-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||     

HOME   ଜିଲ୍ଲା

ସକାଳ ପାହିଥିଲେ ଯାଇଥାନ୍ତେ ତୀର୍ଥ ଯାତ୍ରା...କିନ୍ତୁ ସମାଜସେବୀ   ଦେବାର୍ଚ୍ଚନ  ଚାଲିଗଲେ ଜୀବନର ଶେଷ ଯାତ୍ରାରେ 

03-Aug-2025



ଅତାବିରା(ଆକାଶ ମିଶ୍ର): ଅତାବିରା ବ୍ଲକ ଅନ୍ତର୍ଗତ ଜହ୍ନାପଡ଼ା ପଞ୍ଚାୟତ ର  କର୍ଣ୍ଣାଟିକ୍ରା ଗ୍ରାମର ସମାଜସେବୀ, ପ୍ରକୃତିପ୍ରେମୀ ତଥା ସଙ୍କୀର୍ତ୍ତନ ପ୍ରେମୀ ଦେବାର୍ଚ୍ଚନ ପ୍ରଧାନ(୭୬)ଙ୍କ  ହୃଦଘାତରେ ପରଲୋକ ଘଟିଛି ।  ସେ ପରିବାର ସହ ମାଁ ତାରିଣୀ ଙ୍କ ଘଟଗାଁ ପୀଠ  ଯାଇ ମାଁ ଙ୍କୁ   ଦର୍ଶନ କରିବା ପାଇଁ ଅନେକ ଦିନରୁ ବାହାରି ଥିଲେ। ସକାଳ ପାହିଥିଲେ  ସେ ବାହାରି ଯାଇଥାନ୍ତେ ତୀର୍ଥ ଯାତ୍ରାରେ , କିନ୍ତୁ  ତାଙ୍କର ସେ ଇଚ୍ଛା ପୂରଣ  ପାଇଁ ଆୟୁଷ  ତାଙ୍କର ସରି ଯାଇଥିଲା। ଅଞ୍ଚଳର ବିଭିନ୍ନ ଅନୁଷ୍ଠାନ ସହ ସେ ସ୍ଵତଃସ୍ଫୁର୍ତ୍ତ ଭାବେ ଜଡ଼ିତ ଥିଲେ ।ତାଙ୍କର ପତ୍ନୀ ମିଥିଳା, ତିନି ପୁଅ ପ୍ରହଲ୍ଲାଦ, ପ୍ରଦୀପ,ପ୍ରଫୁଲ୍ଲ ତିନି ଝିଅ ବୀଣା ପାଣି,ରୀନା, ଟିକେଶ୍ୱରୀ  ଏବଂ ନାତି  ନାତୁଣୀ ଙ୍କୁ ଛାଡି ଚାଲି ଯାଇଛନ୍ତି। ତାଙ୍କର ନିଜସ୍ୱ  ଜମିରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା। ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା ତଥା ବନ୍ଧୁବାନ୍ଧବ ମାନେ ତାଙ୍କର ଅନ୍ତିମ ଦର୍ଶନ କରିଥିଲେ ।ବଡ ପୁଅ  ପ୍ରହଲ୍ଲାଦ ମୁଖାଗ୍ନୀ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026

You Might Also Like