-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ନୂତନ ଜିଲ୍ଲାପାଳ ଙ୍କ ମନ୍ଦିର ମାଳିନୀ ସହର ର ବିଭିନ୍ନ ଅଞ୍ଚଳ ପରିଦର୍ଶନ

03-Aug-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ର ନୂତନ ଜିଲ୍ଲାପାଳ ଡଃ ନୃପ ରାଜ ସାହୁ ସହର ର ଇଷ୍ଟ ଦେବ ଶ୍ରୀ ସୁବର୍ଣ୍ଣମେରୁ ମନ୍ଦିର, ରାମେଶ୍ୱର ମନ୍ଦିର ସମେତ ମା ଭଗବତୀ ମନ୍ଦୀର ପରିଦର୍ଶନ କରି ମନ୍ଦିର କୁ ସଂଯୋଗି କରଣ ରାସ୍ତା ଓ ମନ୍ଦିର ର ସମସ୍ୟା ଉପରେ ପୂଜକ ଓ କମିଟି ସଦସ୍ୟ ଙ୍କୁ  ବୁଝି ନିଜେ ମଧ୍ୟ ସ୍ଥିତି ପରଖିଥିଲେ l  ଓ ସେ ସବୁ ସମସ୍ୟା ର ସମାଧାନ ସହ ମନ୍ଦିର ମାନଙ୍କ ଭିତ୍ତି ଭୂମି ର ବିକାଶ ଲାଗି ସଂକଳ୍ପ ନେଇ ଥିଲେ l ପରେ ପରେ ତେଲ ନଦୀ ରିଙ୍ଗ ରୋଡ ପାର୍ଶ୍ୱ ରେ ଥିବା ନାରାୟଣ ସେବା ଶ୍ରମ କୁ ପହଞ୍ଚି ଅନ୍ତେବାସୀ ଙ୍କ ରହିବା ଘର, ପାନୀୟ ଜଳ, ସ୍ଵାସ୍ଥ୍ୟ ସମସ୍ୟା ଦିଗରେ ପଚାରି ବୁଝି ଏମାନଙ୍କ ସେବା ଶୁଶ୍ରୁଷା ଚିକିତ୍ସା କୌଣସି ବି କ୍ଷେତ୍ରରେ ଅବହେଳା ନ କରି ବାକୁ ସମାଜ ମଙ୍ଗଳ ଓ  ପୌର ପରିଷଦର ଅଧିକାରୀ ଙ୍କୁ ନିର୍ଦ୍ଦେଶ କରିଥିଲେ l  ଓ ରୋଗୀ ଙ୍କ ସହ ଜିଲ୍ଲାପାଳ କାନ୍ଧ ରେ ହାତ ରଖି ଫଟୋ ହୋଇ ଉତ୍ସାହିତ କରି ଥିଲେ l ଆଜି ଭଗବତୀ ମନ୍ଦୀର ସମ୍ମୁଖ ରାସ୍ତା ସମସ୍ୟା ବିଷୟ କୁ ବିଭାଗୀୟ ଯନ୍ତ୍ରୀ ପୌର ଅଧିକାରୀ ଙ୍କ ଆଗରେ ନିଜେ ସ୍ଥିତି ଅନୁଧ୍ୟାନ କରି ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥିଲେ ଜିଲ୍ଲାପାଳ l ପୂର୍ବରୁ  ଏ ରାସ୍ତା ସମସ୍ୟା ଯୋଗୁଁ ମନ୍ଦିର ଭିତର କୁ ପାଣି ପଶୁଥିବା ଓ ଭକ୍ତ ଅସନ୍ତୋଷ ଥିବା ବିଷୟ ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ଜିଲ୍ଲାପାଳ ଶ୍ରୀ ସାହୁ ଙ୍କୁ ଅବଗତ କରା ଯାଇଥିଲା l ଆଜି ବିଭିନ୍ନ ମନ୍ଦିର ଓ ନିର୍ମାଣ ଧିନ ନୂଆଁ ରାସ୍ତା ପରିଦର୍ଶନ ରେ ଜିଲ୍ଲାପାଳ ଙ୍କ ଏ ଅଚାନକ ଗସ୍ତ ସମୟରେ ପୌର ପରିଷଦ ଅଧିକାରୀ ୠଷି ମାଝୀ, ଓ ଯନ୍ତ୍ରୀ ଓ ସାନିଟାରୀ ଇନ୍ସପେକ୍ଟର ଶ୍ରୀ ସ୍ବାଇଁ ଉପସ୍ଥିତ ଥିଲେ l ରବିବାର ଛୁଟି ଦିନରେ ବି ସହର ର ବିକାଶ ପାଇଁ ଜିଲ୍ଲାପାଳ ଙ୍କ ଏ କାର୍ଯ୍ଯ ଗୁଡ଼ିକୁ ସମୀକ୍ଷା କରିବା ବିଷୟ ଜିଲ୍ଲା ର ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରଯାଇଛି l ଯାହାକି ଜିଲ୍ଲା ସ୍ତରୀୟ ଅଧିକାରୀ , କର୍ମଚାରୀ ( ପବ୍ଲିକ ସର୍ଭେଣ୍ଟ୍) ଲୋକ ଙ୍କ କାମ କରିବା କୁ ନିଶ୍ଚିତ ଭାବେ ଉତ୍ସାହିତ ହେବେ ବୋଲି ବୁଦ୍ଧିଜୀବୀ ମତ ଦେଇ ଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like