-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ମୁଖ୍ୟ ରାସ୍ତା ଉପରେ ବାଡ଼, ପ୍ରଶାସନ ନୀରବ

03-Aug-2025



ବରୀ (ରଞ୍ଜିତ ମହାନ୍ତି): ଗୋଳକୁଣ୍ଡ ଇନ୍ଦୁପୁର ରାସ୍ତାର ମିର୍ଜାପୁର ଅଂଶରେ ପ୍ରାୟ ଦେଢ଼ ବର୍ଷରୁ ଉର୍ଦ୍ଧ୍ବ ହେବ ବାଡ଼ ପୋତା ଯାଇଛି। ଫଳରେ ମୁଖ୍ୟ ରାସ୍ତାଟି ଏଠାରେ ଅଣଓସାରିଆ ହୋଇଯିବା ଯୋଗୁଁ ଯାତାୟାତରେ ଅସୁବିଧା ଦେଖାଦେଇଛି । ସରକାରୀ ନକ୍ସାରେ ଏଠାରେ ରାସ୍ତା ନାହିଁ । ପୂର୍ବରୁ ଜରି ଘାଇ ବନ୍ଧ ପାଖରୁ ବଣିଆ ସାହି ପର୍ଯ୍ୟନ୍ତ ଏକ ପାଦ ଚଲା ରାସ୍ତା ରହିଥିଲା। ପ୍ରଥମେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଗୋଳକୁଣ୍ଡ ଇନ୍ଦୁପୁର ରାସ୍ତା ନିର୍ମାଣ କରାଯିବା ସମୟରେ ଜରି ଘାଇ ବନ୍ଧ ପାଖରୁ ଗାଆଁ ଭିତର ରାସ୍ତାକୁ ବାଦ ଦିଆଯାଇ ଏହି ରାସ୍ତା ନିର୍ମାଣ କରାଯାଇଥିଲା। ରାସ୍ତା ହେଲା ପରେ ଗାଆଁ ଭିତରୁ ଲୋକମାନେ ଧୂରେଟ୍‌ରେ ରାସ୍ତା କଡ଼କୁ ଉଠି ଆସିଲେ। ମିର୍ଜାପୁର ଏହି ଅଂଶରେ ରାସ୍ତା କଡ଼କୁ ମନ୍ଦିର ନିର୍ମିତ ହୋଇଛି । ମନ୍ଦିରର ଆର ପଟରେ ଜଣେ
ବ୍ୟକ୍ତି ଘର ମଧ୍ୟ କରିଛନ୍ତି । ଗତ ୨୦୨୨ ମସିହାରେ ଗ୍ରାମ୍ୟ ଉନ୍ନୟନ ରାସ୍ତା ଯେତେବେଳେ ଗୃହ ଓ ରାସ୍ତା ନିର୍ମାଣ ବିଭାଗ ଅଧାନକୁ ଗଲା ସେତେବେଳକୁ ବିଭାଗୀୟ ନିୟମ ଅନୁଯାୟୀ ପୁରୁଣା ରାସ୍ତାରେ ମରାମତି
ବା ନିର୍ମାଣ କରାଯାଇ ଏହାକୁ ଚଉଡ଼ା କରାଗଲା। ତେବେ ମନ୍ଦିର ଓ ବ୍ୟକ୍ତିଗତ ଜମି ଭିତରେ ପୁରୁଣା ରାସ୍ତାଟି ବ୍ୟବଧାନ ଥିବାରୁ ଆଉ ଅଧିକ ଚଉଡ଼ା ସମ୍ଭବ ହେଲା ନାହିଁ । ରାସ୍ତା କଡ଼ ଘର ମାଲିକଙ୍କର ଯାଗା ମନ୍ଦିର
ପାଚେରି ଭିତରକୁ ଥ‌ିବା ଦର୍ଶାଇ ସେ ନିଜ ଘର ପଟକୁ ରାସ୍ତା ଚଉଡ଼ା ହେବାର ଚାହିଁ ନଥିଲେ । ଫଳରେ ପୁରୁଣା ରାସ୍ତା ସୀମାନ୍ତ ଉପରେ ସେ ବାଡ଼ ପୋତି ଦେଇଛନ୍ତି। ବାଡ଼ ଓ ମନ୍ଦିର ଭିତରେ ମାତ୍ର ୮ ଫୁଟ୍ ରହିଛି। କେବଳ ଅଟୋ ଓ ଛୋଟିଆ ଚାରି ଚକିଆ ଯାନ ଏହି ବାଟ ଦେଇ ଯାତାୟାତ କରି ପାରୁଥିବା ବେଳେ ବଡ଼ ଗାଡ଼ି ଓ ଆମ୍ବୁଲାନ୍ସ ଏହି ବାଟ ଦେଇ ଯାଇ ପାରୁ ନାହିଁ। ମୁଖ୍ୟ ରାସ୍ତା ଉପରେ ଏହା ଏକ ସ୍ପର୍ଶକାତର ଘଟଣା ହୋଇଥିଲା ପ୍ରଶାସନିକ ଅଧିକାରୀମାନେ ନୀରବ ରହିବା ଘଟଣା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ପ୍ରଶାସନ ଏହାର ସମାଧାନ ସ୍ବରୂପ ମାପ ଚୁପ କରାଇ ଏଠାରେ ରାସ୍ତାଟିକୁ ଯାତାୟାତ ଉପଯୋଗୀ କରାଇବା ପାଇଁ ସାଧାରଣରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like