୍ରଥମ ସୋପାନ । ଏଥିରେ ବ୍ୟତିକ୍ରମ କିନ୍ତୁ ଗ୍ରହଣୀୟ ନୁହେଁ । ତାଙ୍କୁ ବିଭିନ୍ନ ଅନାଚାରରୁ ରକ୍ଷା କରିବା ସଭ୍ୟ ସମାଜର ଦାୟିତ୍ୱ । ଏ ନେଇ ଏକ କର୍ମଶାଳା ସରକାରୀ ମହିଳା ମହାବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ପ୍ରେକ୍ଷାଳୟରେ ICC ବା

ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ଚେୟାରମ୍ୟାନ ଡ. ଅର୍ପିତା ବେହେରାଙ୍କ ଆହ୍ୱାନ କ୍ରମେ କର୍ମ କ୍ଷେତ୍ରରେ ମହିଳାଙ୍କ ଯୌନ ଶୋଷଣର ପ୍ରତିବିଧାନ ସଂପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷ ଡଃ ଅରବିନ୍ଦ କୁମାର ଓଝା ସଭାପତିତ୍ୱ କରିଥିବା ବେଳେ ଡି.ଏସ.ପି ଶ୍ରୀମତୀ ତରାବତୀ ପ୍ରଧାନ  ମୁଖ୍ୟବକ୍ତା ଏବଂ Icc ପ୍ରୀଜାଇଡିଂ ଅଫିସର  ଭାରତୀ

ନାଏକ ବିଶିଷ୍ଟ ବକ୍ତା ଭାବରେ ଯୋଗଦାନ କରିଥିଲେ । ବିଶେଷକରି ଛାତ୍ରୀ ତଥା କର୍ମଜୀବୀ ମହିଳାଙ୍କ ପ୍ରତି ଘଟୁଥିବା ଯୌନ ଶୋଷଣର ସଂଜ୍ଞା ନିରୂପଣ କରିଥିଲେ । ଏ ନେଇ ପ୍ରଚଳିତ ଆଇନର କାର୍ଯ୍ୟକାରିତା ତଥା ବିଭିନ୍ନ ଦଣ୍ଡବିଧାନ ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇ ଥିଲା । କର୍ମଶାଳାରେ ବହୁସଂଖ୍ୟାରେ ଛାତ୍ରୀମାନେ ଉପସ୍ଥିତ ରହି ଥିବାବେଳେ ଅଧ୍ୟାପକ ଅଧ୍ୟାପିକାମାନେ ଏଦିଗରେ ସହଯୋଗ କରିଥିଲେ । ଉପରୋକ୍ତ କର୍ମଶାଳାକୁ ରତିକାନ୍ତ ନାଏକ ସଂଯୋଜନା କରିଥିବା ବେଳେ ସଂଯୁକ୍ତା କୁମାରୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     25-Apr-2026
  ଜିଲ୍ଲା  
ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   25-Apr-2026
  ରାଜ୍ୟ  
ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   25-Apr-2026
  ରାଜ୍ୟ  
ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   25-Apr-2026
  ଜିଲ୍ଲା  
ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   25-Apr-2026
  ଜିଲ୍ଲା  
ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   25-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026

You Might Also Like