-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

*ଆଜି ସ୍ୱଚ୍ଛତା ଓ ପଲିଥିନ ମୁକ୍ତ ଅଭିଯାନ ସହ ନୂତନ ଜିଲ୍ଲାପାଳ ଙ୍କୁ ସାକ୍ଷାତ କଲେ ସ୍ୱଚ୍ଛ ଭାରତ ସଂଗଠନ*

03-Aug-2025



ସୋନପୁର ( ମନୋରଞ୍ଜନ ତ୍ରିପାଠୀ)
 ଶ୍ରୀ ସୁବର୍ଣ୍ଣମେରୁ ମନ୍ଦିରରେ ସ୍ୱଚ୍ଛତା ଓ ପଲିଥିନ ମୁକ୍ତ ଅଭିଯାନ ସ୍ୱଚ୍ଛ ଭାରତ ସଂଗଠନ ସୋନପୁର, ମନମୁଣ୍ଡା ପକ୍ଷ ରୁ ସଂଘ ର କାର୍ଯ୍ଯ କାରୀ ସଭାନେତ୍ରୀ ଇନ୍ଦୁମତୀ ପୁରୋହିତ ଙ୍କ ନେତୃତ୍ୱ ରେ ଅନୁଷ୍ଠିତ ହୋଇଯାଇଅଛି l ସୂଚନା ଏହିକି ଯେ ଗତ ୨୦୧୪  ମସିହା ଠାରୁ ଦୀର୍ଘ ୧୨ ବର୍ଷ ଯାଏ ଅନବରତ ଭାବେ ଏହି ଅନୁଷ୍ଠାନ  ଉଭୟ ସହର ର ସମସ୍ତ ମନ୍ଦିର ମାନଙ୍କ ସହ ଜିଲ୍ଲା ଲୋକ ମହୋତ୍ସବ ଓ ପବ୍ଲିକ ପ୍ରଶାସନ ର ବିଭିନ୍ନ ଉତ୍ସବ ସଚେତନତା ଅଭିଯାନ ସାମିଲ ହୋଇ ସ୍ୱଚ୍ଛତା ଓ ପଲିଥିନ ମୁକ୍ତ କାର୍ଯ୍ୟକ୍ରମ କରିଆସୁଛି l ସଧାରଣ ଲୋକ ଙ୍କୁ ସଚେତନ  କରିବାରେ ଉଲ୍ଲେଖନୀୟ ଭୂମିକା ରଖି ଆସିଛି l ଏହା ସହିତ ପ୍ରଶାସନ ଓ ବିଭିନ୍ନ ଅନୁଷ୍ଠାନ ସହ ସାମିଲ ହୋଇ ପରିବେଶ ସୁରକ୍ଷା ଓ ରକ୍ତ ଦାନ ଶିବିର ଆୟୋଜନ ରେ ମଧ୍ୟ ସକ୍ରିୟ ସାମିଲ ରହି ସଚେତନତା ସୃଷ୍ଟି  କାର୍ଯ୍ୟକ୍ରମ ଜାରି ରଖିଛି l ଆଜିର ସଫେଇ କାର୍ଯ୍ୟକ୍ରମ ପରେ ପରେ ସହର ଜିଲ୍ଲା ତଥା ଜଗତ କଲ୍ୟାଣ ପାଇଁ ସାମୁହିକ ପ୍ରାର୍ଥନା କରା ଯାଇଥିଲା l  ପରେ ପରେ ଏ ସଂଗଠନ କର୍ମ କର୍ତ୍ତା ନୂତନ ଜିଲ୍ଲପାଳ ଙ୍କୁ ଜିଲ୍ଲାପାଳ ଙ୍କ ବାସ ଭବନ ରେ ସୌଜନ୍ୟ ମୂଳକ ସାକ୍ଷାତ କରି ମନ୍ଦିର ମାଳିନୀ ସହର ଓ ଜିଲ୍ଲା ରେ ଥିବା ସମସ୍ତ ମନ୍ଦିର ଓ  ପର୍ଯ୍ୟଟନ କ୍ଷେତ୍ର ର ରକ୍ଷଣା ବେକ୍ଷଣ ତଥା ତାର ଦୃତ ବିକାଶ ସହ  ସହର କୁ କିପରି ସ୍ୱଚ୍ଛ ସୁନ୍ଦର କରାଯାଇ ପାରିବ ତା ଉପରେ ଜିଲ୍ଲାପାଳ ଙ୍କ ସହ ଆଲୋଚନା କରିଥିଲେ l ଶ୍ରୀ ସୁବର୍ଣ୍ଣମେରୁ ମନ୍ଦିର, ମା ସୁରେଶ୍ଵରୀ ମନ୍ଦିର ଓ ବିଭିନ୍ନ ମନ୍ଦିର ର ଅନେକ ସମସ୍ୟା ସମାଧାନ ପାଇଁ ଜିଲ୍ଲାପାଳ ଙ୍କୁ ଅବଗତ କରାଇଥିଲେ l ସ୍ୱଚ୍ଛ ଭାରତ ସଂଗଠନ ସେବା ଓ ସଚେତନତା କାର୍ଯ୍ୟକ୍ରମ ରେ ସବୁବେଳେ ପ୍ରଶାସନ ସହ ମିଳିତ ସହଯୋଗ ରେ କାର୍ଯ୍ୟ କରିଆସୁଛି ବୋଲି କହିଥିଲେ l ଜିଲ୍ଲାପାଳ ଏ ସବୁ ସମସ୍ୟା ର ତୁରନ୍ତ ସମାଧାନ ଲାଗି ପ୍ରତିଶୁତି ଦେଇ ଥିବା ବେଳେ ଆଗକୁ ସହର ତଥା ଜିଲ୍ଲା ର ସୌନ୍ଦର୍ଯ୍ୟ କରଣ ଲାଗି ଅନେକ କାର୍ଯ୍ଯ ରେ ଆପଣ ମାନଙ୍କ ସହଯୋଗ ଜରୁରୀ ହେବ ବୋଲି କହିଥିଲେ l ଓ  ଆଜି ର ମନ୍ଦିର ସଫେଇ ପରେ ଜିଲ୍ଲାପାଳ ହଠାତ୍ ପରିଦର୍ଶନ ରେ ପହଞ୍ଚି ପରିସର ର ସ୍ୱଚ୍ଛତା ପରିବେଶକୁ ଦେଖି ଓ ଦୀର୍ଘ ର ବର୍ଷ ର ସଂଗଠନ ର ଏ ପ୍ରୟାସ କୁ ଭୂୟସୀ ପ୍ରଶଂସା କରି ସ୍ବେଛାସେବୀ ଙ୍କୁ ଉତ୍ସାହିତ କରି ଥିଲେ l ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଗଲା l ସମ୍ପାଦକ ମନୋରଂଜନ ତ୍ରୀପାଠୀ ଙ୍କ ସଂଯୋଜନା ରେ ଅନୁଷ୍ଟିତ  ଆଜିର ଏ କାର୍ଯ୍ଯକ୍ରମ ରେ ସଂଘ ଉପଦେଷ୍ଟା ଶ୍ରୀବତ୍ସ ମଲ୍ଲିକ, ବରିଷ୍ଠ ସଦସ୍ୟ ପ୍ରମୋଦ କୁମାର ସାହୁ, ରାମ ଚନ୍ଦ୍ର ଅଗ୍ରୱାଲା, ପ୍ରହଲ୍ଲାଦ ମିଶ୍ର, ଲଡୁ କିଶୋର ମଲ୍ଲିକ, ମନୋଜ୍ ପଣ୍ଡା, ଡ଼ା. ସାରୋଜ ପଟେଲ, ପ୍ରମୋଦ ମାହାଣା, ଗୋବିନ୍ଦ ମେହେର, ନରସିଂହ ବର୍ଗୀ, ଅମର ଭୁତ, ପ୍ରତାପ ଦାଶ, ଜୟନ୍ତ ବେହେରା, ଶୁଶାନ୍ତ ସାହୁ, ଜୟ ନାରାୟଣ ସାହୁ ପ୍ରମୁଖ ଅନେକ ସଦସ୍ୟ ସକ୍ରୀୟ ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like