-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ଘଣ୍ଟାପଡ଼ା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା, ମୋଟ ୧୩୫ଟି ପ୍ରକଳ୍ପ ପ୍ରଦର୍ଶିତ

03-Aug-2025



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ସଂକୁଳ ଅନ୍ତର୍ଗତ ଘଣ୍ଟାପଡ଼ା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର   ପରିସରରେ ପ୍ରଧାନ ଆଚାର୍ଯ୍ୟ ଲିଙ୍ଗରାଜ ସେଠଙ୍କ ସଭାପତିତ୍ୱରେ ଜ୍ଞାନବିଜ୍ଞାନ ମେଳା ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପରିଚାଳନା ସମିତି ସଭାପତି ଅଗସ୍ତୀ ମଲିକ ଦୀପ ପ୍ରଜ୍ବଳନ କରି ଅନୁଷ୍ଠାନିକଭାବେ ଜ୍ଞାନ ବିଜ୍ଞାନମେଳାକୁ ଉଦ୍ଘାଟନ  କରିଥିଲେ। ସେହିପରି ଅତିଥିଭାବେ ଶିକ୍ଷାବିତ ନିଳାଚଳ ଭୋଇ, ବିରେନ୍ଦ୍ର ପ୍ରସାଦ ଦେହୁରୀ,  ସମିତି କୋଷାଧ୍ୟକ୍ଷ ଦେବେନ୍ଦ୍ରନାଥ ରଣା, ସାମ୍ବାଦିକ ପ୍ରଭାତ କୁମାର ସାହୁ ପ୍ରମୁଖ ଯୋଗ ଦେଇ ଉପସ୍ଥିତ ରହି ଜ୍ଞାନ ବିଜ୍ଞାନ ଉପରେ ମାର୍ଗ ଦର୍ଶନ ପ୍ରଦାନ କରିଥିଲେ ।ଘଣ୍ଟାପଡ଼ା ସମଲେଶ୍ଵରୀ ସରକାରୀ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଶାନ୍ତନୁ ସେଠ ଓ ପ୍ରୋଜେକ୍ଟ ଶିକ୍ଷକ ଲିପୁନ ପ୍ରଧାନ ବିଚାରକ ଭାବେ ଉପସ୍ଥିତ ରହି ପ୍ରକଳ୍ପଗୁଡ଼ିକର  ମୂଲ୍ୟାଙ୍କନ କରିଥିଲେ। ସେହିପରି ପ୍ରଥମରୁ ତୃତୀୟ ଶ୍ରେଣୀର ପ୍ରକଳ୍ପର ବିଚାରକ ଭାବେ ଉକ୍ତ ଶିଶୁ ମନ୍ଦିରର ଗୁରୁମା ରୀତା ରଣା, ରଞ୍ଜୁ ମହଲା, ରଶ୍ମି ରଣା,

ବବିତା ରଣା, ଗୁରୁଜୀ ବିଶିକେଶନ ସାହୁ ଓ ହିମାଦ୍ରୀ ରଣା କାର୍ଯ୍ୟ ତୁଲାଇଥିଲେ। ପ୍ରଧାନ ଆଚାର୍ଯ୍ୟ ଲିଙ୍ଗରାଜ ସେଠ ସମସ୍ତ କାର୍ଯ୍ୟ ପରିଚାଳନା କରିଥିଲେ। ଉକ୍ତ ମେଳାରେ ମୋଟ ୧୩୮ ଟି ବିଭିନ୍ନ ପ୍ରକଳ୍ପ  କାର୍ଯ୍ୟ ପ୍ରଦର୍ଶନୀ କରାଯାଇଥିଲା । ସେମାନଙ୍କ ମଧ୍ୟରୁ ପ୍ରଥମରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ୮୫ଟି, ଶିଶୁ ବର୍ଗରୁ ୩୫ଟି ଓ ବାଲବର୍ଗରୁ ୧୫ଟି ପ୍ରକଳ୍ପ ଅଂଶଗ୍ରହଣ କରିଥିଲେ। ଅନ୍ୟ ସମସ୍ତ ଗୁରୁଜୀ ଗୁରୁମା,କାର୍ଯ୍ୟକର୍ତ୍ତା ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like