-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ରାଜ୍ୟ

ବିଲେଇସର୍ଡ଼ା ହାଇସ୍କୁଲରେ ପ୍ରେମଚନ୍ଦ ଜୟନ୍ତୀ ପାଳିତ

31-Jul-2025



ବଲାଙ୍ଗୀର(ଦେବାଶିଷ ବହିଦାର):ପୁଇଁତଲା ବ୍ଲକ ଅନ୍ତର୍ଗତ ବିଲେଇସର୍ଡ଼ା ଜବାହାରଲାଲ ସରକାରୀ ଉଚ୍ଚବିଦ୍ୟାଳୟ ଠାରେ ପ୍ରେମଚନ୍ଦଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ସ୍ୱାଧୀନ ସାହୁଙ୍କ ମାର୍ଗଦର୍ଶନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରଥମେ ପ୍ରେମଚନ୍ଦଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। ହିନ୍ଦୀ ଶିକ୍ଷକ ରଞ୍ଜିତ ମିଶ୍ର ନିଜ ବକ୍ତବ୍ୟରେ ମୁଂଶୀ ପ୍ରେମଚନ୍ଦଙ୍କ କାହାଣୀ ଗୁଡିକ ଆଜି ମଧ୍ୟ ଲେଖକଙ୍କ ଉଦ୍ଦେଶ୍ୟରେ ଏକ ଆହ୍ୱାନ ଭାବରେ ମୁଣ୍ଡ ଟେକି ଠିଆ ହୋଇଛି ବୋଲି କହିବା ସହ ତାଙ୍କର ଉପନ୍ୟାସ ଓ କାହାଣୀ ପାଇଁ ସେ ଚିର ଅମର ହୋଇ ରହିବେ ବୋଲି କହିଥିଲେ। ବରିଷ୍ଠ ଶିକ୍ଷକ ସୁଧାଂଶୁ ଶେଖର ପ୍ରଧାନ ନିଜ ବକ୍ତବ୍ୟରେ ସାମୟିକ ଘଟଣା ଓ ଆନ୍ଦୋଳନ ପ୍ରଭୃତ ପ୍ରଭାବ ପ୍ରେମଚନ୍ଦଙ୍କ କାହାଣୀ ଉପରେ ପଡିଥିଲା ବୋଲି କହିଥିଲେ। ଶିକ୍ଷକ କାହ୍ନୁଚରଣ ଧରୁଆ କାହାଣୀ 'ନମକ କା ଦାରୋଗା', ଶିକ୍ଷକ ପ୍ରଦୀପ ଦଣ୍ଡସେନା

କାହାଣୀ 'ସଦଗତି' ଓ ଶିକ୍ଷୟତ୍ରୀ ସୁଷମା ମେହେର କାହାଣୀ 'ପୂଷ କି ରାତ' କହି ଶୁଣେଇଥିଲେ।ଏହି ଅବସରରେ ପ୍ରେମଚନ୍ଦ ସାହିତ୍ୟ ସମ୍ପର୍କିତ ଏକ କୁଇଜ଼ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଶେଷରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମ ପରିଚାଳନା ଶିକ୍ଷୟିତ୍ରୀ ପ୍ରତିଶା ମିଶ୍ର କରିଥିବା ବେଳେ ଶିକ୍ଷୟତ୍ରୀ ସୁବାସିନୀ ସେଠି ଧନ୍ୟବାଦ ଦେଇଥିଲେ।କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷୟତ୍ରୀ ନିରୁ ବିଶ୍ୱାଳ, ପ୍ରଜ୍ଞା ପରମିତା ଖୁ୍ଆସ, ଅଶ୍ୱିନୀ ମହାଳିଙ୍ଗ, ସଂଜୀବ ମିଶ୍ର ଓ ସୁଜିତ ଦେହେରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like