-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ବ୍ୟାଙ୍କ କର୍ମଚାରୀ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

01-Aug-2025



ଅତାବିରା,( ଆକାଶ ମିଶ୍ର).. ଅତାବିରା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ, ଅତାବିରା ଶାଖା ରେ  ମେସେଞ୍ଜର ପଦବୀ ରେ କାମ କରୁଥିବା କୁଶ ତାଣ୍ଡି ଆଜି ତାଙ୍କ ଚାକିରି ରୁ ଅବସର ଗ୍ରହଣ କରିଛନ୍ତି । ୧୯୮୫ ମସିହାରୁ ତାଙ୍କର ଚାକିରି ଜୀବନ ଆରମ୍ଭ ହୋଇଥିଲା । ତାଙ୍କ  ତାଙ୍କ ଚାକିରି  କାଳ ମଧ୍ୟରେ  କୌଣସି ବ୍ୟାଙ୍କ୍ ଉପଭୋକ୍ତା  ଙ୍କ ପ୍ରତି ସେ ସବୁବେଳେ ସହଯୋଗ ର ମନୋଭାବ ରଖି କାର୍ଯ୍ୟ କରୁଥିଲେ ।  ଅଞ୍ଚଳର ଉପଭୋକ୍ତା ମାନଙ୍କ   ବ୍ୟାଙ୍କ୍ ରେ ଋଣ ପାଇଁ ହେଉ ବା  ଯେ କୌଣସି  କାମ ପାଇଁ ହେଉ ତାଙ୍କ ପାଖକୁ ଗଲେ ସେ ନିଜ ସାମର୍ଥ୍ୟ ମୁତାବକ ସାହାଯ୍ୟ କରିବାରେ କେବେହେଲେ ପଛ ଘୁଂଚା ଦେଇ ନଥିଲେ । ତାଙ୍କର ଏହି ଉଦାର ମନୋଭାବ ତଥା  ବ୍ୟବହାର ଯୋଗୁଁ ଅଞ୍ଚଳରେ ବେଶ୍ ପ୍ରଶଂସିତ ।  ବ୍ୟାଙ୍କ ସମୟ  ରୁ ଅଧିକ ସମୟ  ରହି ସେ ବ୍ୟାଙ୍କ ର ଅନ୍ୟାନ୍ୟ କାର୍ଯ୍ୟ କରିଦେଉଥିଲେ ।  ଆଜି ତାଙ୍କର ଅବସର  ଅବସରରେ ବ୍ୟାଙ୍କ୍ ରେ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  ଅନୁଷ୍ଠିତ ହୋଇଥିଲା ବ୍ୟାଙ୍କ ଶାଖା ପ୍ରବନ୍ଧକ ସ୍ଵର୍ଣ୍ଣ ଲତା ସାହୁ ଙ୍କ ଅଧ୍ୟକ୍ଷତା ରେ ।ବ୍ୟାଙ୍କ୍   କେସିଆର୍ ରାଜେଶ୍ ନାଏକ ସଭା କାର୍ଯ୍ୟ କୁ ପରିଚାଳନା କରିଥିଲେ ।ଏହି କାର୍ଯ୍ୟ କ୍ରମରେ  ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ପଦ୍ମଶ୍ରୀ ହଳଧର ନାଗ । ବରିଷ୍ଠ ନାଗରିକ  ବେଣୁଧର ମିଶ୍ର, ଅବସର ପ୍ରାପ୍ତ ପ୍ରାଥମିକ ଶିକ୍ଷକ ସଂଘ ର ସଭାପତି ନିଶିକାନ୍ତ ପଣ୍ଡା , ଏ ଭି ପି ମୋଟରସ୍ ର ପ୍ରୋପାଇଟର  ଏମ୍ ସୁବ୍ରମଣ୍ୟମ  ଦୋରା  ପ୍ରମୁଖ  ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ ।  ବ୍ୟାଙ୍କ ର ସମସ୍ତ କର୍ମଚାରୀ ତଥା ଅନେକ ଉପଭୋକ୍ତା ତାଙ୍କୁ ଶ୍ରଦ୍ଧାରେ ଉପହାର ଭେଟି ଦେଇଥିଲେ । ଅବସର ପରେ ତାଙ୍କର ପେନସନ ର ସମସ୍ତ କାଗଜପତ୍ର ତାଙ୍କୁ ହସ୍ତାନ୍ତର କରାଯାଇଥିଲା ।କର୍ମଚାରୀ ହେମନ୍ତ ମେହେର ଧନ୍ୟବାଦ୍ ଅର୍ପଣ କରିଥିଲେ ।ଏହା ପରେ ଦୁଲୁ ଦୁଲି ବାଜା, ଗଣ୍ଡା ବାଜା  ଓ ଡି ଜେ ମାଧ୍ୟମରେ ଏକ ସୁସଜ୍ଜିତ ରଥରେ ତାଙ୍କୁ  ଏବଂ  ଟଙ୍କା ଧର୍ମ ପତ୍ନୀ ଙ୍କୁ ବିରାଜମାନ କରାଇ ଏକ ବିଶାଳ ଶୋଭାଯାତ୍ରା  ବାହାରି ଥିଲା ।ଶୋଭା ଯାତ୍ରା ଟି ଅତାବିରା ସହର  ସହର ପରିକ୍ରମା କରି ତାଙ୍କର ବାସ ଭବନ  ଚାବିରି ପାଲି ଅଭିମୁଖେ ଯାଇ ତାଙ୍କ ଘରେ ପହଞ୍ଚିଥିଲା । ପଡ଼ା ବାସୀ ତାଙ୍କୁ ଭବ୍ୟ ସ୍ଵାଗତ କରିଥିଲେ ।ତାଙ୍କ ବାସ ଭବନରେ  ସମସ୍ତ ଅତିଥି ମାନଙ୍କ ପାଇଁ ଭୂରି ଭୋଜନର ବ୍ୟବସ୍ଥା କରାଯାଇଥିଲା ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like