-+91-9937148622 |

prerana_bgr@rediffmail.com |

  Saturday 7th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୟୁଏଏସ ବ୍ୟବସ୍ଥାକୁ ବିରୋଧ

02-Aug-2025



ଆଗଲପୁର(ପ୍ରେରଣା ଖବର): ଆଗଲପୁର ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ସରକାରଙ୍କ ୟୁଏଏସ ନୀତି ପ୍ରତିବାଦରେ ଶତାଧିକ ଶିକ୍ଷକ ଶିକ୍ଷୟତ୍ରୀ ଶୋଭାଯାତ୍ରାରେ ବାହାରି ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଆଗଲପୁର ବିଇଓ ଶ୍ୟାମ ମେହେରଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ବ୍ୟବସ୍ଥାକୁ ସ୍ଥଗିତ ରଖାନଗଲେ

ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ସଂଘ କର୍ମକର୍ତ୍ତା ପ୍ରକାଶ କରିଛନ୍ତି। ବିଦ୍ୟାଳୟ ସ୍ତରରେ ୟୁଏଏସ ନିମନ୍ତେ କୌଣସି ପ୍ରକାର ଭିତ୍ତିଭୂମି ଆଦୌ ନଥିବା ଶିକ୍ଷକ ଶିକ୍ଷୟତ୍ରୀ ପ୍ରକାଶ କରିଛନ୍ତି। ଏହି ଅବସରରେ ଓପିଏସ ସଭାପତି ଦୁର୍ଯୋଧନ ପଶାୟତ, ସମ୍ପାଦକ ଦିଲ୍ଲୀପ ବେହେରା,

ଏନପିଏସ ସଭାପତି ଗୋବିନ୍ଦ ସାହୁ, ସମ୍ପାଦକ ରମେଶ ଚନ୍ଦ୍ର ତ୍ରିପାଠୀ, ଏକ୍ସ କ୍ୟାଡ଼ର ସଭାପତି ମୁରଲୀ ପଧାନ ତଥା ସଂଘ କର୍ମକର୍ତ୍ତା ଯୁଗିନ୍ଦ୍ର ଦାସ, ସୁଶାନ୍ତ ନନ୍ଦ, ଅନିରୁଦ୍ଧ ଭୋଇ, ଜ୍ୟୋତିର୍ମୟ ମିଶ୍ର, ପ୍ରମୋଦ ସାହୁ, ଧର୍ମେନ୍ଦ୍ର ସାହୁ, ନୀଳକଣ୍ଠ ସାହୁ, ଦେବାଶିଷ ସାହୁ, କବିତା ବାଗ, ସରୋଜିନୀ ନନ୍ଦ, ସବ୍ୟସାଚୀ ନାଏକ,ସୁଦାମ ନାଏକ ପ୍ରମୁଖଙ୍କ ସମେତ ବହୁ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   06-Nov-2026
  ଜିଲ୍ଲା  
ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   06-Nov-2026
  ଜିଲ୍ଲା  
ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   06-Nov-2026
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026

You Might Also Like