-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||      କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||     

HOME   ଜିଲ୍ଲା

ବିଶ୍ୱ ସ୍ତନ୍ୟ ପାନ ସପ୍ତାହ

03-Aug-2025



କେନ୍ଦୁଝର(ପ୍ରେରଣା ଖବର): କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟ ଟ୍ରେନିଂ ହଲରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ସୁନାମଧନ୍ୟ ବରିଷ୍ଠ ଶିଶୁ ଡାକ୍ତର ମହେଶ ପ୍ରସାଦ ମହାନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । କେନ୍ଦୁଝର ନଗରପାଳ ନିକୁ ସାହୁ ମୁଖ୍ୟ ଅତିଥି, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ବିନୋଦ ବିହାରୀ ମିଶ୍ର ସମ୍ମାନିତ ଅତିଥି, ଧରଣୀଧର ଭେଷଜ ମହାବିଦ୍ୟାଳୟ ମହିଳା ଶିଶୁ ବିଭାଗ ମୁଖ୍ୟ ଡାକ୍ତର ପ୍ରଫେସର ସୁରେନ୍ଦ୍ର ନାଥ ସୋରେନ, ଧରଣୀଧର ଭେଷଜ ମହାବିଦ୍ୟାଳୟ ଶିଶୁ ବିଭାଗ ମୁଖ୍ୟ ଡାକ୍ତର ପ୍ରଫେସର ସାଧନା ପଣ୍ଡା, ମହିଳା ଓ ଶିଶୁ ବିଶେଷଜ୍ଞ ଡାକ୍ତର ଗିରିଶ ଚନ୍ଦ୍ର ରାଉତ, ସହକାରୀ ଜିଲ୍ଲା ପରିବାର କଲ୍ୟାଣ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଲକ୍ଷ୍ମୀ କାନ୍ତ ମହାନ୍ତ, ଅବସରପ୍ରାପ୍ତ ସିଡିଏମଓ ଡାକ୍ତର ଉପେନ୍ଦ୍ର ନାଥ ବାରିକ ଅନ୍ୟତମ ଅତିଥିଭାବେ ଯୋଗ ଦେଇ "ପ୍ରଥମେ ମା କ୍ଷୀର "ସମ୍ପର୍କ ରେ ବିସ୍ତୃତ ଆଲୋଚନା ଓ ସୁପରିଚାଳନା ଓ ଆବଶ୍ୟକତା ଏବଂ ଏହାଦ୍ୱାରା ମା ଶିଶୁଙ୍କ ଉତ୍ତମ ସ୍ୱାସ୍ଥ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ଡାକ୍ତର ମହେଶ ମହାନ୍ତ ପ୍ରାରମ୍ଭିକ ଆଲୋଚନା ପିପିଟି ମାଧ୍ୟମରେ କରି ବହୁ ଜ୍ଞାତବ୍ୟ ତଥ୍ୟ ପ୍ରଦାନ କରିଥିଲେ,ସପ୍ତାହ ଶେଷ ଦିବସରେ ସ୍ଥାନୀୟ କେନ୍ଦୁଝର ଅଡିଟରୀୟମରେ ଏକ ବିରାଟ କର୍ମଶାଳାର ଆୟୋଜନ କରାଯିବ ବୋଲି ଆୟୋଜକ ପ୍ରକାଶ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୋସେବା ଶିବିର   29-Apr-2026
  ଜିଲ୍ଲା  
ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ   29-Apr-2026
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026

You Might Also Like