-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ସିନାପାଲିରେ ଗଙ୍ଗାଧର ଜୟନ୍ତୀ ପ୍ରସ୍ତୁତି ସଭା; ସୁସାହିତ୍ଯିକ ସୁଶିଳ କୁମାର ବାଗ, ଗୀତାଶ୍ରୀ ପ୍ରିୟମ୍ଭଦା ଓ ପ୍ରବୋଧ ହୋତା ପାଇବେ ସମ୍ବର୍ଦ୍ଧନା

01-Aug-2025



ସିନାପାଲି(ପରମେଶ୍ଵର ମେହେର): ନୂଆପଡ଼ା ଜିଲ୍ଲାର ଅଗ୍ରଣୀ ସାହିତ୍ଯ ଅନୁଷ୍ଠାନ ଗଙ୍ଗାଧର ସାରସ୍ୱତ ସମିତି ତରଫରୁ ସିନାପାଲି ଠାରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳନ ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଛି l ସମିତିର ସଭାପତି ବୈଷ୍ଣବ ମେହେରଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ସଭାରେ ଏନେଇ ବିଶଦ ଆଲୋଚନା କରାଯାଇ ବିଭିନ୍ନ ଦାୟିତ୍ୱ ବଣ୍ଟନ କରାଯାଇଥିଲା l ଏବର୍ଷ ଜୟନ୍ତୀ ସମାବେଶରେ ମୁଖ୍ଯଅତିଥି ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ବିଶିଷ୍ଟ ଅତିଥି କବି ତଥା ଜିଲ୍ଲାପାଳ ମଧୁସୂଦନ ଦାସ, ମୁଖ୍ଯବକ୍ତା ପ୍ରବାଚିକା ବିଜୟିନୀ ଶତପଥୀ ଓ ସମ୍ମାନିତ ଅତିଥି ସୁସାହିତ୍ଯିକ ସୁଶିଳ କୁମାର ବାଗ ଯୋଗ ଦେବେ ା  ଚଳିତବର୍ଷ ସୁନାମଧନ୍ଯ ସାରସ୍ବତ ପ୍ରତିଭା ସୁଶିଳ କୁମାର ବାଗ, ଗୀତାଶ୍ରୀ ପ୍ରିୟମ୍ଭଦା, ପ୍ରବୋଧ କୁମାର ହୋତାଙ୍କୁ ସମ୍ବର୍ଦ୍ଧିତ କରାଯିବ ବୋଲି ସମିତି ସୂଚନା ଦେଇଛନ୍ତି ା ପ୍ରତିବର୍ଷ ଭଳି କବିତା ସଂକଳନ "ଅମୃତ ଗଙ୍ଗା" ଓ ଇ‐ସାହିତ୍ଯ ପତ୍ରିକା "ସ୍ୱର୍ଣ୍ଣୋଦୟ"କୁ ଅତିଥିମାନେ ଉନ୍ମୋଚନ କରିବେ ା ଏ ଅବସରରେ ଛାତ୍ରଛାତ୍ରୀଙ୍କୁ ନେଇ ବକ୍ତୃତା ଓ ଗୀତ ପ୍ରତିଯୋଗିତା ଏବଂ ଜିଲ୍ଲା ଓ ଜିଲ୍ଲା ବାହାର କବିମାନଙ୍କୁ ନେଇ କବିତା ପାଠୋତ୍ସବ ଅନୁଷ୍ଠିତ ହେବ ା ପ୍ରସ୍ତୁତି ସଭା ପ୍ରାରମ୍ଭରେ ସଂପାଦକ ତରୁଣ କୁମାର ମେହେର ସମସ୍ତଙ୍କୁ ସ୍ବାଗତ କରିଥିଲେ l ସଭାରେ ଡମ୍ୱରୁଧର ମେହେର, ନାରାୟଣ ପାତ୍ର, ନବୀନଚଂଦ୍ର ମେହେର, ଈଶ୍ବର ପ୍ରସାଦ ମେହେର, ଲୋକନାଥ ମେହେର,  ତ୍ରିନାଥ ମେହେର, ବଂଶୀଧର ଜଗତ, ସୂରଜ କୁମାର ମେହେର, ନୀଲାଂଚଳ ମେହେର, ପ୍ରଦ୍ଯୁମ୍ନ କୁମାର ଚିନ୍ଦା, ପ୍ରେମାନନ୍ଦ ମେହେର, ଆଲୋକ କୁମାର ମେହେର, ରଶ୍ମିରଞ୍ଜନ ସା, ହାଡ଼ୁରାମ ମେହେର, ଜିତେଂଦ୍ର ମେହେର, ସାନୁର୍ଯ୍ଯ ମେହେର, ବେଣୁଧର ମେହେର, ପ୍ରଭାତ କୁମାର ମେହେର, ଚୂଡ଼ାମଣି ମେହେର, ଗୌତମ ମେହେର, ଲୋଚନ ମେହେର, ହୄଦାନନ୍ଦ ମେହେର, ଶିବ ପ୍ରସାଦ ମେହେର,  ଭିଷ୍ମରାଜ ମେହେର, ଧବଲେଶ୍ବର ମେହେର, ତିଳେଶ୍ବର ମେହେର, ଶଙ୍କର ମେହେର, ଧନଞ୍ଜୟ ମେହେର, ଚଂଦ୍ରଶେଖର ମେହେର,  ହିମାଂଶୁ ମେହେର, ଡମ୍ବରୁଧର ମେହେର, ପ୍ରମୁଖ ଉପସ୍ଥିତ ରହିଥିଲେ l ଶେଷରେ ଧୄବଚରଣ ପଧାନ ଧନ୍ଯବାଦ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like