-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଏକକ ବ୍ୟବହାର ପ୍ଲାଷ୍ଟିକ ପୋଲିଥିନ ମୁକ୍ତ ଜିଲ୍ଲା ଗଠନ ନେଇ ସଂକଳ୍ପ ନେଇଛନ୍ତି ନୂଆପଡା ଜିଲ୍ଲାପାଳ।

03-Aug-2025



(ଡୋଲେଶ୍ୱର ବାଗ)
ଏକକ ବ୍ୟବହାର ପ୍ଲାଷ୍ଟିକ ପୋଲିଥିନ ମୁକ୍ତ ଅଂଚଳ ଗଢିବାରେ ଜିଲ୍ଲାପାଳ ନୂଆପଡ଼ା ଆହ୍ବାନ  ଦେଇଥିବା ବେଳେ ଏହା ଏକ ଅଭିଯାନ ର ରୂପ ନେଇ ସମଗ୍ର ଜିଲ୍ଲା ରେ ଜନ ଜାଗରଣ ସୃଷ୍ଟି ହୋଇଅଛି।  ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସ, ଜିଲ୍ଲା ସଦର ମହକୁମାଠାରେ ସାପ୍ତାହିକ ପରିବା ହାଟ  ରେ ପହଞ୍ଚି ନିଜର ବ୍ୟବହାର କୁ ପରିବର୍ତ୍ତନ କଲେ ମାନସିକତାର ପରିବର୍ତ୍ତନ ଆସିଥାଏ। ନିଜ ଘରୋଇ ସୌଉଦା ସଂଗ୍ରହ ବେଳେ କପଡ଼ା ମୁନା ର ବ୍ୟବହାର କରିବାକୁ ଆହ୍ବାନ କରିଛନ୍ତି। ଏକକ ବ୍ୟବହାର ପଲିଥିନ କୁ ବର୍ଜନ କରି ଶ୍ଵଦେଶ କୁ ସ୍ୱଚ୍ଛ ଓ ନିର୍ମଳ ରଖିବାକୁ ଜିଲ୍ଲାପାଳ ସାଧାରଣ ଲୋକ ଆହ୍ବାନ କରିଛନ୍ତି। ସଚେତନ ନାଗରିକ ଙ୍କୁ ଗୋଲାପ ଫୁଲ ଦେଇ ସ୍ଵାଗତ କରିଥିବା ବେଳେ  ପୋଲିଥିନ ବ୍ୟବହାର କରୁଥିବା ବ୍ୟବସାୟୀ ତଥା ଗ୍ରାହକ ମାନଙ୍କ ଠାରୁ ଫାଇନ ଆଦାୟ କରିଥିଲେ। ଜିଲ୍ଲାକୁ ପ୍ଲାଷ୍ଟିକ ମୁକ୍ତ ଅଂଚଳ ଗଢିବାରେ ସହଯୋଗ କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରୁଥିଲେ। ଜିଲ୍ଲାପାଳଙ୍କ ଏଭଳି ପଦକ୍ଷପକୁ ଜିଲ୍ଲାବାସୀ ଭୁୟସୀ ପ୍ରଶଂସା କରୁଥିବା ଦେଖୁବାକୁ ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like