-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ ଟାଉନ୍ ହଲ୍ ଠାରେ ସମ୍ବଲପୁରୀ ଦିନ ପାଳିତ

01-Aug-2025



ବୌଦ୍ଧ(ପ୍ରେରଣା ଖବର): ବୌଦ୍ଧ ଜିଲ୍ଲା ଆର୍ଟିଷ୍ଟ ଆସୋସିଏସନ ଓ ପଶ୍ଚିମାଞ୍ଚଳ ଏକତା ମଞ୍ଚ ବୌଦ୍ଧ ଶାଖା ପକ୍ଷରୁ ସ୍ଥାନୀୟ ଟାଉନ୍ ହଲ୍ ଠାରେ ସମ୍ବଲପୁରୀ ଦିନ ପାଳିତ ହୋଇଯାଇଛି। ପ୍ରଥମେ ଶ୍ରୀ ବହିଦାରଙ୍କ ସ୍ମୃତି ଚାରଣ କରି ମା ଭୈରବୀଙ୍କ ନିକଟରେ ପୂଜାର୍ଚନା ପରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି l କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ ଯୋଗ ଦେଇ ସମ୍ବଲପୁରୀ ଭାଷା, ପୋଷାକ ସହ ସଂସ୍କୃତି ଓ ପରମ୍ପରା ବଞ୍ଚାଇ ରଖିବା ପାଇଁ ଏହି ପ୍ରୟାସକୁ ପ୍ରଶଂସା କରିଥିଲେ l ଏହାପରେ ସମ୍ବଲପୁରୀ କଣ୍ଠଶିଳ୍ପୀ କୃଷ୍ଣ ମୁଖୀଙ୍କ ସମ୍ବଲପୁରୀ ଗୀତ ତାଳେ ତାଳେ ଝୁମିଥିଲେ ଦର୍ଶକ । ଜିଲ୍ଲାର ବିଭିନ୍ନ ନୃତ୍ୟ ଓ ସଙ୍ଗୀତ ଅନୁଷ୍ଠାନ ପକ୍ଷରୁ କୁନି କୁନି କଳାକାର ମାନଙ୍କ ନୃତ୍ୟ ଓସଙ୍ଗୀତ ଲୋକଙ୍କୁ ବେଶ ବିମୋହିତ କରିଥିଲା। ପଶ୍ଚିମାଞ୍ଚକ ଏକତା ମଞ୍ଚ ଜିଲ୍ଲା ସଂଯୋଜକ ଦେବାଶିଷ ପୁରୋହିତ, ବିଶ୍ୱଜିତ୍ ସାହୁ, ସୁମନ ଷଡ଼ଙ୍ଗୀ ଅନ୍ୟାନ୍ୟ ସଦସ୍ୟ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like