-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ଭାରତ ବିକାଶ ପରିଷଦ ସୋନପୁର ତରଫ ରୁ କେନ୍ଦୀୟ ବିଦ୍ୟାଳୟ ସୋନପୁର ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ,,, ଅନୁଷ୍ଠିତ ଜିଲ୍ଲାପାଳ ଶ୍ରୀଯୁକ୍ତ ନୃପରାଜ ସାହୁ ବୃକ୍ଷ ରୋପଣ କରି ଶୁଭାରମ୍ଭ କଲେ

02-Aug-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ଭାରତ ବିକାଶ ପରିଷଦ ସୋନପୁର ତରଫ ରୁ କେନ୍ଦୀୟ ବିଦ୍ୟାଳୟ ସୋନପୁର ଠାରେ  ବୃକ୍ଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି, ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀଯୁକ୍ତ ନୃପରାଜ ସାହୁ ଉପସ୍ଥିତ ରହି ନିଜେ ବୃକ୍ଷ ରୋପଣ କରି ଶୁଭାରମ୍ଭ କରିଥିଲେ. ବର୍ତ୍ତମାନ ସମୟରେ ଯେଉଁ ବୈଶ୍ୱିକ ଉଷ୍ମତା ବୃଦ୍ଧି ପାଉଛି ଏବଂ ଧରା ପୃଷ୍ଟ ରୁ ବୃକ୍ଷ ସଂଖ୍ୟା ଦିନକୁ ଦିନ ହ୍ରାସ ପାଉଛି, ସେହି ପରିପ୍ରେକ୍ଷୀରେ ଧରଣୀ ମାତାକୁ ସବୁଜ ଶୀତଳ ଏବଂ ସୁରକ୍ଷିତ ରଖିବାରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ଆଶାପୋଷଣ କରାଯାଉଛି. ଭାରତ ବିକାଶ ପରିଷଦ ର ପାଞ୍ଚଟି ବିଭାଗ ମଧ୍ୟରୁ ପର୍ଯ୍ୟାବରଣ ବିଭାଗ ର ପ୍ରଥମ କାର୍ଯ୍ୟକ୍ରମ ଏହି ବୃକ୍ଷ ରୋପଣ ଦ୍ୱାର ଆରମ୍ଭ କରାଯାଇଛି. ଏହି କାର୍ଯ୍ୟକ୍ରମ ରେ ଜିଲ୍ଲପାଳ ଶ୍ରୀଯୁକ୍ତ ନୃପରଳ ସାହୁ ଓ  ଅତିରିକ୍ତ ଜିଲ୍ଲପାଳ ଶ୍ରୀମତୀ ଅଞ୍ଜଲିନା ପ୍ରଧାନ ମୁଖ୍ୟ ଅତିଥି ଓ  ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ.

ବିଦ୍ୟାଳୟ ର ପ୍ରାଚାର୍ଯ୍ୟ ଦିଗନ୍ତ କୁମାର ମହାପାତ୍ର ଙ୍କ ପୂର୍ଣ୍ଣ ସହାୟତା ରେ ତଥା ଅନୁଷ୍ଠାନ ର ସମସ୍ତ ସହକର୍ମୀ ମାନଙ୍କ ସହଯୋଗରେ ଏହି କାର୍ଯ୍ୟଟି ସୁଚାରୁ ରୂପ ସମ୍ପାଦନ ହୋଇଥିଲା. ଭାରତ ବିକାଶ ପରିଷଦ ର ସଭାପତି ଦୁର୍ଯ୍ୟୋଧନ ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଏହି କାର୍ଯ୍ୟକ୍ରମ ଟି ହୋଇଥିବା ବେଳେ ସମ୍ପାଦକ ଉମାକାନ୍ତ ନାଗ, ପର୍ଯ୍ୟାବରଣ ପ୍ରମୁଖ ସୁଶୀଲ କୁମାର ପାରଧିଆ ଓ ହରିଶଙ୍କର ମିଶ୍ର ସମସ୍ତ ପ୍ରକାର ସହଯୋଗ କରଥିଲେ. ଅନ୍ୟ ସଦସ୍ୟ ମାନଙ୍କ ମଧ୍ୟରେ କୋଷାଧକ୍ଷ କ୍ଷୀରୋଦ କୁମାର ମେହେର ଉଦ୍ୟାନ ବିଭାଗ ର ଅତିରିକ୍ତ ନିର୍ଦେଶକ ହୃଷିକେଶ ଦାଶ, ବୈକୁଣ୍ଠ ନାଥ ଶତପଥୀ, ଡା ଦେବୀପ୍ରସାଦ ମହାପାତ୍ର, ଶିବପ୍ରସାଦ ପାତ୍ର, ପ୍ରମୋଦ କୁମାର ସାହୁ,  ପଦ୍ମଲୋଚନ ମିଶ୍ର, ବିଶ୍ୱନାଥ ମେହେର, ଚନ୍ଦନ ପ୍ରହରାଜ, ଜ୍ୟୋତିର୍ମୟ ମିଶ୍ର, ମନୋଜ କୁମାର ଅଗ୍ରୱାଲ, ଜଳଧର ସାହୁ, ଆଡ଼ଭୋକେଟ ପ୍ରଫୁଲ୍ଲ କୁମାର ସାହୁ ଏବଂ ମହିଳା ସହଭାଗିତା ରେ ଅଧ୍ୟାପିକା ଡ଼. ପ୍ରତିମା ରଥ, ଅଧ୍ୟାପିକା ସୁନନ୍ଦା ସାହୁ, କବିତା ପଧାନ, ନିରୁପମା ପାରଧିଆ, ଲଷ୍ମୀପ୍ରିୟା ପାଣିଗ୍ରାହୀ, ସୁଜାତା ନାଗ, ଶ୍ରୀମତୀ କେ କୁମାରୀ, ସ୍ମିତାରାଣୀ ମେହେର, ଶ୍ରଦ୍ଧାଞ୍ଜଳି ମିଶ୍ର ଙ୍କ ସହିତ ବିଦ୍ୟାଳୟ ର ସମସ୍ତ ଛାତ୍ର ଛାତ୍ରୀ ଏହି କାର୍ଯ୍ୟକ୍ରମ ରେ ସାମିଲ ହୋଇ ସୁନ୍ଦର ଧରଣୀ କୁ ସବୁଜ ସୁନ୍ଦର କରିବାରେ ସଂକଳ୍ପ ନେଇଥିଲେ.


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like