-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ବାନ୍ଧ ପ୍ରସ୍ତୁତି ଓ ଲୁଗାବୁଣା ତାଲିମ ଉଦଘାଟିତ ବଡ଼ତୁରାଙ୍ଗ ହେବ ସମ୍ବଲପୁରୀ ବାନ୍ଧକଳାର ପ୍ରସିଦ୍ଧ ଗ୍ରାମ

03-Aug-2025




ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ ):ବାନ୍ଧ ପ୍ରସ୍ତୁତି ହସ୍ତତନ୍ତ୍ର କଳା ପାଇଁ ଜୁଯୁମୁରା ବ୍ଲକ ଅନ୍ତର୍ଗତ ପଡିଆବାହାଲ ନିକଟସ୍ଥ ବଡ଼ତୁରାଙ୍ଗ ଗ୍ରାମ ହେବ ପ୍ରସିଦ୍ଧ। ସମ୍ବଲପୁରୀ ଲୁଗାବୁଣା ରେ ଏକଦା ସମ୍ବଲପୁର ଜିଲ୍ଲାରେ ପ୍ରସିଦ୍ଧି ଲାଭ କରିଥିବା ଏହି ଗ୍ରାମରେ ଆଜି ବାନ୍ଧ ପ୍ରସ୍ତୁତି ଲୁଗାବୁଣା ତାଲିମ ଉଦଘାଟନ ଉତ୍ସବରେ ବକ୍ତା ମାନେ ଏଭଳି ଆଶା ଦେଇ ପ୍ରଶିକ୍ଷାର୍ଥୀ ମନରେ ନୁଆଁ ଉତ୍ସାହ ଓ ପ୍ରେରଣା ଦେଇଛନ୍ତି।
 ରାଜ୍ୟ ସରକାରଙ୍କ ଶିଳ୍ପ ପ୍ରୋତ୍ସାହନ ଯୋଜନା (ପିଓଏଚଆଇ)୨୦୨୫-୨୬ ମାଧ୍ୟମରେ ବାନ୍ଧକଳାର ଦକ୍ଷତା ବୃଦ୍ଧି ପାଇଁ ଏହି ପ୍ରଶିକ୍ଷଣ ଶିବିର ଆସନ୍ତା ୪ ମାସ ଧରି ଅନୁଷ୍ଠିତ ହେବ।
 ଆଜି ଏହି ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବଡ଼ତୁରାଙ୍ଗ ଗ୍ରାମରେ  ଅପରାହ୍ନରେ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଆୟୋଜିତ ଉତ୍ସବରେ ଟେକ୍ସଟାଇଲ ଯୁଗ୍ମ ନିର୍ଦ୍ଦେଶକ ପ୍ରସନ୍ନ କୁମାର ଗନ୍ତାୟତ, ନିଯୁକ୍ତି ବିଭାଗ ଡେପୁଟି ଡାଇରେକ୍ଟର ଶଙ୍କର ଚରଣ ମୁର୍ମୁ, ବରଗଡ଼ ଜିଲ୍ଲା ଟେକ୍ସଟାଇଲ ଯୁଗ୍ମ ନିର୍ଦ୍ଦେଶକ ହୃଷିକେଶ ମହାଳିକ, ସମ୍ବଲପୁର ଓରମାସ ମୁଖ୍ୟ ଶ୍ରୀମନ୍ତ ହୋତା, ବାହାମ ସରପଞ୍ଚ ଶ୍ରୀମତୀ ସରସ୍ୱତୀ ଭୋସାଗର ଓ ବରିଷ୍ଠ ବିଜେପି ନେତ୍ରୀ ସସ୍ମିତା ଦେହୁରୀ ଅତିଥି ଭାବେ ଯୋଗଦେଇ ଶିବିରକୁ ଉଦଘାଟନ କରିବା ସହିତ ସମ୍ବଲପୁରୀ ହସ୍ତ ତନ୍ତ୍ର ଶିଳ୍ପରେ ଗ୍ରାମର ଭୂମିକା ଓ ପ୍ରସିଦ୍ଧି ପାଇଁ ମହିଳା ମାନଙ୍କ ଉତ୍ସାହକୁ ପ୍ରଶଂସା କରିଥିଲେ।
ସୂଚନା ଯୋଗ୍ୟଯେ ବିକାଶ ଫାଉଣ୍ଡେସନ ପକ୍ଷରୁ ଶ୍ରୀମତୀ ମୃଦଳା ପ୍ରଧାନ ଗତ ୨ ବର୍ଷ ତଳେ ଏହାର ମଞ୍ଜି ବୁଣି ଗ୍ରାମର ପ୍ରାୟ ୪୦ ଭାଗ ମହିଳାଙ୍କୁ ବାନ୍ଧ ପ୍ରସ୍ତୁତି ଲୁଗାବୁଣା କାର୍ଯ୍ୟରେ ଆଗେଇ ନେଇଥିବା ବେଳେ ଓଡିଶା ସରକାରଙ୍କ ପକ୍ଷରୁ ଆଜି ୪ ର୍ଥ ଏକ ଗୁପକୁ ହସ୍ତତନ୍ତ୍ର ଶିଳ୍ପ ପ୍ରୋତ୍ସାହନ ଯୋଜନାରେ ସାମିଲ କରି ସମ୍ବଲପୁରୀ ଲୁଗା ବୁଣାରେ ଗ୍ରାମର ପାରଦର୍ଶିତା ପ୍ରତିବାଦନ କରିବାକୁ ଉଦ୍ୟମ ଆରମ୍ଭ କରିଛନ୍ତି। ୪ ମାସ ହେବାକୁ ଥିବା ଏହି ତାଲିମ ଶିବିରରେ ହରିଶଙ୍କର ମେହେର ତାଲିମ ପ୍ରଦାନ କରୁଛନ୍ତି।
ଏପରିକି ଗତ ୪ ମାସ ତଳେ ସମ୍ବଲପୁର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜିଲ୍ଲା ପ୍ରଶାସନ ସହିତ ଏହି ଗାଁ କୁ ଆସି ବାନ୍ଧ କଳାରେ ବଡତୁରାଙ୍ଗ ଗ୍ରାମକୁ ବିଶ୍ୱ ଦରବାରରେ ପହଞ୍ଚାଇବାକୁ ବୃହତ ଏକ ପଦକ୍ଷେପ ନିଆଯିବ ବୋଲି ଘୋଷଣା କରିଥିଲେ। ଫଳ ସ୍ୱରୂପ ଶତକଡା ୭୦ ଭାଗ ଗାଁ ରେ ବସବାସ କରୁଥିବା ମେହେର ସମ୍ପ୍ରଦାୟକୁ ଏଥିରେ ଯୋଡ଼ାଯାଇ ଏକ ଆଦର୍ଶ ଗ୍ରାମର ପରିଚୟ ଦେବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ଉଦ୍ୟମ ଆରମ୍ଭ ହୋଇଥିବା କୁହାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like