-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

*ଜାମଗୁଡାରେ "କ୍ଷତ୍ରିୟ ବର୍ଣ୍ଣ" ର ବିଭିନ୍ନ ଗୋଷ୍ଠୀର ମିଳିତ ବୈଠକ ଅନୁଷ୍ଠିତ*

03-Aug-2025



(ମିହିର ଶଙ୍କର ପାତ୍ର,)
ପାପଡାହାଣ୍ଡି ବ୍ଲକ ଅନ୍ତର୍ଗତ ଜାମଗୁଡା ଆର୍ ଏମ୍ ସି ହଲ୍ ରେ ହିନ୍ଦୁ ଧର୍ମ ଅନ୍ତର୍ଗତ ଚାରି ବର୍ଣ୍ଣ ମଧ୍ୟ ରୁ ଅନ୍ୟତମ କ୍ଷତ୍ରିୟ ବର୍ଣ୍ଣ ର ବିଭିନ୍ନ ଗୋଷ୍ଠୀ, ସମାଜ ଓ ବର୍ଗର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କ୍ଷତ୍ରିୟ, ଧାକଢ ଓ ଅନ୍ୟାନ୍ୟ ସମାଜର ପ୍ରମୁଖ ବ୍ୟକ୍ତିମାନେ ମିଳିତ ଭାବେ ବସି ସମଗ୍ର କ୍ଷତ୍ରିୟ ସମାଜ ର ବିକାଶ ପାଇଁ ଆଲୋଚନା କରିଥିଲେ। ଏହି ଅବସରରେ ବୈଠକ କୁ ପରିଚାଳନା କରିଥିଲେ ସୁରେନ୍ଦ୍ର ନାୟକ। ଅତିଥି ଭାବେ ଚକ୍ରଧର ସିଂ, ରୂପଧର ନାୟକ, ସୂର୍ଯ୍ୟବଂଶୀ ଜୟନ୍ତ ପାତ୍ର, ରାମଚନ୍ଦ୍ର ସିଂ, ଧନେଶ୍ଵର ସିଂ,  ଭଗବାନ ନାୟକ, ଲକ୍ଷ୍ମୀ ନାରାୟଣ ପାଣ୍ଡେ,  ଭୀକ ନାୟକ,ଅମର ସିଂହ ପ୍ରମୁଖ ଯୋଗଦେଇ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ। ଭଗବଦ୍ ଗୀତା ରେ ବର୍ଣ୍ଣିତ କ୍ଷତ୍ରିୟ ବର୍ଣ୍ଣ ଓ  ଏହି ବର୍ଣ୍ଣ ଅନ୍ତର୍ଗତ ସମସ୍ତ ଜାତିର ଉତ୍ଥାନ ପାଇଁ ବରିଷ୍ଠ ଆଇନଜୀବି ସୂର୍ଯ୍ୟବଂଶୀ ଜୟନ୍ତ ପାତ୍ର ସମସ୍ତେ ଏକ ହୁଅନ୍ତୁ ବୋଲି ନିଜ ବକ୍ତବ୍ୟ ରେ କହିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଦୀପକ ସିଂ, ଜଳନ୍ଧର ସିଂ, ମନମୋହନ ସିଂ, କିଶୋର ରାୟ ପାତ୍ର,  ନରସିଂହ ଦିୱାନ,  ବିପିନ ଭୁକ୍ତା, ତ୍ରୀନାଥ ସିଂ, ବିଭୁତି ନାୟକ,ମହେଶ୍ୱର ନାୟକ, ସୁମିତ ସିଂ, ଲକ୍ଷଣ ସିଂ ପ୍ରମୁଖ ଯୋଗ ଦେଇଥିଲେ। କ୍ଷତ୍ରିୟ ମାନଙ୍କ ବର୍ତ୍ତମାନ ର ସାମାଜିକ ସ୍ଥିତି ଓ ତାର ପ୍ରତିକାର ଉପରେ ମୁଖ୍ୟତଃ ଆଲୋଚନା ହୋଇଥିଲା। ପ୍ରାୟ ପାଞ୍ଚ ଶହ ଲୋକ ନବରଙ୍ଗପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like