-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସୁସ୍ଥ ପଞ୍ଚାୟତ ଗଠନ ଲକ୍ଷ୍ୟ ସମ୍ବଲପୁରରେ ଅପପୃଷ୍ଟି ମୁକ୍ତ ପଞ୍ଚାୟତ ପାଇଁ ପ୍ରଶିକ୍ଷଣ ଶିବିର

03-Aug-2025



 

ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ ):ବୁଧବାର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ପରିଷଦ, ସମ୍ବଲପୁରର ମିଳିତ ସହଯୋଗ ରେ “ଆନିମିଆ ମୁକ୍ତ ଗ୍ରାମପଞ୍ଚାୟତ – ” ର ଦ୍ଵିତୀୟ ଦିନରେ ଅପପୃଷ୍ଟି ମୁକ୍ତ ପଞ୍ଚାୟତ ଗଠନ ପାଇଁ ସ୍ଥାନୀୟ ଜିଲ୍ଲା ପ୍ରଶିକ୍ଷଣ ଓ ସମ୍ପଦ କେନ୍ଦ୍ର ଠାରେ ଆୟୋଜିତ ହୋଇଯାଇଛି। ଏହି  କାର୍ଯ୍ୟକ୍ରମ ରେ ଇଆରପିଗଣେଶ ରାମ ପଣ୍ଡା, କେତକୀ ବେହେରା, ସୁଜାତା ପଣ୍ଡା ଓ ଜିଲ୍ଲା ତାଲିମଦାତା (ଡ଼ିଏଲଟି) ଡ. ରାଜାରାମ ଷଡ଼ଙ୍ଗୀ ଓ ଡା. ବିଶ୍ୱଜିତ ପଣ୍ଡା ତାଲିମ ପ୍ରଦାନ କରିଥିଲେ ।

ଦ୍ଵିତୀୟ ଦିନରେ ଗଣେଶରାମ ପଣ୍ଡାଙ୍କ  ସ୍ୱସ୍ଥ ଗ୍ରାମପଞ୍ଚାୟତ ପାଇଁ ଆନିମିଆ ବିଷୟରେ-ଆନିମିଆ କ’ଣ, ତାହାର ସାଧାରଣ ଲକ୍ଷଣ, କାରଣ ଓ ପୌଷ୍ଟିକଆହାର ସହିତ ଆନିମିଆ କାରଣ ନିରାକରଣ ବିଷୟରେ ସମସ୍ତଙ୍କୁ ଅବଗତ କରାଇଥିଲେ।ଏହାପରେ  ଡ. ବିଶ୍ଵଜିତ୍ ପଣ୍ଡା ଙ୍କ ଦ୍ୱାରା ଆନିମିଆ ପ୍ରତିରୋଧ ପାଇଁ ସରକାରୀ ପ୍ରୟାସ ଅମ୍ଲାନ, ସିକେଲ୍ ସେଲ୍ ଆନିମିଆ, ପିମ ପୋଷଣ,ଏଫଏନଏଚଡବ୍ଲୁ, ଏମଏସପିୱାଇ ସାଗ,ଅଦ୍ଵିକା ପରି ବିଭିନ୍ନ ସରକାରୀ ଯୋଜନା ବିଷୟରେ ଉପସ୍ଥାପନ କରିଥିଲେ। କେତକୀ ବେହେରା ସୁସ୍ଥ ଓ ସ୍ୱସ୍ଥ ଗ୍ରାମପଞ୍ଚାୟତର ସୂଚକ, ପଞ୍ଚାୟତ ସ୍ତରୀୟ ସ୍ଥାୟୀ କମିଟିର ଭୂମିକା, ଟିବି ମୁକ୍ତ ପଞ୍ଚାୟତ, ଅନିମିଆ/ଫେଲେରିଆ ମୁକ୍ତ ପଞ୍ଚାୟତ ଗଠନ ବିଷୟରେ ଓ ସୁଜାତା ପଣ୍ଡା ପିଆରଆଇ ସଦସ୍ୟମାନଙ୍କ ଭୂମିକା,  ପ୍ଲାଟଫର୍ମ ସହିତ ସମ୍ପର୍କ, ପୌଷ୍ଟିକ ବିଭିନ୍ନତା, ସପ୍ଲାଇ ଚେନ୍ ସୁଦୃଢୀକରଣ ଓ ନିରୀକ୍ଷଣ ମେକାନିଜମ୍ ବିଷୟରେ ପ୍ରଶିକ୍ଷଣ ଦେଇଥିଲେ।ସେହିପରି ଜିଲ୍ଲା ତାଲିମଦାତା ଡ. ରାଜାରାମ ଷଡ଼ଙ୍ଗୀ ପୋଷଣର ମୌଳିକତା ବିଷୟରେ ତାଲିମ ପ୍ରଦାନ କରି ଜିଲ୍ଳାର ସବୁ ପଞ୍ଚାୟତରେ ସମ୍ମନ୍ୱୟ ଓ ସହାଭାଗିତାରେ କିପରି ଏକ ସୁସ୍ଥ ପଞ୍ଚାୟତ ଗଠନ ହୋଇ ପାରିବ ସେହି ସମ୍ପର୍କରେ ବିସ୍ତୃତ ଭାବରେ ବୁଝାଇ ତାଲିମ ପ୍ରଦାନ କରିଥିଲେ।ଶେଷରେ ଡ଼ିପିଆରସି ର ପ୍ରାଧ୍ୟାପକ ଙ୍କ ଦ୍ଵାରା ପ୍ରଶିକ୍ଷଣ ପରବର୍ତ୍ତୀ ପରୀକ୍ଷା, ଅଂଶଗ୍ରାହୀମାନଙ୍କର ପ୍ରତିକ୍ରିୟା ସଂଗ୍ରହ ଓ ଟିଏମପି ରେ ପ୍ରମାଣପତ୍ର ସୃଷ୍ଟିକରଣ ପରିଚାଳନା କରିଥିଲେ। ୨ ଦିନ ଧରି ହୋଇଥିବା ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ଡିଆରଡିଏ ତାଲିମ ସଂଯୋଜିକା ପ୍ରିୟମ୍ବଦା ଗୁରୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହା ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026

You Might Also Like