-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||     

HOME   ଜିଲ୍ଲା

ତୁଷୁରାରେ ୫୫ଜଣଙ୍କୁ ପ୍ରଧାନମନ୍ତ୍ରୀ ଆବାସ, ୧୨ଜଣଙ୍କୁ ଭର୍ତ୍ତା ଓ ଜଣଙ୍କୁ ପଟ୍ଟା ପ୍ରଦାନ

03-Aug-2025



ତୁଷୁରା(ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ତୁଷୁରା ଏନଏସି କାର୍ଯ୍ୟାଳୟ ପରିସରରେ ଶନିବାର ୫୫ଜଣଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ନିର୍ମାଣପାଇଁ କାର୍ଯ୍ୟାଦେଶ, ୧୨ଜଣଙ୍କୁ ଭର୍ତ୍ତା ଓ ବସୁନ୍ଧରା ଯୋଜନାରେ ଜଣଙ୍କୁ ପଟ୍ଟା ପ୍ରଦାନ କରାଯାଇଛି। ଟିଟିଲାଗଡ ବିଧାୟକ ନବୀନ ଜୈନ ମୁଖ୍ଯ ଅତିଥି ଭାବେ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଥିବା ବେଳେ ଏନଏସି ଅଧ୍ୟକ୍ଷ ଅଜୟ ଜୟଶ୍ୱାଳ, ତୁଷୁରା ତହସିଲଦାର ତଥା ଏନଏସି କାର୍ଯ୍ୟନିର୍ବାହ ଅଧିକାରୀ ଆର୍ତ୍ତତ୍ରାଣ ଥାର୍ଟି, ପୂର୍ବତନ କେନ୍ଦ୍ରବାୟ ବ୍ୟାଙ୍କ ନିର୍ଦ୍ଦେଶକ ଅଶୋକ ଚନ୍ଦ୍ର ଦୋରା, ସାଂସଦଙ୍କ ପ୍ରତିନିଧି ରୁଣୁଗୋପାଳ ସାହୁ ଓ ବିଧାୟକଙ୍କ ପ୍ରତିନିଧି ଜିତେନ୍ଦ୍ର ମହାପାତ୍ର ଉପସ୍ଥିତ ରହିଥିଲେ। ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବିଷୟରେ ଉପସ୍ଥିତ ଏନଏସି କର୍ମଚାରୀଙ୍କ ସହ ବିଧାୟକ ଆଲୋଚନା କରିଥିବା ବେଳେ ଏନଏସିର ସମସ୍ତ କାଉନସିଲର ଓ କର୍ମଚାରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026
  ଜିଲ୍ଲା  
ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   06-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026
  ଜିଲ୍ଲା  
ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   05-Nov-2026
  ଜିଲ୍ଲା  
ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ   05-Nov-2026
  ଜିଲ୍ଲା  
ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   05-Nov-2026

You Might Also Like