-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||     

HOME   ଜିଲ୍ଲା

ଧୁମ୍ ଧାମ ରେ ପାଳିତ ହେଲା ସମ୍ବଲପୁରୀ ଦିନ୍*- *ଯୋଗ ଦେଲେ ସୁବର୍ଣ୍ଣପୁର ଏସପି ଓ ଏ ଡି ଏମ୍*-

01-Aug-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
ସୋନପୁର ର ବରପୁତ୍ର ତଥା କୋଶୋଲି ଭାଷା ସାହିତ୍ୟ ସଂସ୍କୃତି ର ପ୍ରାଣ ପ୍ରତିଷ୍ଠାତା ସ୍ବର୍ଗତ ଗୁରୁ ଶ୍ରୀ  ସତ୍ୟନାରାୟଣ ବହିଦାର ଙ୍କ ଜନ୍ମଦିନ । ବିଶିଷ୍ଟ କବି, ଲେଖକ ତଥା ଭାଷାବିତ୍ ସମ୍ବଲପୁରୀ ଭାଷାକୁ ପରିଚୟ ଦେଇଥିବା ର ସେଇ ମହାନ ବ୍ୟକ୍ତିତ୍ୱ  ଜନ୍ମ ଦିନକୁ ଆଜି ସାରା ପଶ୍ଚିମ ଓଡ଼ିଶାରେ ସମ୍ବଲପୁରୀ ଦିନ୍ ଭାବରେ ପାଳନ କରାଯାଏ । ଏହି  ଅବସରରେ ଆଜି  ସୋନପୁର- ସମ୍ବଲପୁର ରାସ୍ତା ପାର୍ଶ୍ଵ ବ୍ଲକ ଛକ ନିକଟରେ ସମ୍ବଲପୁରୀ ଦିନ୍ ୨୦୨୫ ମହା ଆଡମ୍ବର ସହକାରେ ପାଳିତ ହୋଇଯାଇଛି । ପଶ୍ଚିମାଞ୍ଚଳ ଏକତା ମଞ୍ଚ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ ଓ  ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ , ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, ବୀର ମହାରାଜ ପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ଅରବିନ୍ଦ ବାରିକ ,ନାଟ୍ୟଶ୍ରୀ ଗଦା ଧର ବାରିକ , ଯୁବ ନେତା ଅମିୟ ରଞ୍ଜନ ଦାଶ ଓ ଶ୍ରଦ୍ଧାଞ୍ଜଳୀ ମିଶ୍ର ଯୋଗ ଦେଇ ସମ୍ବଲପୁରୀ ଦିନ ପାଳନ ର ମହତ୍ତ୍ୱ ଓ କୋଷୋଲି ଭାଷା ସାହିତ୍ୟ ସଂସ୍କୃତି କ୍ଷେତ୍ରରେ ସର୍ଗତ ସତ୍ୟ ନାରାୟଣ ବହିଦାର ଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ l ସଭା ପ୍ରାରମ୍ଭରେ ଗୁରୁ ଶ୍ରୀ ସତ୍ୟ ନାରାୟଣ ବହିଦାରଙ୍କ ଫଟୋଚିତ୍ର ରେ ଅତିଥି ମାନେ ଧୂପ ଦୀପ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଏହା ପରେ ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା । ଏହି ଅବସରରେ ବିଶିଷ୍ଟ କଳାକାର ଶାଶ୍ଵତ ତ୍ରିପାଠୀ ଏବଂ ସହଯୋଗୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ରେ ସୋନପୁର ର ବହୁ ବିଶିଷ୍ଟ ବ୍ୟକ୍ତି, ସାମ୍ୱାଦିକ, ସାହିତ୍ୟକ, ସଂସ୍କୃତି ସମ୍ପର୍ଣ୍ଣ ବ୍ୟକ୍ତି, ବରିଷ୍ଠ ନାଗରିକ ଯୋଗ ଦେଇ ଥିବା ବେଳେ  ବିଭିନ୍ନ ଶିକ୍ଷାନୁଷ୍ଠାନ ର ଛାତ୍ର ଛାତ୍ରୀ, କଳାକାର ଅତିଥି ଙ୍କ ସହ ସମ୍ବଲପୁରୀ ନାଚ ଗୀତ ରେ ଖୁବ୍ ମଜା ନେଇ ଥିଲେ l ଯାହାକି ସୋନପୁର ସହରର ଶତାଧିକ ଦର୍ଶକ , ବସ ଯାତ୍ରୀ ଉପଭୋଗ କରିଥିଲେ । ଏହି ଉତ୍ସବ ସଂଯୋଜନା ରେ ଶ୍ରୀ ବହିଦାର ସ୍ମୁତି କମିଟି ର ଅରୁଣ ବହିଦାର, ବିବେକା ପଣ୍ଡା, ସନ୍ତୋଷ ମିଶ୍ର, ଦେବାଶିଷ ପଟ୍ଟନାୟକ, ପ୍ରମୋଦ କୁମାର ସାହୁ, ବେଣୁଧର ପଧାନ, ଲଡୁ କିଶୋର ମଲ୍ଲିକ, ସୁଶାନ୍ତ ପଣ୍ଡା ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026

You Might Also Like