-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ପୂର୍ବତନ ଟାଉନଥାନା ଅଧିକାରୀ କୁଶ ପ୍ରସାଦ ମୁଣ୍ଡ ଙ୍କ ପରଲୋକ

02-Aug-2025



ବଲାଙ୍ଗୀର(ପ୍ରେରଣା ଖବର): ଜଣେ ମେଳାପୀ ଓ ଅମାୟିକ ବ୍ଯକ୍ତି ଭବରେ ଜଣାଶୁଣା ପୂର୍ବତନ ବଲାଙ୍ଗୀର  ଟାଉନ୍ ଥାନା ଅଧିକାରୀ କୁଶ ପ୍ରସାଦ ମୁଣ୍ଡ ଙ୍କ ଗତକାଲି ୭୪ ବର୍ଷ ବୟସରେ ପରଲୋକ ହୋଇଯାଇଛି l ଶ୍ରୀ ମୁଣ୍ଡ କିଛି ଦିନ ହେଲା ଅସୁସ୍ଥତା ଯୋଗୁଁ ବେଙ୍ଗଲୋର ର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ l ୧୯୯୨ ରୁ ୨୦୦୩ ମଧ୍ୟରେ ବଲାଙ୍ଗୀର ଟାଉନ୍ ଥାନାରେ ବିଭିନ୍ନ ଅଧିକାରୀ ଭାବରେ କାର୍ଯ୍ୟ କରିବା ପରେ ବୌଦ୍ଧ ଡି ଏସ୍ ପି ଭାବରେ କାର୍ଯ୍ୟ କରି ଅବସର ଗ୍ରହଣ କରିଥିଲେ l ଆଜି କୁଶ ପ୍ରସାଦ ଙ୍କ ପାର୍ଥିବ ଶରିର ତାଙ୍କ ତୁଳସୀ ନଗର ସ୍ଥିତ ବାସଭବନକୁ ଅଣାଯାଇ ଥିଲା l ମୃତ୍ୟୁ ଶଯ୍ୟାରେ ତାଙ୍କର ଧର୍ମପତ୍ନୀ ବୀଣାପାଣି, ବୋହୂ ଉପାସନା,ଝିଅ ପ୍ରୀତିଲତା ଓ ନାତି ରୋହନ ଉପସ୍ଥିତ ଥିଲେ l ବଲାଙ୍ଗୀର ହାଟପଦା ପଡା ଶ୍ମଶାନ ଠାରେ ତଙ୍କର ଅନ୍ତିମ ସଂସ୍କାର କରାଯାଇଥିବା ବେଳେ ବଡ଼ପୁଅ ସାଗର ସମ୍ରାଟ ମୁଖାଗ୍ନି ଦେଇଥିଲେ l ନିଷ୍ଠାପର ପୋଲିସ ଅଧିକାରୀ କୁଶ ପ୍ରସାଦ ମୁଣ୍ଡ ଙ୍କ ପରଲୋକ ରେ ତୁଳସୀ ନଗର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like