-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସମାଜସେବା ପାଇଁ ଡକ୍ଟରେଟ ପାଇଲେ ଶ୍ରୀଯୁକ୍ତ ସୁରେଶ କୁମାର ରାଉତ

31-Jul-2025



(ରାମନାଥ ପଣ୍ଡା)
 ପଲ୍ଲୀବିକାଶର ସମ୍ପାଦକ ତଥା  ପ୍ରତିଷ୍ଠାତା ଶ୍ରୀଯୁକ୍ତ ସୁରେଶ କୁମାର ରାଉତ, ଚଲାନ ପଡାଙ୍କୁ  ନୂଆଁ ଦିଲ୍ଲୀ ଚାଣକ୍ୟପୁରୀ ସ୍ଥିତ ଦି ଅଶୋକ ହୋଟେଲ ଠାରେ ସମାଜସେବା ପାଇଁ ଆନ୍ତର୍ଜାତୀୟ ସଂସ୍ଥା ୱାଲ୍ଡ ହ୍ୟୁମାନ ରାଇଟ ପ୍ରୋଟେକଶନ କମିଶନ ଓ ଅନୋରାରୀ ଡକ୍ଟରେଟ ଆୱାର୍ଡ କାଉନସିଲ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ ପ୍ରଦାନ କରାଯାଇଛି । ଏହି ବର୍ଣ୍ଣାଢ଼୍ୟ ସମାରୋହରେ ଦେଶର ବିଭିନ୍ନ ପ୍ରାନ୍ତରୁ ଚୟନ ହୋଇଥିବା ପ୍ରତିଭାଙ୍କୁ ଡକ୍ଟରେଟ୍ ସମ୍ମାନରେ ସମ୍ମାନୀତ କରାଯାଇଛି। ଦେଶ ର ବିଭିନ୍ନ ସ୍ଥାନରୁ ଆସିଥିବା ସମସ୍ତ ୧୩୪ ପ୍ରତିଭା ମାନଙ୍କୁ ଅତିଥି ମାନେ ମାନପତ୍ର, ଟ୍ରଫି ଓ ଉପଢ଼ୌକନ ଦେଇ ସମ୍ମାନିତ କରିଥିଲେ।
ଶ୍ରୀଯୁକ୍ତ ରାଉତ ଙ୍କ ପରି ତୃଣମୂଳ ସ୍ତର ର ଜଣେ କର୍ମୀ ଙ୍କୁ ମନୋନୟନ କରି ସମ୍ମାନିତ କରିଥିବାରୁ ଉଭୟ ସଂସ୍ଥା ଖୁସି ବ୍ୟକ୍ତ କରିଛନ୍ତି ! ସେହି ପରି ଉଭୟ ସଂସ୍ଥା ଓ ପରିଷଦ ର କର୍ତୁ ପକ୍ଷ ଙ୍କୁ ମଧ୍ୟ   ନିଜର କୃତଜ୍ଞତା ଜଣାଇଛନ୍ତି । ନୂଆପଡା ଓ  କଳାହାଣ୍ଡି  ଜିଲ୍ଲା ବ୍ୟତୀତ ପଡୋଶୀ ଜିଲ୍ଲା ଗୁଡିକ ରେ ୧୯୯୯ ମସିହାରୁ ବର୍ତମାନ ଯାଏ ତୃଣମୂଳ ସ୍ତରରେ ବିଭିନ୍ନ ସଂଗଠନ ମାଧ୍ୟମ ରେ ସମାଜ ସେବା କାର୍ଯ୍ୟ କରିଆସୁଛନ୍ତି ! ଗ୍ରାମାଞ୍ଚଳ ରେ ଉଦେଶ୍ୟ ମୂଳକ ସଂଗଠନ ସୃଷ୍ଟି ଓ ସୁଦୃଢୀକରଣ କରିବା ସହ ସାଧାରଣ ଲୋକଙ୍କ ସମସ୍ୟା ର ସମାଧାନ କ୍ଷେତ୍ର ରେ ତାଙ୍କର ଭୂମିକା ରହିଛି ! ଗ୍ରାମାଞ୍ଚଳ ରେ  ମହିଳା ସଶକ୍ତିକରଣ , ଛୋଟ ଛୋଟ ଉଦ୍ୟୋଗ ବିକାଶ ,କୃଷି ଭିର୍ତିକ  ଜୀବନ ଜୀବିକା ଅଭବୃଦ୍ଧି , କୋରନା ସମୟ ରେ ରିଲିଫ ସହାୟତା କ୍ଷେତ୍ର ରେ ତାଙ୍କର ଭୂମିକା ଅତୁଳନୀୟ ଅଟେ ! 
 ନୂଆପଡା ମାଟି ର ଏକ କ୍ଷୁଦ୍ର ପଲ୍ଲୀ ଗ୍ରାମ ଚଲାନ ପଡା ରେ ଜନ୍ମ ସହ ନିଜର ଶିକ୍ଷା ଯାତ୍ରା ଆରମ୍ଭ କରି ଆନ୍ତର୍ଜାତୀୟ ସ୍ତର ସଂସ୍ଥା ପକ୍ଷ ରୁ ଡକ୍ଟୋରେଟ ପାଇବା ସୌଭାଗ୍ୟର ବିଷୟ ବୋଲି ଶ୍ରୀ ରାଉତ  କହିଛନ୍ତି । ଏହା ତାଙ୍କୁ ସମାଜ ପାଇଁ ଆହୁରି ଅଧିକ କାର୍ଯ୍ୟ କରିବା ନିମନ୍ତେ ପ୍ରେରଣା ଯୋଗାଇବ ବୋଲି ସେ କହିଛନ୍ତି । 
ଏହି ସମାରୋହରେ ଭାରତ ସରକାର ତଥା ୭ ଟି ବିଭିନ୍ନ ଦେଶର ଆମ୍ବା ସେଡ଼ର, ଆସାମର ପୂର୍ବତନ ରାଜ୍ୟପାଳ ତଥା ଭାରତୀୟ ଜନତା ପାର୍ଟିର ବରିଷ୍ଠ ରାଜନେତା ଶ୍ରୀଯୁକ୍ତ ଜଗଦୀଶ ମୁଖୀ , ଭାରତୀୟ ବଲିଉଡ ଅଭିନେତ୍ରୀ ନୁସରତ ଭାରୁଚା ସହ ଆୟୋଜକ କତୃପକ୍ଷ ମଞ୍ଚାସୀନ ଥିଲେ ! ଏହା ଶୁଣିବା ପରେ ସାଙ୍ଗ ସାଥି , ଗୁରୁଜନ , ସମ୍ପର୍କୀୟ, ସହକର୍ମୀ ଓ ପ୍ରଶଂସକମାନେ ଶ୍ରୀଯୁକ୍ତ ରାଉତ ଙ୍କୁ ଶୁଭେଚ୍ଛା ଜଣାଉ ଥିବା ଦେଖିବା କୁ ମିଳିଛି ! ଏହି ଯାତ୍ରାରେ ମୋର ପରିବାର ସହ ମୋ ସାଥି ରେ ଥିବା  ସମସ୍ତ ଲୋକଙ୍କୁ ମୁଁ ହୃଦୟରୁ ଧନ୍ୟବାଦ ସହ କୃତଜ୍ଞତା ପ୍ରଦାନ କରୁଛି ବୋଲି ଶ୍ରୀ ରାଉତ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like