-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ରାଜ୍ୟ

ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ କପସିଲା ପି.ଏମ୍.ଶ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ

02-Aug-2025



ତୁଷୁରା(ପଞ୍ଚାନନ ନାଏକ): ତୁଷୁରା କ୍ଲଷ୍ଟରସ୍ତରୀୟ ଦ୍ବିତୀୟ ମାସିକ ବୈଠକ କପସିଲା ପି.ଏମ୍‌.ଶ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନ୍ମଥ ରାଜହଂସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଉକ୍ତ ବୈଠକରେ ଏବିଇଓ ବିପିନ ବାଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅଗଷ୍ଟ ମାସର ଶୈକ୍ଷିକ କ୍ୟାଲେଣ୍ଡର ର ସଠିକ କ୍ରିୟାନ୍ବୟନ ଉପରେ ଗୁରୁତ୍ୱାରୋପ କରିଥିଲେ। ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ସିଆର୍‌ସିସି ଜଗମୋହନ ତ୍ରିପାଠୀ ୟୁଏଏସ୍, ୟୁଡାଇସ୍ ପ୍ଲସ୍ ଓ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଯଥାଶୀଘ୍ର ସଂପୂର୍ଣ୍ଣ କରିବା ପାଇଁ ପରାମର୍ଶ ଦେଇଥିଲେ। ସାଧନ କର୍ମୀ ଭାବେ ପୂରନ୍ ମେହେର ଯୋଗ ଦେଇ ଅଗଷ୍ଟ ମାସର ଏଜେଣ୍ଡା ଉପରେ ଆଲୋଚନା କରିଥିଲେ। ଶେଷରେ ତୁଷୁରା ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ପ୍ରଧାନ ଶିକ୍ଷୟିତ୍ରୀ ନିବେଦିତା ଭୋଇ, ଗୀତାଞ୍ଜଳି ପ୍ରଧାନ, ପ୍ରଧାନ ଶିକ୍ଷକ ଦୁତିଆ ସେଠ, ପ୍ରମୋଦ ନାଏକ, ଚନ୍ଦ୍ରଧ୍ବଜ ମେହେର, ମୋହନ ଭୋଇ, ସହକାରୀ ଶିକ୍ଷୟିତ୍ରୀ ପ୍ରଶାନ୍ତି ଦାସ, ମିଲି ପୁରୋହିତ, ଦୁର୍ଗାମଣି ମହାନନ୍ଦ, ସହକାରୀ ଶିକ୍ଷୟିତ୍ରୀ ପ୍ରଭାତ କିଶୋର ରାଏ, ତହସିଲ ଭୋଇ, ସ୍ନେହାଶିଷ ତ୍ରିପାଠୀ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ। ସ୍ଥାନୀୟ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକ,ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like