-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ବରପାଲି ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା

02-Aug-2025



ବରପାଲି, (ସୁଦାମ ଦୀପ)
ବରପାଲି ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଠାରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପ୍ରମୁଖ ଡା.ଶଙ୍କର୍ଷଣ ମେହେର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସହିତ ବିଜ୍ଞାନର ବାର୍ତ୍ତା ସଂପର୍କରେ ଆଲୋକପାତ  କରିଥିଲେ । ବିଦ୍ୟାଳୟର ପ୍ରଧାନଆଚାର୍ଯ୍ୟ ନିରଞ୍ଜନ ହୋତା ଅତିଥି ପରିଚୟ ସହିତ ବିଜ୍ଞାନର ସଦୁପଯୋଗ କିପରି କରିବା ସେ ସଂପର୍କରେ ମତ ରଖିଥିଲେ । ଗୁରୁଜୀ ରବୀନ୍ଦ୍ର ସାହୁ ସଂଯୋଜକ ଭାବେ ଦାୟିତ୍ଵ ତୁଳାଇଥିଲେ । ବରିଷ୍ଠ ବିଜ୍ଞାନ ଗୁରୁଜୀ ଧର୍ମେନ୍ଦ୍ର ପୂଜାରୀ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ । ବିଜ୍ଞାନ ମେଳାରେ ସର୍ବମୋଟ ‌୩୫୭ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ପ୍ରକଳ୍ପ ଗୁଡ଼ିକ ଦେଖିବା ପାଇଁ ବହୁ ସଂଖ୍ୟାରେ ଅଭିଭାବକ ଅଭିଭାବିକା ଉପସ୍ଥିତ ଥିଲେ। ପ୍ରକଳ୍ପ ଗୁଡିକର ମୂଲ୍ୟାୟନ ପାଇଁ ସତ୍ୟନାରାୟଣ ମିଶ୍ର, ଅନ୍ତର୍ଯ୍ୟାମୀ ବେହେରା,ଅଶୋକ ପଣ୍ଡା, ଲଳାଟେନ୍ଦୁ ରଣା,ମନୋଜ ବାରିକ,ବୀର କିଶୋର 
ପଧାନ ପ୍ରମୁଖ ଯୋଗଦେଇଥିଲେ ।ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରକଳ୍ପ ଗୁଡ଼ିକ ଆଗାମୀ ସମୟରେ ହେବାକୁ ଥିବା ସଂକୁଳ ସ୍ତରୀୟ ବିଜ୍ଞାନମେଳାରେ ପ୍ରଦର୍ଶିତ ହେବ ବୋଲି ସୂଚନା ଦିଆଯାଇଥିଲା । ଏଥିରେ ବିଦ୍ୟାଳୟର ସମସ୍ତ ଗୁରୁଜୀ, ଗୁରୁମା, ସେବକ ସେବିକା ବିଭିନ୍ନ ଦାୟିତ୍ୱ ସମ୍ପାଦନ କରିଥିଲେ । ପରିଚାଳନା ସମିତିର ସଦସ୍ୟବୃନ୍ଦ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଲ୍ୟ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like