-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

*ଜିଲ୍ଲା ସ୍ୱାସ୍ଥ୍ୟସମିତି ସୁବର୍ଣ୍ଣପୁର ତାଲିମ ଗୃହଠାରେ ଫାଇଲେରିଆ ରୋଗ ନିୟନ୍ତ୍ରଣ ପାଇଁ ଏକ କର୍ମଶାଳା ଏବଂ ସଚେତନତା ଶିବିର ଅନୁଷ୍ଠିତ --*

01-Aug-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ଜିଲ୍ଲା  ସ୍ୱାସ୍ଥ୍ୟ ସମିତି ତାଲିମ ଗୃହ ଠାରେ ଫାଇଲେରିଆ ରୋଗ ନିୟନ୍ତ୍ରଣ ପାଇଁ ଏକ କର୍ମଶାଳା ଏବଂ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି. ସକାଳ 10 ଘଣ୍ଟା ସମୟରେ ସ୍ୱାସ୍ଥ୍ୟ କର୍ମୀ ମହିଳା ମାନଙ୍କୁ ନେଇ ଆଗାମୀ ଅଗଷ୍ଟ 10 ତାରିଖ ରୁ 19 ତାରିଖ ପର୍ଯ୍ୟନ୍ତଫାଇଲେରିଆ ରୋଗ ନିୟନ୍ତ୍ରଣ ପାଇଁ ହେବାକୁ ଥିବା ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ ପାଇଁ ତାଲିମ ପ୍ରଦାନ କରାଯାଇଥିଲା.ଜିଲ୍ଲା ର 4 ଟି ବ୍ଲକ ରେ ଏହି ରୋଗ ର ପ୍ରଭାବ ଅଧିକ ରହୁଥିବାରୁ ସର୍ବମୋଟ 1615 ଟି ଡ୍ରଗ୍ସ ପ୍ରଭାଇଡ଼ର ନିଯୁକ୍ତି ହୋଇଛନ୍ତି ଓ ତାଙ୍କୁ ସୁପରଭାଇଜ କରିବା ପାଇଁ 177 ଜଣ ସୁପରଭାଇଜରନିଯୁକ୍ତି କରାଯାଇଛି. ସମସ୍ତଙ୍କୁ ତାଲିମ ପ୍ରଦାନ କରାଯାଇଛି ଓ ଶତପ୍ରତିଶତ ସଫଳ କିପରି  ହେବ ସେଥିପାଇଁ  ଜିଲ୍ଲା ର ସମସ୍ତ କଲେଜ ର ଅଧକ୍ଷ ମାନଙ୍କୁ ନେଇ ଏକ ସଚେତନତା ଶିବିର  ଅପରାହ୍ନ 3 ଟା ରୁ 5 ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା. ଏହି କାର୍ଯ୍ୟକ୍ରମ ରେ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା ଦୁର୍ଗାଦତ୍ତ ଦାଶ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ରୋଗ ନିୟନ୍ତ୍ରଣ ଡା ରମେଶ ଚନ୍ଦ୍ର ସ୍ୱାଇଁ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଯକ୍ଷ୍ମା ଡା ପଦ୍ମହଂସା ଦୋରା ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ରୂପକ କୁମାର ମହାପାତ୍ର ଭି ବି ଡି କଂସଲଟାଣ୍ଟ ସୁନୀଲ ମହନ୍ତ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ  ଜିଲ୍ଲା କୋଡିନେଟର ଫାଇଲେରିଆ ଜବକିନ୍ସନ ପ୍ରଧାନ ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ. ସମସ୍ତ କଲେଜ ର ଅଧକ୍ଷ ମାନଙ୍କୁ ସଚେତନତା ବାର୍ତା ମାଧ୍ୟମରେ କଲେଜ ଛାତ୍ର ମାନଙ୍କୁ ଏହି ସମୂହ ଔଷଧ ସେବନ କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରି ଶତପ୍ରତିଶତ ସଫଳ ଯେପରି ହେବ ସେ ଉପରେ ଯତ୍ନବାନ ହେବାକୁ ଅନୁରୋଧ କରାଗଲା ଶେଷରେ ସମସ୍ତ ଙ୍କୁ ଧନ୍ୟବାଦ ଦେଇ କାର୍ଯ୍ୟକ୍ରମକୁ ସାଙ୍ଗ ଘୋଷଣା କରାଯାଇଥିଲା.


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like