-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ରାଜ୍ୟ

କନ୍ଧମାଳ ଜିଲ୍ଲା ରାଜସ୍ବ ଅମଲା ସଂଘ ତରଫରୁ ଆନ୍ଦୋଳନ ଚେତାବନୀ

03-Aug-2025



କନ୍ଧମାଳ(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ରାଜସ୍ବ ଅମଲା ସଂଘର ସାଧାରଣ ପରିଷଦ ବୈଠକ ସଭାପତି ଗଣେଶ ନାଏକ ଓ ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଅଦ୍ୟାବଧି ସୁଦ୍ଧା ସରକାର ୯ ଦଫା ନ୍ୟାର୍ଯ୍ୟ ଦାବି ପୂରଣ କରୁନଥିବାରୁ ଚଳିତ ମାସ ୧୧ ତାରିଖରୁ ସମ୍ପୂର୍ଣ୍ଣ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ ଏହି ବୈଠକରେ ନିଷ୍ପତ୍ତ ନିଆଯାଇଛି। ରାଜ୍ୟ ସଂଘ ମଧ୍ଯ ଏପରି ନିଷ୍ପତ୍ତି ନେଇଛନ୍ତି। ଫୁଲବାଣୀ ଆଇଟିଡିଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସାଧାରଣ ପରିଷଦ ବୈଠକରେ ସଂଘର କର୍ମକର୍ତ୍ତାଙ୍କ ସହିତ ଜିଲ୍ଲାର ଶତାଧ‌ିକ ରାଜସ୍ବ ଅମଲା ଯୋଗ ଦେଇଥିଲେ। ସଂଘ ତରଫରୁ ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକଙ୍କୁ ଭେଟି ଦାବି ପତ୍ର ପ୍ରଦାନ କରାଯାଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ ଉପସଭାପତି କେ. ଗୌତମ ରାଓ, କୋଷାଧକ୍ଷ ସୁନୀତ କୁମାର ଦଳବେହେରା, ଯୁଗ୍ମ ସମ୍ପାଦକ ନିଖିଲ ଚନ୍ଦ୍ର ସାହା, ସଂଗଠନ ସମ୍ପାଦକ ବିଶ୍ବଜିତ ପଣ୍ଡା, କ୍ଷୀରାବ୍ଦି ତନୟା ଦିଗାଲ ପ୍ରମୁଖ ଉପସ୍ଥିତ ଥୂଲେ। ଏହି ବୈଠକକୁ ଜିଲ୍ଲା ସମ୍ପାଦକ ସୀମାଞ୍ଚଳ ପଣ୍ଡା ସଂଯୋଜନା କରିଥିବା ବେଳେ ଉପସଭାପତି ରୂପମ୍ବିକା ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like