-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲ ରେ ସମ୍ବଲପୁରୀ ଦିନ ପାଳିତ

01-Aug-2025



ଡୁଙ୍ଗୁରିପାଲି, ତା ୧/୮(ପ୍ରେରଣା ଖବର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ  ବିଦ୍ୟାଳୟ ମାୟାବର୍ହ୍। ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ଵରେ ଅଗଷ୍ଟ ୧ ତାରିଖ ରେ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜନ୍ମ ଦିବସ ଅବସରରେ ସମ୍ବଲପୁରୀ ଦିବସ   ପାଳିତ ହୋଇଯାଇଛି।   ସଭାରେ ଶିକ୍ଷାବିତ ତଥା ପରିଚାଳନା କମିଟି ସଦସ୍ୟ  ଭକ୍ତ ଭୋଇ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ସମ୍ବଲପୁରୀ କେବଳ ଆମର ଭାଷା ନୁହେଁ ଏହା ପଶ୍ଚିମ ଓଡ଼ିଶା ବାସୀଙ୍କ ମନର ଅଭିବ୍ୟକ୍ତି ବୋଲି ମତବ୍ୟକ୍ତ କରିଥିଲେ। ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ଯୋଗ ଦିବସକୁ ସଂଯୋଜନା କରିବା ସହ ଗୁରୁ ସତ୍ୟନାରାୟଣ ବହିଦାର ଙ୍କ ଜୀବନୀ ଓ କୃତିତ୍ବ ଉପରେ   ଧାରଣ ପ୍ରଦାନ କରିଥିଲେ।  ପୂର୍ବତନ ପ୍ରଧାନ ଶିକ୍ଷକ ତଥା ଅବସରପ୍ରାପ୍ତ ମନୋଜ କୁମାର ପୂଜାରୀ, କନ୍ଦାଗାଡ ଉଚ୍ଚ ବିଦ୍ୟାଳୟର ପୂର୍ବତନ ଶିକ୍ଷକ ସମ୍ପଦ ଖମାରୀ, ମାୟାବର୍ହା ଆରୋଗ୍ୟ ମନ୍ଦିର ର ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ସୁଶ୍ରୀ ପୌରବି କର୍ମୀ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ଦିବସ ଗୁରୁତ୍ଵ ବିଷୟ ରେ  ବକ୍ତବ୍ୟ ପ୍ରଦାନ କରିଥିଲେ।  ପ୍ରୀତି, ଦୀପ୍ତି, ପୂଜା, ଆୟୁଷ, ପାୟଲ, ଆଭା, ଜାଗୃତି,ଅନୁପମା, ଆକାଶ, ଶ୍ରିମୟୀ,  ଝରଣା, ଅନ୍ତରା ପ୍ରମୁଖ  ଅନୁଷ୍ଠିତ ହୋଇଥିବା ବତ୍କୃତା, ସଙ୍ଗୀତ ଓ ନୃତ୍ୟ ପ୍ରତିଯୋଗିତାରେ ଭାଗ ନେଇ ଅତିଥିଙ୍କଠାରୁ ପୁରସ୍କୃତ ହୋଇଥିଲେ। ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ପୁରସ୍କାର ବିତରଣରେ ସହଯୋଗ କରିଥିବା ବେଳେ ସଂସ୍କୃତ ଶିକ୍ଷକ ରାଜୁ ମେହେର ଧନ୍ୟବାଦ୍ ଅର୍ପଣ କରିଥିଲେ।  । ଅନୁଷ୍ଠିତ ହୋଇଥିବା  ବିଭିନ୍ନ ପ୍ରତିଯୋଗିତାରେ ସମ୍ପଦ ଖମାରୀ, କିରଣ କୁମାର ପଟେଲ,ସ୍ନିଗ୍ଧା ପ୍ରଧାନ, ପଲ୍ଲବୀ ବଢେଇ, ସୁଷମା ପଟେଲ,ନିକିତା ଦୀପ ବିଚାରକ ଭାବରେ ଯୋଗଦାନ କରିଥିଲେ।

କାର୍ଯ୍ୟକ୍ରମକୁ ସଞ୍ଜୀବ ପୂଜାରୀ, ମୀନକେତନ ଦାସ, ବିଭୀଷଣ ଖମାରୀ, ସୁରଜ୍ ଖମାରୀ , ସମୀର କାଠର, ବିକାଶ, ଗୋବର୍ଦ୍ଧନ ,ଅମିତ୍,ପ୍ରଭୁତି   ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like