-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାର ୭୯ତମ ସ୍ବାଧିନତା ଦିବସ ୨୦୨୫ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

31-Jul-2025



ସୁବର୍ଣ୍ଣର, (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲାସ୍ତରୀୟ ୭୯ତମ ସ୍ବାଧିନତା ଦିବସ ୨୦୨୫ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ, ସୁବର୍ଣ୍ଣପୁରଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ, ସୁବର୍ଣ୍ଣପୁର ଡ. ନୃପରାଜ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରସ୍ତୁତି ବୈଠକରେ ଆରକ୍ଷୀ ଅଧିକ୍ଷକ, ସୁବର୍ଣ୍ଣପୁର, ଶ୍ରୀ ନାରାୟଣ ନାୟକ , ଅତିରିକ୍ତ ଜିଲ୍ଲାପାଳ  ସୁବର୍ଣ୍ଣପୁର ଶ୍ରୀ ରାଜେନ୍ଦ୍ର  ମାଝୀ ଓ ଶ୍ରୀମତି ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଉପଜିଲ୍ଲାପାଳ, ସୋନପୁର, ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀବୃନ୍ଦ, ସୋନପୁର ସହରର ବୁଦ୍ଧିଜୀବୀ ବୃନ୍ଦ, ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ମହାବିଦ୍ୟାଳୟ ଗୁଡିକର ଅଧ୍ୟକ୍ଷ/ଅଧ୍ୟକ୍ଷା, ପ୍ରଧାନ ଶିକ୍ଷକ/ ଶିକ୍ଷୟତ୍ରୀ ବୃନ୍ଦ, ସୋନପୁର ସହରର ସମସ୍ତ ସେଚ୍ଛାସେବୀ ସଂଗଠନ/ ଅନୁଷ୍ଠାନର କର୍ମକର୍ତ୍ତା ବୃନ୍ଦ, ସମସ୍ତ ଯୁବକ ସଂଘ,କ୍ଲବ ଓ ଏସୋସିଏସନ୍ ର କର୍ମକର୍ତ୍ତା, ଜିଲ୍ଲା ସାମ୍ବାଦିକ ସଂଘ ଓ ବରିଷ୍ଠ ନାଗରିକ ସଂଘର କର୍ମକର୍ତ୍ତା, ସମସ୍ତ ସାହିତ୍ୟିକ ଓ ସାଂସ୍କୃତିକ ଅନୁଷ୍ଠାନ ଗୁଡିକର କର୍ମକର୍ତ୍ତା ବୃନ୍ଦ ଓ ସମ୍ବାଦ। ପତ୍ର ଓ ବୈଦ୍ୟୁତିକ ଗଣ ମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତଥିଲେ । ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ତଥା ଜିଲ୍ଲା ପଞ୍ଚାୟତ ଅଧିକାରୀ, ସୁବର୍ଣ୍ଣପୁର ସମସ୍ତଙ୍କୁ ସ୍ଵାଗତ କରିଥିଲେ । ଜିଲ୍ଲାପାଳଙ୍କ ନିର୍ଦ୍ଧେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତି ଅଞଳିନା ପ୍ରଧାନ ସଭା ପରିଚାଳନା କରିଥିଲେ ।ଏହି ପ୍ରସ୍ତୁତି ବୈଠକରେ ବିଗତ ବର୍ଷମାନଙ୍କ ଭଳି ଚଳିତ ବର୍ଷ ମଧ୍ୟ ସଠିକ୍ ଭାବରେ
ସ୍ବାଧିନତା ଦିବସ ପାଳନ ପାଇଁ ଜିଲ୍ଲାପାଳ,ସୁବର୍ଣ୍ଣପୁର ଉପସ୍ଥିତଥିବା ସମସ୍ତ ବ୍ୟକ୍ତି ବିଶେଷଙ୍କ ଠାରୁ ସୁଚିନ୍ତିତ ମତାମତ ଲୋଡିଥିଲେ ଏବଂ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ବୈଠକର ଆଲୋଚ୍ୟ ବିଷୟ ବସ୍ତୁ ଅନୁଯାୟୀ ସବିଶେଷ ଆଲୋଚନା କରାଯାଇ ପ୍ରସ୍ତାବ ଗୁଡ଼ିକ ଗୃହୀତ କରାଗଲା ଓ ତଦନୁଯାୟୀ ସ୍ବାଧିନତା ଦିବସ  ପାଳନ ନିମନ୍ତେ ଜଡ଼ିତ ଥିବା ଅଧିକାରୀ ମାନଙ୍କୁ ଓ ବ୍ୟକ୍ତି ବିଶେଷଙ୍କୁ ଆବଶ୍ୟକୀୟ ଦାୟିତ୍ଵ ଅର୍ପଣ କରାଗଲା।ବୈଠକ ଶେଷରେ ଅତିରିକ୍ତ ଜିଲ୍ଲାପାଳ, ସାଧାରଣ,  ସୁବର୍ଣ୍ଣପୁର ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like