-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ ପାଳିତ ଜନ୍ମଭୂମିରୁ କର୍ମଭୂମିକୁ ମଶାଲ ଯାତ୍ରା ଅନୁଷ୍ଠିତ

01-Aug-2025



ସୋନପୁର, (ମନୋରଞ୍ଜନ ତ୍ରିପାଠୀ) ଜନ୍ମମାଟି 
ସୁବର୍ଣ୍ଣପୁରରେ ନିଆରା ଢଙ୍ଗରେ ଗୁରୁ ଶ୍ରୀ ସତ୍ୟନାରାୟଣ ବହିଦାରଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଛି । ଏହି ଅବସରରେ ଜନ୍ମଭୂମି ସୁବର୍ଣ୍ଣପୁରରୁ କର୍ମଭୂମି ସମ୍ବଲପୁରକୁ ଏକ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି ।  ପଶ୍ଚିମ ଓଡିଶାର ପ୍ରଥମ ଓଟିଟି ପ୍ଲାଟଫର୍ମ  'ପଶ୍ଚିମ' ପକ୍ଷରୁ ଏହି ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହି ଯାତ୍ରାକୁ ମା ସୁରେଶ୍ବରୀଙ୍କ ମନ୍ଦିର ପ୍ରାଙ୍ଗଣରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଶୁଭାରମ୍ଭ କରିଥିଲେ । ସତ୍ୟନାରାୟଣ ବହିଦାରଙ୍କ ନାତି ତରୁଣ ବହିଦାରଙ୍କୁ ମଶାଲ ପ୍ରଦାନ କରି ଏହି ଯାତ୍ରାର ସଫଳତା କାମନା କରିଥିଲେ । ଏହା ଦ୍ବାରା ଜନ୍ମ ଭୂମି ସହ କର୍ମ ଭୂମିକୁ ଯୋଡ଼ା ଯାଇ ସୁ ସମ୍ପର୍କ ସ୍ଥାପନ ହୋଇ ପାରିବ ବୋଲି ଜିଲ୍ଲାପାଳ କହିଛନ୍ତି । ମଶାଲ ଯାତ୍ରାରେ ପଶ୍ଚିମ ମିଡିଆ ନେଟୱାର୍କ ପ୍ରାଇଭେଟ ଲିମିଟେଡର ଅଧ୍ୟକ୍ଷ ଶୁଭାଶିଷ ରଥଙ୍କ ସହ ନିର୍ଦ୍ଦେଶକ ଗଣପତି ବାଘ, ଶିବରାମ ମହାପାତ୍ର ଏବଂ  ଧରଣୀଧର ମିଶ୍ର ସାମିଲ ହୋଇଥିଲେ । ନାଟ୍ୟ ନିର୍ଦ୍ଦେଶକ ମନୋଜ ବାରିକଙ୍କ ସହ, କୌଶିକ ଜାଲ, ଗୋପାଳ ମହାକୁଡ, ଦୁଃଶାସନ ମହାନନ୍ଦିଆ ପ୍ରମୁଖ ମଶାଲ ଯାତ୍ରାରେ ସହଯୋଗ କରିଥିଲେ ।  ସୋନପୁର ସହରର ବିଭିନ୍ନ ସ୍ଥାନରେ ସ୍ବଚ୍ଛ ଭାରତ ସଂଗଠନ, ମହାନଦୀ ସାହିତ୍ୟ ସଂସଦ, ରାମଧୂନ କ୍ଲବ ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଶ୍ରୀବତ୍ସ ମଲ୍ଲିକ, ଅନନ୍ତ ରାମ ପାଣିଗ୍ରାହି, ସୌରଭ ରଞ୍ଜନ ଖମାରୀ, ଦିଲ୍ଲୀପ ପାତ୍ର, ସୈଳେନ୍ଦ୍ର ସାହୁ, ପ୍ରମୋଦ ସାହୁ, ରାମ ଅଗ୍ରୱାଲା, ମନୋରଞ୍ଜନ ତ୍ରିପାଠୀ, ଲଡୁ କିଶୋର ମଲ୍ଲିକ, ପୀୟୂଷ ପଣ୍ଡା, ମହାଦେବ ମଲ୍ଲିକ, ମନୋଜ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଯାତ୍ରାର ସଫଳତା କାମନା କରିଥିଲେ । ତେବେ ଉଲୁଣ୍ଡା କଲେଜ, ସିଣ୍ଢୋଲ କଲେଜ ଆଦି ଶିକ୍ଷାନୁଷ୍ଠାନ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ସମ୍ବଲପୁରସ୍ଥିତ ଗୁରୁଶ୍ରୀ ସତ୍ୟନାରାୟଣ ସମ୍ବଲପୁରୀ ଡେରାଠାରେ ଆୟୋଜିତ ସମ୍ବଲପୁରୀ ଦିନ୍ ସମାରୋହରେ ତରୁଣ ବହିଦାର ଉତ୍ସବର କର୍ମକର୍ତ୍ତାଙ୍କୁ ମଶାଲ ପ୍ରଦାନ କରିଥିଲେ । ଆୟୋଜକ ମାନେ ଏହି ଉଦ୍ୟମକୁ ଭୂୟସୀ ପ୍ରଶଂସା କରିଥିଲେ । ସଂସ୍ଥା ତରଫରୁ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜୀବନୀ ଉପରେ ଏକ ସିନେମା ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଉପରେ ଏକ ମେଗା ୱେବ୍‌ସିରିଜ୍ ନିର୍ମାଣ ପାଇଁ ଯୋଜନା କରାଯାଉଥିବା ନେଇ  ଏହି ଅବସରରେ 'ପଶ୍ଚିମ'ର ଅଧ୍ୟକ୍ଷ ଶୁଭାଶିଷ ରଥ ଘୋଷଣା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like