-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||     

HOME   ଜିଲ୍ଲା

ଓଡ଼ିଶା ରାଜସ୍ବ ଅମଲା ସଂଘର ସମ୍ବଲପୁର ସଙ୍ଘ ର କାର୍ଯ୍ୟକାରୀଣି ବୈଠକ ୧୧ ଅଗଷ୍ଟ ଠାରୁ ଅନିର୍ଦିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟ ବନ୍ଦ ଓ ସମୂହ ଛୁଟି ଆନ୍ଦୋଳୋନ ପାଇଁ ନିଷ୍ପତ୍ତି

03-Aug-2025



 

ସମ୍ବଲପୁର-.(ସଂଜୀବ ପାଣିଗ୍ରାହୀ ): ଓଡ଼ିଶା ରାଜସ୍ବ ଅମଲା ସଂଘର ଗୁରୁତ୍ବପୂର୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ର ନିଷ୍ପତି ଅନୁସାରେ ରବିବାର ସମ୍ବଲପୁର ଜିଲ୍ଲା ୟୁନିଟ ର ଏକ କାର୍ଯ୍ୟକାରୀଣି କମିଟିର ବୈଠକ ସମ୍ବଲପୁର ଜିଲ୍ଲାପାଳଙ୍କ ସଭାକକ୍ଷ ରେ ଅନୁଷ୍ଠିତ ହୋଇଥିଲା।

ଏଥିରେ ଜିଲ୍ଲାସ୍ତରରେ କାର୍ଯ୍ୟରତ ରାଜ ଅମଲାମାନଙ୍କର ୧୦ ବଫା ଦାବି ପୂରଣ କରିବାରେ ରାଜ୍ୟ ସରକାରଙ୍କର ଆହେତୁକ ବିଳମ୍ବ ଦେତୁ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ର ଡିଷ୍ପତ୍ତି ଅନୁସାରେ ରାଜ୍ୟ ର ସମସ୍ତ ୩୦ ଗୋଟି ଜିଲ୍ଲା ରେ ଆଜି ଗୁରୁତ୍ବ ପୂର୍ଣ ସାଧାରଣ ପରିଷଦ ବୈଠକ କରାଯାଇଛି ଏବଂ ସରକାରଙ୍କ ପାଖରେ ଏହି ଦାବିଗୁଡିକୁ ପହ‌ଞ୍ଚାଇବା ସକାଶେ ନିଷ୍ପତି ନିଆଯାଇଛି। ଏହି ପରିପ୍ରେକ୍ଷୀରେ, ଆଜି ଓଡ଼ିଶା ରାଜସ୍ୱ ଅମଲା ସଂଘ ଜିଲ୍ଲା ଶାଖା, ସମ୍ବଲପୁର ସଭାପତି ମନମୋହନ ସାହୁ ନେତୃତ୍ବରେ ଦଶଦଫା ଦାବି ସମ୍ବଳିତ ଦାବି ଉପରେ ଆଜିର ଏହି ସାଧାରଣ ପରିଷଦ ବୈଠକ ରେ ଆଲୋଚନା କରଯାଇଥିଲା । 

ଜିଲ୍ଲା ସ୍ତରରେ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କର ବୀର୍ଘଦିନର ଦାବି ପୂରଣ କରିବା ପ୍ରତି ରାଜ୍ୟ ସରକାରଙ୍କ ବୈମାତ୍ମକ ମନୋଭାବ ପୋଷଣ କରୁଥିବା ଯୋଗୁଁ ଜିଲ୍ଲା ସ୍ତରରେ ଅମଲା ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା ।

ଦାବି ଗୁଡିକ ମଧ୍ୟ ରେ ମୁଖ୍ୟତଃ ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କ ମୂଳ ଦରମା ଓଆରଏସପି -୨୦୧୭ ନିୟମ ଅନୁଯାଇ ଲେବେଲ- ୯ କୁ ବୃଦ୍ଧି କରାଯାଉ । ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଅଭିଯୋଗ ବିଭାଗର ପତ୍ର ସଂଖ୍ୟା ୮୮୯୮ ତାରିଖ – ୧୫-୦୩-୨୦୨୪ ଅନୁଯାୟୀ ସମସ୍ତ ଜିଲ୍ଲାପାଳ ମାନଙ୍କ ଦ୍ବାରା ପ୍ରଦାନ କରାଯାଇଥିବା ତଥ୍ୟ କୁ ଆଧାର କରି ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ କରାଯାର । ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ବୀମା ଲାଗୁ କରାଯାଉ । ୨୦୨୦ ମସିହାରେ ଲାଗୁ କରାଯାଇଥିବା ପୂନଃ ଥଇଥାନ ଯୋଜନାର ନିୟମାବଳୀକୁ ସମ୍ପୂର୍ଣ ଉଚ୍ଛେଦ କରାଯାଇ ୧୯୯୦ ମଶିହାରେ ଲାଗୁ କରାଯାଇଥିବା ନିୟମାବଳୀ ଅନୁଯାଇ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିଭିରେ ନିଯୁକ୍ତି ପ୍ରଦାନ କରାବା ଭଳି ମାନବିକତା ପୂର୍ଣ୍ଣ ଦାବି ରହିଛି। ଓଡ଼ିଶା ରାଜ ସେବା ପଦ୍ଧତି ସମ୍ବନ୍ଧରେ ସଦ୍ୟ ପ୍ରକାଶିତ ଆମେନ୍ଦମେଣ୍ଟ ରୁ୍ଲ -୨୦୨୫ କୁ ରଦ୍ଧ କରା ଯାଇ ରାଜ ଅମଲା ମାନଙ୍କୁ ସତ ପ୍ରତିଶତ ପଦୋନ୍ନତି 
ଦିଆଯାଉ । ନୂତନ ପେନସନ ଯୋଜନା କୁ ରଦ୍ଦ କରି ସମସ୍ତ ସରକାରୀ କର୍ମଚାରୀଙ୍କୁ ପୁରାତନ ପେନସନ ଯୋଜନା ରେ ଅନ୍ତର୍ଭୁକ୍ତ କରିବା ଭଳି ଦାବି ମଧ୍ୟ୍ୟ ରହିଛି।

ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସହ ବିଭିନ୍ନ ସମୟରେ ଏବଂ ବିଭିନ୍ନ ମାଧ୍ୟମରେ ପତ୍ରାଳାପ କରିବା ସହିତ ବିଭିନ୍ନ ସ୍ତରରେ ଆଲୋଚନା ମଧ୍ୟ ହୋଇସାରିଛି। କିନ୍ତୁ ଉପରୋକ୍ତ ସମସ୍ତ ଆଲୋଚନା ପର୍ଯ୍ୟାଲୋଚନା ପରେ ମଧ୍ୟ ବର୍ଗମାନ ଯାଏଁ ଫଳ ଶୂନ୍ୟ ହୋଇଅଛି । ଏହି ପରିପେକ୍ଷୀରେ, ରାଜ୍ୟ ସରକାର ଆଗାମୀ ୧୦ ଅଗଷ୍ଟ ୨୦୨୫ ତାରିଖ ମଧ୍ୟରେ ଉପୋରକ୍ତ ଦାବି ଗୁଡିକ ପୂରଣ ନ କରନ୍ତି ତାହେଲେ, ରାଜ୍ୟ ସଂଘ ର କାର୍ଯ୍ୟକାରିଣୀ ବୈଠକରେ ଗୃହୀତ ହୋଇଥିବା ନିଷ୍ପତି ଅନୁସାରେ ଅଗଷ୍ଟ ୧୧ ତାରିଖ ଠାରୁ ସମ୍ପୂର୍ଣ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯିବ ବୋଲି ଜିଲ୍ଲା ସଭାପତି ମନମୋହନ ସାହୁ ଓ ସମ୍ପାଦକ କୃଷ୍ଣ ଚନ୍ଦ୍ର ପରିଚା ବୈଠକରେ ଘୋଷଣା କରିଥିଲେ  । ଆୟୋଜିତ ବୈଠକରେ ଅନ୍ୟ ମାନଙ୍କ ମାଧ୍ୟ୍ୟରେ ମୁଖ୍ୟ ଉପଦେଷ୍ଟା ମାନସ ରଞ୍ଜନ ମହାନ୍ତି, ଉପଦେଷ୍ଟା ଆଶିଷ କୁମାର ରାୟ, ମନୋଜ କୁମାର ପାଢ଼ୀ, ଗୁଣନିଧି ପାଣିଗ୍ରାହୀ, କାର୍ଯ୍ୟକାରୀ ସଭାନେତ୍ରୀ କଳ୍ପନା ସ୍ୱାଇଁ, ଇପ୍ସିତ ଶତପଥୀ,ରାକେଶ ସାମଲ ପ୍ରମୁଖ ଆଲୋଚନା କରି ଆନ୍ଦୋଳନ ପାଇଁ ନିଜ ନିଜ ଯୁକ୍ତି ଉପସ୍ଥାପନା କରି ସମସ୍ତେ ସଂଗଠକ ହେବାକୁ କହିଥିଲେ।


ଏହି ଅବସରରେ ଶ୍ରୀ କୃଷ୍ଣ ମୋହନ ପାଲ, ଅନିଲ କୁମାର ପ୍ରଧାନ, ପ୍ରଶାନ୍ତ ପାଣ୍ଡେ, ମାନସ ରଞ୍ଜନ ମହାର, ସନ୍ଦୀପ ପ୍ରଧାନ, ମନୋଜ ପାଢ଼ୀ, ସୁବୀସ୍ତ ବେହେରା, କ୍ଷୀରୋଦ କରାଲ, ପ୍ରେମାନନ୍ଦ କରାଳି, ଶରତ ପ୍ରଧାନ ପ୍ରମୁଖ ସମସ୍ତ ସମ୍ବଲପୁର ଜିଲ୍ଲା ର ରାଜକ୍ସ ଅମଲା ସଂଘର ସଦସ୍ୟ ଏବଂ ସଦସ୍ୟା ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026
  ଜିଲ୍ଲା  
ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   06-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026
  ଜିଲ୍ଲା  
ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   05-Nov-2026
  ଜିଲ୍ଲା  
ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ   05-Nov-2026
  ଜିଲ୍ଲା  
ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   05-Nov-2026

You Might Also Like