-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଶିଶୁ ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ

02-Aug-2025



ସୋନପୁର:   ଆଜି ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, ସୋନପୁରଠାରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଉଦ୍ଘାଟନ ସଭାରେ ଡ. ଅନିଲ ଗଙ୍ଗଦେବ, ପ୍ରାକ୍ତନ ପଦାର୍ଥ ବିଜ୍ଞାନ ପ୍ରାଧ୍ୟାପକ, ସୋନପୁର ମହାବିଦ୍ୟାଳୟ, ଉପସ୍ଥିତ ମାନବ ଜୀବନରେ ବିଜ୍ଞାନର ପ୍ରଭାବ ଓ ଆବଶ୍ୟକତା ଉପରେ ଅଲୋଚନା କରିଥିଲେ । ଶିଶୁ ବାଟିକା ଶ୍ରେଣୀଠାରୁ ମାଧ୍ୟମିକ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୨୫୫ ଟି ବିଜ୍ଞାନ ଓ ଗଣିତ ପ୍ରକଳ୍ପ ସ୍ଥାନିତ ହୋଇଥିଲା । ବିଦ୍ୟାଳୟର ଉପସଭାପତି ଡ. ଗୀତାଞ୍ଜଳି ମିଶ୍ରଙ୍କ ସଭାପତିତ୍ଵରେ ଆୟୋଜିତ ଉଦ୍ଘାଟନ ସଭାରେ ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସୁବାସ ଚନ୍ଦ୍ର ମିଶ୍ର ଅତିଥି ପରିଚୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ବିଭିନ୍ନ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଶିକ୍ଷୟିତ୍ରୀ ଯଥା – ସର୍ବଶ୍ରୀ ଚକାନୟନ ମେହେର, ପ୍ରତ୍ୟୁଷ କୁମାର ସାହୁ, ତ୍ରିବିକ୍ରମ ପାତ୍ର, ଶ୍ଯାମ ସୁନ୍ଦର ପାତ୍ର, ଏନ. ସୁସନ୍ନା, ବିଶ୍ଵମ୍ଭର ମନହିରା ପ୍ରମୁଖ ନିର୍ଣ୍ଣାୟକ ଭାବେ ଯୋଗ ଦେଇ ଶିଶୁ ବୈଜ୍ଞାନିକମାନଙ୍କ ମଧ୍ୟରୁ ଉତ୍ତମ ପ୍ରଦର୍ଶନ କରିଥିବା ଶିଶୁଙ୍କୁ ଚୟନ କରିବାରେ ସହଯୋଗ କରିଥିଲେ । ଶିଶୁ ଭଉଣୀମାନଙ୍କ ଦ୍ଵାରା ସାମୂହିକ କଣ୍ଠ ସଙ୍ଗୀତ ପରିବେଶଣ କରାଯାଇଥିଲା । ପୂର୍ବରୁ ବିଦ୍ୟାଳୟରେ ବିଜ୍ଞାନ ବିଭାଗରେ ପତ୍ର ବାଚନ, ପ୍ରଶ୍ନମଞ୍ଚ, ପ୍ରୟୋଗ; ଗଣିତ ବିଭାଗରେ ପତ୍ର ବାଚନ, ପ୍ରଶ୍ନମଞ୍ଚ, ପ୍ରୟୋଗ ତଥା ସଂସ୍କୃତିବୋଧ ପରିଯୋଜନା ବିଭାଗରେ ପତ୍ର ବାଚନ, ପ୍ରଶ୍ନମଞ୍ଚ, ଆଶୁଭାଷଣ, କଥାକଥନ, ନିବନ୍ଧ ଲିଖନ, ମୃଣ୍ମୟ କଳା ଆଦି ପ୍ରତିଯୋଗିତା ମାନ ଅନୁଷ୍ଠିତ ହୋଇ ଯାଇଛି । ଏହି ସମସ୍ତ ପ୍ରତିଯୋଗିତାରେ ଉତ୍ତମ ପ୍ରଦର୍ଶନ କରିଥିବା ଶିଶୁମାନଙ୍କୁ ଆଜି ପୁରସ୍କୃତ କରଯାଇଥିଲା । ବିଜ୍ଞାନ ଗୂରୁମା ଶ୍ରୀମତୀ ସୌଦାମିନୀ ହୋତାଙ୍କ ପରିଚାଳନାରେ  ତଥା ସମସ୍ତ ଗୁରୁଜୀ ଗୁରୁମା ଓ ସେବକ ସେବିକାଙ୍କ ସହଯୋଗ କ୍ରମେ ଜ୍ଞାନ ବିଜ୍ଞାନ ମେଳା ସମାହିତ ହୋଇଯାଇଛି । ଶେଷରେ ବିଦ୍ୟାଳୟର ସମ୍ପାଦକ ଡ. କୈଲାଶ ଚାନ୍ଦ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିବା ସହ ବିଜ୍ଞାନର ଉତ୍କର୍ଷତା ପଛରେ ରହିଥିବା ବୈଜ୍ଞାନିକଗଣଙ୍କ ବଳିଦାନ ବିଷୟରେ ଆଲୋକପାତ  କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like