-+91-9937148622 |

prerana_bgr@rediffmail.com |

  Sunday 26th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||      ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Apr-2026)       ||      ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   (25-Apr-2026)       ||      ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (25-Apr-2026)       ||      ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା            (25-Apr-2026)       ||      ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   (25-Apr-2026)       ||      ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   (25-Apr-2026)       ||      ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   (25-Apr-2026)       ||     

HOME   ରାଜ୍ୟ

ଓଡ଼ିଶାରେ ପି ଏମ୍ କେ ଏସ୍ ୱାଇ ଜଳଛାୟା ବିକାଶ ଅଧୀନରେ ଅଧିକ କ୍ଲଷ୍ଟର ଅନ୍ତର୍ଭୁକ୍ତ କରିବା ପାଇଁ ସାଂସଦ ଶ୍ରୀ ବିଶିଙ୍କ ଦାବୀ

01-Aug-2025



ନୂଆଦିଲ୍ଲୀ(ପ୍ରେରଣା ଖବର): ସଂସଦର ଚଳିତ ମୌସୁମୀ ଅଧିବେଶନ ସମୟରେ, ସାଂସଦ(ରାଜ୍ୟସଭା) ନିରଞ୍ଜନ ବିଶି ଏକ ଅତାରାଙ୍କିତ ପ୍ରଶ୍ନ ପଚାରିଥିଲେ ଯେ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ୨୦୨୫-୨୬ ବର୍ଷ ପାଇଁ ଓଡ଼ିଶାରେ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାୟୀ ଯୋଜନାର ଜଳଛାୟା ବିକାଶ ଉପାଦାନ ଅଧୀନରେ ଅତିରିକ୍ତ କ୍ଲଷ୍ଟର ଅନ୍ତର୍ଭୁକ୍ତ କରିବା ପାଇଁ କି ପ୍ରକାର ଯୋଜନା କରୁଛନ୍ତି ?
ଏକ ଲିଖିତ ଉତ୍ତରରେ, ଗ୍ରାମୀଣ ବିକାଶ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଚନ୍ଦ୍ର ଶେଖର ପେମାସାନି କହିଛନ୍ତି ଯେ WDC-PMKSY ୨.୦ କୁ ୨୦୨୨- ୨୩ ରୁ ୨୦୨୫- ୨୬ ସମୟ ମଧ୍ୟରେ କାର୍ଯ୍ୟକାରୀ କରିବା ପାଇଁ ସରକାରଙ୍କ ଦ୍ୱାରା ଅନୁମୋଦନ କରାଯାଇଛି।
ମନ୍ତ୍ରୀ କହିଛନ୍ତି ଯେ ଏହି ଯୋଜନା ଅଧୀନରେ, ମନ୍ତ୍ରଣାଳୟ ଓଡ଼ିଶାରେ ₹୮୪୨.୦୬ କୋଟି ଟଙ୍କାର ମୋଟ ମୂଲ୍ୟ ସହିତ 60ଟି ପ୍ରକଳ୍ପକୁ ମଞ୍ଜୁର କରିଛି, ଯାହା ମୋଟ ୩.୨୪ ଲକ୍ଷ ହେକ୍ଟର ଜମିକୁ ଅନ୍ତର୍ଭୁକ୍ତ କରିବ। ଏଥିରେ ୨୦୨୫-୨୬ଆର୍ଥିକ ବର୍ଷ ମଧ୍ୟରେ ଅନୁମୋଦିତ ୭ଟି ପ୍ରକଳ୍ପ ଅନ୍ତର୍ଭୁକ୍ତ। ସମସ୍ତ ମଞ୍ଜୁର ପ୍ରାପ୍ତ ପ୍ରକଳ୍ପ ବର୍ତ୍ତମାନ କାର୍ଯ୍ୟାନ୍ୱୟନର ବିଭିନ୍ନ ପର୍ଯ୍ୟାୟରେ ରହିଛି ବୋଲି ବିଭାଗୀୟ ମନ୍ତ୍ରୀ କହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜନ ଆକ୍ରୋଶ ମହିଳା ସମାବେଶ   26-Apr-2026
  ଜିଲ୍ଲା  
*ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   26-Apr-2026
  ଜିଲ୍ଲା  
ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   26-Apr-2026
  ଜିଲ୍ଲା  
ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   26-Apr-2026
  ରାଜ୍ୟ  
 ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    26-Apr-2026
  ଜିଲ୍ଲା  
ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   26-Apr-2026
  ଜିଲ୍ଲା  
ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   26-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   26-Apr-2026
  ରାଜ୍ୟ  
କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ   25-Apr-2026
  ଜିଲ୍ଲା  
କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   25-Apr-2026
  ଜିଲ୍ଲା  
କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ   25-Apr-2026
  ଜିଲ୍ଲା  
ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Apr-2026

You Might Also Like