-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କୁମ୍ଭୀର ଖୋଜିବାରେ ନାକେଦମ ହେଲେଣି ବନ ବିଭାଗ

03-Aug-2025



କାଲିମେଳା(ସନ୍ତୋଷ କୁମାର ପଣ୍ଡା)କୁମ୍ଭୀର ଖୋଜିବାରେ ନା କେଦମ ହେଲେଣି ବନ ବିଭାଗ । ଡ୍ରୋନ କ୍ୟାମେରାରେ କୁମ୍ଭୀର ଦୃଶ୍ୟ ଦେଖିବା ପରେ ପୋଖରୀରେ ଜାଲ ପକାଇ କୁମ୍ଭୀର ଧରିବା ପାଇଁ ବନ ବିଭାଗ ଉଦ୍ୟମ ଜାରି ରଖିଛି ।ମାଲକାନଗିରି ଜିଲ୍ଲା ମୋଟୁ ବନାଞ୍ଚଳ ଅନ୍ତର୍ଗତ ଏମ.ପି.ଭି ୮୩ ଗ୍ରାମରେ ଥିବା ଏକ ବଡ଼ ପୋଖରୀ ଗତ କିଛି ଦିନ ହେବ କୁମ୍ଭୀର ବୁଲୁଥିବା ଦେଖି ଗ୍ରାମବାସୀ ଭୟଭୀତ ହୋଇ ବନ ବିଭାଗକୁ ଜଣାଇଥିଲେ। ବନବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଁଚି କୁମ୍ଭୀର ଧରିବା ପାଇଁ ଉଦ୍ୟମ କରି ବିଫଳ ହେବା ପରେ ପୋଖରୀ ପାଖରେ ଏକ ବ୍ୟାନର ଲଗାଇ ପୋଖରୀରେ ସ୍ନାନ ନ କିମ୍ବା କିଛି କାରବାର ନ କରିବା ପାଇଁ ଜନ ସଚେତନତା କରାଯାଇଛି। ଏହା ବ୍ୟତିତ ଡାକବାଜି ଯନ୍ତ୍ର ସହାୟତାରେ ଗ୍ରାମର ସର୍ବ ସାଧାରଣ ଜନତାଙ୍କୁ କୁମ୍ଭୀର ପୁଷ୍କରିଣୀରେ ଥିବା ସତର୍କ ସୂଚନା ପ୍ରଦାନ କରାଯାଇଛି। ଗତ ଦୁଇ ଦିନ ହେବ ଏହି କୁମ୍ଭୀର ଗତିବିଧିକୁ ଡ୍ରୋନ୍ କ୍ୟାମେରା ଦ୍ବାରା ଫଟୋ ଚିତ୍ର ଉତ୍ତୋଳନ କରାଯାଇ ଜୋର ଦାର ଜାଲ ପକାଇ ଖୋଜା ଚାଲୁଛି । ହେଲେ ପୋଖରୀରେ ଅଧିକ ପାଣି ଥିବାରୁ କୁମ୍ଭୀରଟି ଧରାପଡ଼ୁ ନାହିଁ ।
ଏମପିଭି-୮୩ ଗ୍ରାମରେ ଥିବା ପୋଖରୀ ଟି ୨୦୦ ମିଟର ପ୍ରସ୍ଥ ଓ ଦୈର୍ଘ୍ୟ ୫୦୦ ମିଟର ବିଶିଷ୍ଟ ଅଟେ। ଏଠାରେ ଗୋଟିଏ କୁମ୍ଭୀର ଆସି ରହିଯାଇଛି ବୋଲି ମୋଟୁ ବନାଞ୍ଚଳ ଅଧିକାରୀ ରଶ୍ମୀରଂଜନ ସ୍ବାଇଁ କହିଛନ୍ତି । ଗତ ଦୁଇ ଦିନ ହେଲା କୁମ୍ଭୀର ଟିକୁ ଉଦ୍ଧାର ଲାଗି ପ୍ରୟାସ ଜାରି ରହିଛି । ପୋଖରୀଟି ବଡ଼ ଥିବାରୁ ତାକୁ ଜାଲରେ ଧରିବା ସହଜ ହୋଇ ପାରୁ ନାହିଁ। ଲୋକକୁ ଦେଖିବା ପରେ କୁମ୍ଭୀରଟି ଜଳ ମଧ୍ୟରେ ଆତ୍ମ ଗୋପନ କରୁଛି । ସ୍ୱତନ୍ତ୍ର ଭାବେ ଉଦ୍ଧାର କାରି ଟିମ ଗଠନ କରାଯାଇ ବନ ବିଭାଗ ଅଧିକାରୀ ଓ କର୍ମଚାରୀମାନେ ପୋଖରୀ ନିକଟରେ କ୍ୟାମ୍ପ କରି ରହି କୁମ୍ଭୀର ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଖୁବଶୀଘ୍ର କୁମ୍ଭୀରଟି ଧରା ପଡିଯିବ ବୋଲି ସହକାରି ବନ ସଂରକ୍ଷକ (ଏସିଏଫ ) ମୁନସୁନ ଖେମୁଣ୍ଡୁ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like