-+91-9937148622 |

prerana_bgr@rediffmail.com |

  Saturday 7th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||     

HOME   ଜିଲ୍ଲା

ସରକାରୀ ମହିଳା ମହାବିଦ୍ୟାଳୟରେ ପ୍ରେମଚନ୍ଦଙ୍କ ଜୟନ୍ତୀ ପାଳିତ

31-Jul-2025



"ପ୍ରେମଚନ୍ଦ ସାହିତ୍ୟର ଆଲୋକ ବିଶ୍ୱ ସାହିତ୍ୟକୁ ଚମକ ପ୍ରଦାନ କରୁଛି "

ବଲାଙ୍ଗୀର :ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟ ଠାରେ ହିନ୍ଦୀ (ସମ୍ମାନ)ବିଭାଗ ତରଫରୁ ପ୍ରେମଚନ୍ଦଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ପ୍ରଥମେ ପ୍ରେମଚନ୍ଦଙ୍କ ଫୋଟୋ ଚିତ୍ରରେ ମାଲ୍ୟାର୍ପଣ ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। ଅଧ୍ୟାପକ ପ୍ରଭଞ୍ଜନ କୁମାର ମିଶ୍ର ନିଜ ବକ୍ତବ୍ୟରେ ପ୍ରେମଚନ୍ଦଙ୍କ କଥା ସାହିତ୍ୟର ଭାବ ଓ ବିଷୟ ଭୂମି ସମ୍ପୂର୍ଣ୍ଣ ମାନବ ଜୀବନକୁ ପରିସର ଭୁକ୍ତ କରିପାରିଥିଲା ବୋଲି କହିବା ସହ ସେଥିରେ ସମାଜର ଗ୍ରାମୀଣ ଚିତ୍ରଣ ବିସ୍ତୃତ ଭାବେ ପରିଲକ୍ଷିତ ହୁଏ ବୋଲି କହିଥିଲେ। ଅନ୍ୟତମ ଅତିଥି ଅଧ୍ୟାପକ ଉତ୍ତମ ଭୋଇ ପ୍ରେମଚାନ୍ଦ ସାହିତ୍ୟର ଆଲୋକ ଆଜି ମଧ୍ୟ ସମ୍ପୂର୍ଣ୍ଣ ବିଶ୍ୱ ସାହିତ୍ୟ କୁ ଚମକ ପ୍ରଦାନ କରୁଅଛି ବୋଲି କହିବା ସହ ପ୍ରେମଚନ୍ଦଙ୍କ କାହାଣୀମାନ କାଳକୁ ଜୟ କରି ଚାଲିଛି ବୋଲି

କହିଥିଲେ। ଅଧ୍ୟାପିକା ଉର୍ମିଳା ମଟ୍ଟାରୀ ଆଧୁନିକ ଭାରତୀୟ ସାହିତ୍ୟକୁ ବିଶେଷ କରି କଥା ସାହିତ୍ୟକୁ ନୂତନ ରୂପ ଦେବାରେ ପ୍ରେମଚନ୍ଦଙ୍କ ଭୂମିକା ଅନନ୍ୟ ବୋଲି କହିଥିଲେ। ଛାତ୍ରୀ ମାନସୀ ସାହୁ ଉପନ୍ୟାସ ଭଳି କାହାଣୀ କ୍ଷେତ୍ରରେ ମଧ୍ୟ ପ୍ରେମଚନ୍ଦ କ୍ରାନ୍ତି ଆଣିଥିଲେ ବୋଲି କହିଥିବା ବେଳେ ଛାତ୍ରୀ ରିତାଞ୍ଜଳୀ କଅଁର ନିଜ ବକ୍ତବ୍ୟରେ ପ୍ରେମଚନ୍ଦ ଚରିତ୍ର ଚିତ୍ରଣର ପ୍ରତ୍ୟେକ ପ୍ରଣାଳୀକୁ ଅବଲମ୍ବନ କରିବାସହ ପ୍ରାୟତଃ ପାତ୍ର-ମୁଖି ସମ୍ବାଦ ମାଧ୍ୟମରେ ତାଙ୍କର ଚାରିତ୍ରିକ ବିଶେଷଣକୁ ଉଦଘାଟନ କରିବାକୁ ଚେଷ୍ଟା କରିଛନ୍ତି ବୋଲି କହିଥିଲେ। କାର୍ଯ୍ୟକ୍ରମରେ ହିନ୍ଦୀ (ସମ୍ମାନ)ବିଭାଗର ସମସ୍ତ ଛାତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   07-Nov-2026
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   06-Nov-2026
  ଜିଲ୍ଲା  
ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   06-Nov-2026
  ଜିଲ୍ଲା  
ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   06-Nov-2026
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026

You Might Also Like